୫ ଜିଲାରେ କୁଆପଥର ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୮।୫(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲାରେ ବଜ୍ରପାତ ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଥିସହିତ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ପବନର ବେଗ ୩୦-୪୦ କିଲୋମିଟର ରହିବ। ଗଞ୍ଜାମ ଏବଂ କେନ୍ଦ୍ରାପଡ଼ା ଜିଲାର କିଛି ଅଞ୍ଚଳ ପ୍ରଭାବିତ ହୋଇପାରେ। ସେହିପରି କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କନ୍ଧମାଳ, ନୟାଗଡ଼, ଝାରସୁଗୁଡ଼ା ଆଦି ଜିଲାରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନାରୁ ଜଣାପଡ଼ିଛି। ଏଥିମଧ୍ୟରୁ କେତେକ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଛଡ଼ାଇନେଇଛି ବୃତ୍ତି: ବଞ୍ଚିବା ପାଇଁ ଯାତ୍ରା କଳାକାରଙ୍କ ନିଆରା ପ୍ରୟାସ

ଭୁବନେଶ୍ୱର,୮ା୧୧(ବ୍ୟୁରୋ): କରୋନା ମହାମାରୀ ଛଡ଼ାଇନେଇଛି କଳାକାରଙ୍କ ବୃତ୍ତି, ବେଉସା। ପେଟକୁ ଦାନା ମୁଠେ ଯୋଗାଡ଼ କରିବାକୁ ସେମାନେ ବିଭିନ୍ନ ପନ୍ଥା ଆପଣାଉଛନ୍ତି। ନିକଟରେ ବଲିଉଡ୍‌ରେ ଭାଗ୍ୟ...

ଅଟୋକୁ ଧକ୍କା ଦେବାରୁ ଯୁବକଙ୍କୁ ପିଟିପିଟି ମାରିଦେଲେ

ଯୋଡ଼ା,୨୨।୨: କେନ୍ଦୁଝର ଜିଲା ଯୋଡ଼ା ସହରର କମାରଯୋଡ଼ା-ବିଚାକୁଣ୍ଡି ରାସ୍ତା କଡ଼ରେ ଥିବା ଏକ ଠିକାସଂସ୍ଥା କାର୍ଯ୍ୟାଳୟ ସମ୍ମୁଖରେ ଗାଡ଼ି ଧକ୍କାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ...

ଯାତକ ମେଳ ନ ଖାଇବାରୁ ବିବାହ ଭାଙ୍ଗିଦେଲେ ପରିବାର ଲୋକେ, ଏମିତି ଚରମ ପଦକ୍ଷେପ ନେଲେ ପ୍ରେମୀଯୁଗଳ

ଝାରସୁଗୁଡା ଅଫିସ,୧୩।୪: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅନ୍ତର୍ଗତ ରେଙ୍ଗାଲି କିଷାନପଡ଼ା ଏକ ବନ୍ଦ କୋଠରୀ ଭିତରୁ ଝୁଲନ୍ତା ଅବସ୍ଥାରେ ପ୍ରେମୀ ଯୁଗଳଙ୍କ ମୃତଦେହ ପୋଲିସ...

ସୁସ୍ଥ ହେଲେ ୧୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୧୪।୨ : ଓଡ଼ିଶାରେ ରବିବାର ୧୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଓ ସୁନ୍ଦରଗଡ଼ରୁ ସର୍ବାଧିକ ୧୬ ଜଣ, ବରଗଡ଼ରୁ ୧୨, ଝାରୁସୁଗୁଡ଼ାରୁ...

କୋଟିଆରୁ ଆନ୍ଧ୍ରକୁ ତଡ଼ିଲା ଓଡ଼ିଶା

କୋରାପୁଟ/ପଟ୍ଟାଙ୍ଗୀ,୧୦।୭: କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାକୁ ଲାଗି ରହିଥିବା କୋଟିଆ ପଞ୍ଚାୟତରେ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି ଆନ୍ଧ୍ର- ଓଡ଼ିଶା...

ଲୋକେ ଧରିଲେ ଗୋରୁ ବୋଝେଇ ଗାଡ଼ିି: ଆସିଲାନି ପୋଲିସ, ଗୋରୁ ଫିଟେଇ ଛାଡିଦେଲେ ଗୋଚାଲାଣକାରୀଙ୍କୁ

ନୟାଗଡ ଅଫିସ/ରଣପୁର, ୮।୩(ସ୍ବ.ପ୍ର.)- ନୟାଗଡ ଜିଲା ରଣପୁର ବ୍ଲକ ଗଉଡିଆପଡା ରଣପୁର ରାସ୍ତାର ଗଉଡିଆପଡାଠାରେ ଶୁକ୍ରବାର ସନ୍ଧ୍ୟା ୬ଟାରେ କେତେକ ଯୁବକ ୨ଟି ଟାଟା ଏସିଇ...

ଦୈନିକ ୨ ଯାତ୍ରୀରେ ଚାଲିଛି ଟ୍ରେନ୍‌

ବଲାଙ୍ଗୀର ଅଫିସ, ୧୬ା୧: ଆଜିକୁ ଠିକ୍‌ ଏକବର୍ଷ ପୂର୍ବରୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଲାଙ୍ଗୀର ଗସ୍ତରେ ବଲାଙ୍ଗୀର-ଖୋର୍ଦ୍ଧା ୧୬.୮ କିଲୋମିଟର ରେଳପଥକୁ ଉଦ୍‌ଘାଟନ କରି...

ରାଜ୍ୟ ସାରା କୋହଲା ପାଗ

ଭୁବନେଶ୍ୱର,୪ା୧(ବ୍ୟୁରୋ): ଝିପି ଝିପି ବର୍ଷା, କୋହଲା ପାଗ ଯୋଗୁ ରାଜ୍ୟରେ ସୃଷ୍ଟି ହୋଇଛି ଏକ ଶୀତୁଆ ପରିବେଶ। ଆଗକୁ ବର୍ଷା ଅଧିକ ନ ଥିଲେ ମଧ୍ୟ...

Advertisement
Archives

Model This Week