ଏହି ସବୁ ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ସୋମବାର ମଧ୍ୟ କିଛି ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲାର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ତେବେ ରାଜ୍ୟରେ ୧୧ ତାରିଖରୁ ବର୍ଷାର ପରିମାଣ କମିବ ବୋଲି ପାଣିପାଗ ବିଭାଗ କହିଛି। ଅନ୍ୟପଟେ, ଅକ୍ଟୋବର ମାସରେ ଏଯାବତ୍‌ ୭୯.୪ ମିମି ବର୍ଷା ରେକର୍ଡ ହୋଇଛି। ଯାହା ସ୍ବାଭାବିକ ବର୍ଷା ତୁଳନାରେ ୬୫ ପ୍ରତିଶତ ଅଧିକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ହଜାରରୁ ଊର୍ଦ୍ଧ୍ୱ ନମୁନାର ରାପିଡ୍‌ ଟେଷ୍ଟ

ଭୁବନେଶ୍ୱର, ୨୧ା୪ବ୍ୟୁରୋ): ରାଜଧାନୀକୁ ସଂକ୍ରମଣ ମୁକ୍ତ ଲକ୍ଷ୍ୟ ନେଇ ବିଏମ୍‌ସି ପକ୍ଷରୁ ରାପିଡ୍‌ ଟେଷ୍ଟ ଚାଲିଛି। ଏହି ଅଭିଯାନର ୩ୟ ଦିନ ସୋମବାରରେ ଭୁବନେଶ୍ୱରରୁ ୨ହଜାରରୁ...

ଦୁର୍ଘଟଣାରେ ଜଣେ ମୃତ, ୪ ଘଣ୍ଟା ରାସ୍ତା ଅବରୋଧ

ଅନୁଗୋଳ ଅଫିସ,୬।୬ ଅନୁଗୋଳ ଜିଲା ମହୀଧରପୁର ଫାଣ୍ଡି ଫୁଲପଡା ପାୱାର ଗ୍ରୀଡ୍‌ କମାର ସାହି ନିକଟରେ ରବିବାର ସକାଳେ ଏକ ପରିବା ବୋଝେଇ ଟାଟା ଏସିଇ...

ଆଜିଠୁ ଦୁଇ ପର୍ଯ୍ୟାୟରେ ଖାତାଦେଖା

ଭୁବନେଶ୍ୱର,୧୦।୪(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ +୨ ବା ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ ଆସନ୍ତା ମେ’ ଶେଷ ସୁଦ୍ଧା ପ୍ରକାଶ...

ରାଜ୍ୟରେ ବଢ଼ିପାରେ ବସ୍‌ ଭଡ଼ା

ଭୁବନେଶ୍ୱର,୩୦।୩(ବ୍ୟୁରୋ): ରାଜ୍ୟରେ ବସ୍‌ ଭଡ଼ା ବଢ଼ିବ। ତୈଳ ଦର ବୃଦ୍ଧି ପାଉଥିବା ବେଳେ ସରକାର ଖୁବଶୀଘ୍ର ବସ ଭଡା ବୃଦ୍ଧି କରିବା ଜରୁରୀ ବୋଲି ବୁଧବାର...

ଖସୁଛି କରୋନା ଗ୍ରାଫ୍‌, ଆଜି ୭୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୭୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୦୩୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ଖୋଲିବାକୁ ମନା ସତ୍ତ୍ୱେ ଚାଲିଥିଲା ସ୍କୁଲ, ରାଜଧାନୀର ଏହି ସରସ୍ବତୀ ବିଦ୍ୟା ମନ୍ଦିରକୁ ସିଲ୍‌ କଲା ବିଏମ୍‌ସି

ଭୁବନେଶ୍ୱର,୧।୧୨(ବ୍ୟୁରୋ): ରାଜଧାନୀର ଚିନ୍ତାମଣୀସ୍ବର ଲେନ୍‌-୬ ଅଞ୍ଚଳରେ ଥିବା ଏକ ସ୍କୁଲ କୋଭିଡ ଗାଇଡଲାଇନ୍‌ ଉଲ୍ଲଂଘନ କରିଆସୁଥିଲା। ଏହାକୁ ନେଇ ସାଇ ସରସ୍ବତୀ ବିଦ୍ୟା ମନ୍ଦିରକୁ ମଙ୍ଗଳବାର...

ସ୍ପଷ୍ଟ କଲା ସାଧାରଣ ପ୍ରଶାସନ ବିଭାଗ: ମାସର ଦ୍ୱିତୀୟ ଶନିବାର ବି ଛୁଟି ରହିବ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ପୂର୍ବଭଳି ମାସର ଦ୍ୱିତୀୟ ଶନିବାର ସରକାରୀ ଛୁଟି ଦିବସ ରହିବ। ଏ ନେଇ ସୋମବାର ସାଧାରଣ...

ରାଜ୍ୟରୁ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ରୋକ ଲାଗିଛି। ରାଜ୍ୟରେ ରବିବାର କରୋନା ଆଉ ଜଣଙ୍କ ଜୀବନ...

Advertisement
Archives

Model This Week