ରାଜ୍ୟର ସବୁ ଜିଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପବନ, ୪୮ ଘଣ୍ଟା ଭିତରେ…

ଭୁବନେଶ୍ୱର,୨୪ା୮: ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୫ରୁ ୨୮ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟାରେ ଏହା ଘନୀଭୂତ ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ପ୍ରାୟ ସବୁ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବ। ଏଥିସହିତ ୩୦ରୁ ୪୦ କିମି ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯିବା ସହ ଅରେଞ୍ଜ ଓ ୟେଲୋ ଓ୍ବାର୍ନିଂ ଥିବା ଜିଲା ପ୍ରଶାସନକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତି ଆଲୋଚନା ପାଇଁ ଜେଲେନସ୍କିଙ୍କୁ ମସ୍କୋ ନିମନ୍ତ୍ରଣ କଲା ରୁଷିଆ

ନୂଆଦିଲ୍ଲୀ,୨୯।୧: ଚାରି ବର୍ଷ ଧରି ଲାଗି ରହିଥିବା ରୁଷ-ୟୁକ୍ରେନ ଯୁଦ୍ଧର ଘଟିବ ଅନ୍ତ। ଏହି କ୍ରେମଲିନ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର…

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…

ପୁରୀ,୨୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା…

ଓଡ଼ିଶାର ଆର୍ଥିକ ଅଭିବୃଦ୍ଧି: ଏତିକି ଟଙ୍କାକୁ ବଢିଗଲା ଲୋକଙ୍କ ମୁଣ୍ଡପିଛା ଆୟ

ଭୁବନେଶ୍ୱର,୨୯।୧: ଓଡ଼ିଶାର ଅର୍ଥନୈତିକ ପ୍ରଗତି କ୍ଷେତ୍ରରେ ଏକ ବଡ଼ ସଫଳତା ଦେଖିବାକୁ ମିଳିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ରାଜ୍ୟର ମୁଣ୍ଡପିଛା ନିଟ୍ ଘରୋଇ ଉତ୍ପାଦ ୧,୬୮,୯୬୬ ଟଙ୍କାରେ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ: ଏହି କାମ ପାଇଁ ରାଜ୍ୟ ସରକାରଙ୍କୁ କଲେ ପ୍ରଶଂସା

ଭୁବନେଶ୍ୱର,୨୯।୧: ଗୁରୁବାର ଲୋକସେବା ଭାବନାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ବିଶ୍ବବ୍ୟାଙ୍କ ଅଧ୍ୟକ୍ଷ ଅଜ୍ଞ ବାଙ୍ଗା। ଓଡ଼ିଶାର ବିକାଶ ଧାରାକୁ ଆହୁରି ଗତିଶୀଳ କରିବା ଉପରେ…

ଭାରତୀୟ ସେନା ପାଇଁ ‘ସୁରକ୍ଷା କବଚ’: ହୃଦଘାତ ପୂର୍ବରୁ ସତର୍କ କରାଇବ ସ୍ବଦେଶୀ ଚିପ୍

ନୂଆଦିଲ୍ଲୀ,୨୯।୧: ଭାରତୀୟ ସେନା ପାଇଁ ଏକ ଚମତ୍କାରୀ ଚିପ୍ ବିକଶିତ କରିଛି DRDO। ଦିଲ୍ଲୀର ମିରାଣ୍ଡା ହାଉସ କଲେଜ ଏବଂ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ…

ପୁଣି ସୀମାନ୍ତ ଗାଁରେ ଆଧାର କାର୍ଡ ଅପଡେଟ୍‌ କରିବାକୁ ଆନ୍ଧ୍ରର ପ୍ରଚେଷ୍ଟା, ଓଡ଼ିଶା ସରକାରଙ୍କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ…

ପଟ୍ଟାଙ୍ଗି,୨୯।୧(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡୋଶୀ ଆନ୍ଧ୍ର ଅନୁପ୍ରବେଶ କରି ଲୋକଙ୍କୁ ପ୍ରଲୋଭିତ କରୁଥିଲେ ମଧ୍ୟ ଏହାର ପ୍ରଭାବ ଓଡିଶା ଉପରେ ପଡୁନାହିଁ ।…

ଭୁବନେଶ୍ୱରରେ ଡେଲିଭରି ବୟଙ୍କୁ ମାରି ଫିଙ୍ଗିଦେଲେ ! ବିଲ ଭିତରୁ ମୃତଦେହ ଉଦ୍ଧାର

ଭୁବନେଶ୍ୱର,୨୯।୧(ତ୍ରିନାଥ ମହାନ୍ତି): ମଞ୍ଚେଶର ଥାନା ଅନ୍ତର୍ଗତ ପାଣ୍ଡରା ନିକଟରେ ଥିବା ବିଲ ମଝିର ଏକ ପାଚେରୀ କଡ଼ରୁ ଜଣେ ଡେଲିଭରୀ ବଏଙ୍କ ସନ୍ଦେହ ଜନକ ମୃତଦେହ ଜବତ…

ମୁଣ୍ଡକୁ ଚଢ଼ିଗଲା ରାଗ, ପାରିବାରିକ ବିବାଦ ପରେ ସ୍ତ୍ରୀଙ୍କ ବେକ-ମୁଣ୍ଡକୁ ହାଣିଦେଲେ ସ୍ବାମୀ  

ରାୟଗଡା,୨୯।୧(ଆଶିଷ ରଞ୍ଜନ ପଣ୍ଡା)- ପାରିବାରିକ ବିବାଦରୁ ପତ୍ନୀକୁ ହତ୍ୟା କଲା ସ୍ବାମୀ। ରାୟଗଡା ଜିଲା କୁମ୍ବିକୋଟା ଫାଣ୍ଡି ଅଞ୍ଚଳରେ ପତ୍ନୀ ଶୋଇଥିବା ବେଳେ ସ୍ବାମୀ ଟାଙ୍ଗିଆରେ ହାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri