ଆଜି ସନ୍ଧ୍ୟାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ଏହି ୧୧ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୧୦ା୫: ରାଜ୍ୟରେ କିଛିଦିନ ଧରି ପ୍ରବଳ ଖରା ସାଙ୍ଗକୁ କେତେକ ଜିଲାରେ କାଳବୈଶାଖୀ ପ୍ରଭାବ ମଧ୍ୟ ଦେଖିବାକୁ ମିଳୁଛି। ତେବେ ଶନିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ୧୧ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ମିଳିଛି।

ଏହି ଜିଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲାରେ ଝଡ଼ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଥିବା ବେଳେ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା…

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ ମଧ୍ୟ ମ୍ୟାଟରନିଟି ଲିଭ୍ ପାଇବା ହକଦାର

ନୂଆଦିଲ୍ଲୀ,୧୭।୩: ସୁପ୍ରିମକୋର୍ଟ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ରାୟ ଦେଇଛନ୍ତି ଯେ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri