ବିଭିନ୍ନ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି: ଏସବୁ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୧୬ା୮: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ୧୧ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ପ୍ରବଳ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ଏନେଇ ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ, କୋରାପୁଟ, ଦେବଗଡ଼କୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ସମୟରେ ବାହାରକୁ ନ ବାହାରିବା ପାଇଁ ପାଣିପାଗ କେନ୍ଦ୍ର ସତର୍କ କରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri