Weather: ଏସବୁ ଜିଲାରେ ଘଡ଼ଘଡ଼ି ସହ ଛେଚିବ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୨ା୨: ରାଜ୍ୟରେ ଆସନ୍ତା ଦୁଇଦିନ ଧରି ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୯ ଜିଲାକୁ ଅରେଞ୍ଜ ଆଲର୍ଟ କରାଯାଇଥିବାବେଳେ ୧୩ ଜିଲାକୁ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।
୨୪ ତାରିଖରେ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ରହିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ାକୁ ସତର୍କ ସୂଚନା ଜାରି କରାଯାଇଥିବାବେଳେ ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡାକୁ ମଧ୍ୟ ସତର୍କ କରିଛି ପାଣିପାଗ ବିଭାଗ। ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ବହିବାର ସମ୍ଭାବନା ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?