କାଳବୈଶାଖୀ ଦେଇଗଲା ଦୁଃଖ

କୋକସରା,୨୬ା୫(ଡି.ଏନ୍‌.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ ତୋଫାନ ସହ କୁଆପଥର ବର୍ଷା ହୋଇଥିଲା। ଝଡତୋଫାନରେ ବ୍ଲକର କାଶିବାହଲ ପଞ୍ଚାୟତ ଅଧୀନ ଧନସରା ଗ୍ରାମରେ ରହୁଥିବା ଜୟରାମ ସତନାମୀଙ୍କ ଘର ଆଜ୍‌ବେଷ୍ଟସ ଉଡିଯାଇ କ୍ଷତିଗ୍ରସ୍ତ ହୋଇଛି। ଏପରିକି ବର୍ଷରେ ଧାନ, ଚାଉଳ, ଫଳରେ ଜୟରାମଙ୍କ ପରିବାର ଲୋକେ ଖୋଲା ଆକାଶ ତଳେ ଆଶ୍ରୟ ନେଇଛନ୍ତି। ସେ ଜଣେ ଗରୀବ ଶ୍ରେଣୀର ବ୍ୟକ୍ତି ହୋଇଥିବା ବେଳେ କିପରି ଘର ମରାମତି କରିବେ ସେନେଇ ସେ ଚିନ୍ତାରେ ପଡିଛନ୍ତି । ଏନେଇ ସେ ସ୍ଥାନୀୟ ରାଜସ୍ବ ନିରୀକ୍ଷକଙ୍କୁ ଜଣାଇଛନ୍ତି। କ୍ଷୟକ୍ଷତିର ଆକଳନ କରି ତୁରନ୍ତ ସହାୟତା ଯୋଗାଇ ଦେବାକୁ ଗ୍ରୋମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଲରେ ପଚୁଛି ତରଭୁଜ

ଦେବଗଡ,୨୬ା୩(ଡି.ଏନ.ଏ.): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ କାଳ ବୈଶାଖି ପ୍ରଭାବରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ଯୋଗୁ ବ୍ୟାପକ ଫସଲ ନଷ୍ଟ ହୋଇଛି ।...

ଯୁବକଙ୍କ ଗଳା କାଟି ହତ୍ୟା

ବ୍ରହ୍ମପୁର ଅଫିସ,୪ା୧୨: ଗଞ୍ଜାମ ଜିଲା ବ୍ରହ୍ମପୁର ରେଳଷ୍ଟେସନ ୪ନଂ ପ୍ଲାଟଫର୍ମ ନିକଟରେ ମଙ୍ଗଳବାର ରାତି ପ୍ରାୟ ସାଢେ ୯ଟାବେଳେ ଜଣେ ଯୁବକଙ୍କୁ ଗଳାକାଟି ହତ୍ୟା କରାଯାଇଛି।...

କନ୍ଧମାଳରେ ପ୍ରବଳରୁ ଅତିପ୍ରବଳ ବର୍ଷା: ଧୋଇଗଲା ଡାଇଭର୍ସନ, ଦାରିଙ୍ଗବାଡ଼ି-ଭବାନୀପାଟଣା-ତୁମୁଡ଼ିବନ୍ଧ ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି/କୋଟଗଡ଼,୧୨।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲାରେ ରବିବାର ସନ୍ଧ୍ୟାରୁ ପ୍ରବଳରୁ ଅତିପ୍ରବଳ ବର୍ଷା ହେଉଛି । ଫଳରେ ଜିଲାର ବିଭିନ୍ନ ଅଞ୍ଚଳ ଜଳମଗ୍ନ ସହ ରାସ୍ତା ଧୋଇଯିବା କାରଣରୁ...

ସାମାଜିକ ଦୂରତା ରଖି ପରିବା କିଣିଲେ

ସମ୍ବଲପୁର,୨୬।୩(ବ୍ୟୁରୋ)-କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ନେଇ ସମ୍ବଲପୁର ମହାନଗର ନିଗମ ଓ ପୋଲିସ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଗୁରୁବାର ସକାଳେ ପନିପରିବା ବଜାରରେ...

ବୁଗୁଡ଼ା ଅଞ୍ଚଳରେ ବୁଢୁଛି ଚୋରା ମଦ କାରବାର

ବୁଗୁଡ଼ା,୨୫।୪(ଡି.ଏନ.ଏ.): ବୁଗୁଡ଼ା ସହର ସମେତ ନିକଟବର୍ତ୍ତୀ ଅଞ୍ଚଳରେ ଚୋରା ମଦ କାରାବାର ବୃଦ୍ଧି ପାଉଛି। ବୁଗୁଡା ଅବକାରୀ ବିଭାଗ ଅଧୀନରେ ଥିବା ବିଭିନ୍ନ ସ୍ଥାନରେ ମଧ୍ୟ...

ରାପ୍‌ ସଙ୍ଗ୍‌ ମାଧ୍ୟମରେ ସଚେତନ କରୁଛନ୍ତି ସାର୍ଥକ

ଜୟପୁର,୨୭ା୩(ନି.ପ୍ର.) : ରାପ୍‌ ସଙ୍ଗ୍‌ ମାଧ୍ୟମରେ ଟ୍ରାଫିକ୍‌ ସଚେତନତା ବାର୍ତ୍ତା ଦେଇ ଚର୍ଚ୍ଚାର ପରିସରକୁ ଆସିଥିବା କୋରାପୁଟ ଜିଲା ଜୟପୁର ସହରର ସାର୍ଥକ ସାହୁ ଏବେ...

ଛାବିରି ନଦୀରେ ଭାସିଯାଇ ବ୍ୟକ୍ତି ନିଖୋଜ : ଉଦ୍ଧାର କାର୍ଯ୍ୟ ଜାରି

କୋରାପୁଟ,୩।୯(ସ୍ବ.ପ୍ର): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକର ଡମ୍ବତୁରୁଜିଂ ଗ୍ରାମର ଚିନ୍ତାମଣି ମୁଦୁଲି (୪୫) ସୋମବାର ରାତିରେ ଛାବେରି ନଦୀରେ ଭାସିଯାଇଥିଲେ । ଏ ନେଇ ଖବର...

ବାଲୁକୁରୀ ଛକରେ ବୋମାମାଡ଼ : ଜଣେ ଗୁରୁତର, ୨ ଆହତ

ଚାନ୍ଦବାଲି,୧୬।୯(ଡି.ଏନ୍‌.ଏ.) : ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅନ୍ତର୍ଗତ ଓରାସାହି ପଞ୍ଚାୟତ ବାଲୁକୁରୀ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ଏଥିରେ ଜଣେ...

Advertisement
Archives

Model This Week