ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କଲା କ୍ରାଇମବ୍ରାଞ୍ଚ

ବରଗଡ ଅଫିସ,୪।୧୧: ବନ ବିଭାଗର କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଗୁରୁବାର ସକାଳୁ ବରଗଡ ଜିଲା ଘେଁସ ଫରେଷ୍ଟ ରେଞ୍ଜ ଅର୍ନ୍ତଗତ ଜାମପାଲି ଗ୍ରାମରୁ ଏକ ଜୀବନ୍ତ ବଜ୍ରକାପ୍ତା ଜବତ କରିଛି । ଏହି ଘଟଣାରେ ମୁକୁନ୍ଦ ବରିହା ନାମକ ଜଣେ ଲୋକଙ୍କୁ ଘେଁସ ଫରେଷ୍ଟ ରେଞ୍ଜ ଅଫିସରେ ଅଟକ ରଖି ପଚରାଉଚରା କରାଯାଉଛି। ବଜ୍ରକାପ୍ତା ଚୋରାଚାଲାଣ ହେଉଥିବା ସୂଚନା ପାଇ ଏସଟିଏଫ୍‌ ଏହି ଚଢାଉ କରିଥିବା ସୂଚନା ମିଳିଛି। ତେବେ ଅଟକ ଲୋକଙ୍କୁ ଜେରା ଜାରି ରହିଥିବା ଯୋଗୁ ବିଶେଷ ତଥ୍ୟ ମିଳିପାରି ନାହିଁ ।

 


Enter your email to get our daily news in your inbox.

All Right Reserved By Dharitri.Com

ଜାଗର ଦୀପ ପ୍ରସ୍ତୁତିରେ ବ୍ୟସ୍ତ କୁମ୍ଭକାର

ବୁଗୁଡ଼ା,୧୩ା୨(ଡି.ଏନ.ଏ.):ମହାଶିବରାତ୍ରୀ ବା ଜାଗର ଆସନ୍ତା ୧୮ ତାରିଖ ଶନିବାର ପାଳନ ହେବାକୁ ଯାଉଥିବା ବେଳେ ବୁଗୁଡ଼ା ଅଞ୍ଚଳର ବହୁ କୁମ୍ଭକାର ପରିବାର ମାଟିଦୀପ ତିଆରିରେ ବ୍ୟସ୍ତଥିବା...

ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଦୀଘା-ଜଳେଶ୍ୱର ରେଳପଥ

ଭୋଗରାଇ, ୩୦ା୫(ଡି.ଏନ.ଏ.): ଓଡ଼ିଶା-ପଶ୍ଚିମବଙ୍ଗ ଲୋକପ୍ରତିନିଧିଙ୍କ ଦୀର୍ଘଦିନର ଦାବି ହୋଇଆସୁଥିବା ଦୀଘା-ଜଳେଶ୍ୱର ବ୍ରଡ଼ଗେଜ ରେଳପଥ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ବୋଲି ଦକ୍ଷିଣପୂର୍ବ ରେଳ ଡିଭିଜନ ପକ୍ଷରୁ ସୂଚନା ମିଳିଛି।...

ଚତୁର୍ଥ ଶ୍ରେଣୀ କର୍ମଚାରୀ ସଂଘର କର୍ମକର୍ତ୍ତା ନିର୍ବାଚନ

ବାଲିଗୁଡ଼ା,୨୦।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ନିଖିଳ ଉତ୍କଳ ଚତୁର୍ଥ ଶ୍ରେଣୀ ସରକାରୀ କର୍ମଚାରୀ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ରାଜ୍ୟ ସଭାପତି ସରୋଜ କୁମାର...

ସାଇ ମନ୍ଦିରରୁ ରୁପା ଅଳଙ୍କାର ଚୋରି

ପାରଳାଖେମୁଣ୍ଡି,୨।୮(ଡି.ଏନ୍‌.ଏ.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ରେଖେଣ ସାହିସ୍ଥିତ ଶିରିଡ଼ି ସାଇ ମନ୍ଦିରରୁ ସୋମବାର ବିଳମ୍ବିତ ରାତିିରେ ଚୋରି ହୋଇଥିବା ଜଣାପଡିଛି। କେତେକ...

ନିର୍ମାଣ ଶ୍ରମିକଙ୍କୁ ମିଳୁନି ସହାୟତା, ଶ୍ରମ ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ

ବରଗଡ଼ ଅଫିସ୍‌,୮।୫-କରୋନା(କୋଭିଡ୍‌-୧୯) ଭୂତାଣୁ ପ୍ରତିହତ ପାଇଁ ଦେଶବ୍ୟାପୀ ଲକ୍‌ଡାଉନ ଘୋଷଣା କରାଯାଇଛି। ଏପରିସ୍ଥିତିରେ କାମଧନ୍ଦା ବନ୍ଦ ହୋଇଯାଇ ଥିବା ଯୋଗୁ ନିର୍ମାଣ ଶ୍ରମିକଙ୍କୁ ସରକାରଙ୍କ ପକ୍ଷରୁ...

ସୁନା ବ୍ୟବସାୟ ଆଳରେ ସାଇବର କ୍ରାଇମ୍‌

ବରଗଡ଼ ଅଫିସ୍‌,୨୩।୧୨: ସୁନା ବ୍ୟବସାୟ ଆଳ ଦେଖାଇ ବରଗଡ଼ରେ ଏକ ସାଇବର କ୍ରାଇମ ଘଟଣା ସାମ୍ନାକୁ ଆସିଛି। ନକଲି ସୁନା ଦେଇ ବରଗଡ଼ ପୌର ପରିଷଦ...

ଜିଲା ପ୍ରଶାସନ ତରଫରୁ ଦିଆଗଲା ଶୁଖିଲା ରାଶନ

ବାଲେଶ୍ୱର ଅଫିସ, ୧୦।୫-ଲକଡାଉନ ସମୟରେ ନିଜ ଗୁଜରାଣ ମେଣ୍ଟାଇବା ଲାଗି ବିଭିନ୍ନ ସମସ୍ୟାର ସାମ୍ନା କରୁଥିବା ୫୩ଟି ଅସହାୟ ପରିବାରଙ୍କୁ ଜିଲା ପ୍ରଶାସନ ତରଫରୁ ଶୁଖିଲା...

ଜିଲାସ୍ତରୀୟ ବିପର୍ଯ୍ୟୟ ପ୍ରସ୍ତୁତି

ଛତ୍ରପୁର,୩୦।୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲାସ୍ତରୀୟ ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଏବଂ ଜାତୀୟ ବିପର୍ଯ୍ୟୟ ପ୍ରଶମନ...

Advertisement
Archives

Model This Week