Posted inଜାତୀୟ

ଦ୍ରୌପଦୀ ମୁର୍ମୁଙ୍କ ମାଧ୍ୟମରେ ୧୩ ରାଜ୍ୟର ୧୨ କୋଟିରୁ ଅଧିକ ଭୋଟରଙ୍କ ଉପରେ ଭାଜପାର ଲକ୍ଷ୍ୟ…

ନୂଆଦିଲ୍ଲୀ, ୨୩।୬ : ରାଷ୍ଟ୍ରପତି ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥୀ କରାଯାଇଛି। ଏହା ପଛରେ ଦେଶର ୧୩ ଟି ରାଜ୍ୟର ୧୨ କୋଟିରୁ ଅଧିକ ଜନଜାତି ଭୋଟରଙ୍କୁ ହାତେଇବା ଉପରେ ଭାଜପାର ଲକ୍ଷ୍ୟ ରହିଛି। ୨୦୧୧ ଜନଗଣନା ଅନୁସାରେ ଦେଶରେ ଜନଜାତି ଭୋଟରଙ୍କ ସଂଖ୍ୟା ୧୨ କୋଟିରୁ ଅଧିକ। ଏହି ଭୋଟ ବ୍ୟାଙ୍କ ଉପରେ ଭାଜପାର ଦୀର୍ଘଦିନରୁ ଆଖି ରହିଥିଲା।

ଆସାମ, ମେଘାଳୟ, ତ୍ରିପୁରା, ମିଜୋରାମ ଆଦି ରାଜ୍ୟରେ ଜନଜାତିଙ୍କ ସଂଖ୍ୟ ଅଧିକ। ଆସାମରେ ୧୨ ପ୍ରତିଶତ, ତ୍ରିପୁରାରେ ୩୧ ପ୍ରତିଶତ, ମେଘାଳୟରେ ୮୬ ପ୍ରତିଶତ ଏବଂ ମିଜୋରାମରେ ୯୫ ପ୍ରତିଶତ ଜନଜାତି ବାସ କରନ୍ତି। ସେହିପରି ଝାଡ଼ଖଣ୍ଡରେ ୨୭ ପ୍ରତିଶତ, ଛତିଶଗଡ଼ରେ ୩୦, ମଧ୍ୟପ୍ରଦେଶରେ ୨୧, ଓଡ଼ିଶାରେ ୨୨.୫, ରାଜସ୍ଥାନରେ ୧୩.୪୮, ଗୁଜରାଟରେ ୮, ପଶ୍ଚିମବଙ୍ଗରେ ୫.୮, ହିମାଚଳପ୍ରଦେଶରେ ୫.୭ ପ୍ରତିଶତ ଜନଜାତି ବାସ କରନ୍ତି। ଭାଜପାର ଦୃଷ୍ଟି ଓଡ଼ିଶା, ରାଜସ୍ଥାନ, ଝାଡ଼ଖଣ୍ଡ ଏବଂ ଛତିଶଗଡ଼ ଉପରେ ରହିଛି।

ତେଣୁ ଭାଜପା ଜନଜାତି ସମାଜକୁ ରାଷ୍ଟ୍ରପତି ନିର୍ବାଚନ ମାଧ୍ୟମରେ ସ୍ବତନ୍ତ୍ର ବାର୍ତ୍ତା ଦେବାକୁ ଚାହୁଁଛି। ଯାହାଦ୍ୱାରା ଦଳର ଭବିଷ୍ୟତ କାର୍ଯ୍ୟଧାରା ସହଜ ହୋଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ…

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ…

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି …

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

ଉଦ୍ୟାନ ପରିସର ସଫା କଲେ ବିଧାୟକ: କହିଲେ, ସ୍ବଚ୍ଛତା ଅଭିଯାନ ନୁହେଁ, ଏକ ସାମାଜିକ ଦାୟିତ୍ୱ

ଛତ୍ରପୁର,୨୩।୬(ଦିଲ୍ଲୀପ ସାମଲ): ‘ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ’ ଅଭିଯାନ ଅନ୍ତର୍ଗତ ଆଜି ଛତ୍ରପୁର ପୌରପରିଷଦର ଏକାମ୍ର ନଗରସ୍ଥିତ ଶିଶୁ ଉଦ୍ୟାନରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି…

ବିଧାନସଭା ଭିତରେ ଷ୍ଟାଲିନଙ୍କ ନକଲ କଲେ ମୁଖ୍ୟମନ୍ତ୍ରୀ ବିଜୟ, ତାଳିରେ କମ୍ପିଲା ଗୃହ, ଦେଖନ୍ତୁ VIDEO

ଚେନ୍ନାଇ,୨୩।୬: ତାମିଲନାଡୁ ବିଧାନସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଭାଷଣର ଶେଷ ଭାଗ ମଧ୍ୟ ସେତିକି ଚର୍ଚ୍ଚାରେ ରହିଥିଲା, ଯେତିକି ତାଙ୍କର ସମ୍ପୂର୍ଣ୍ଣ ସମ୍ବୋଧନ ଥିଲା। ଭାଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri