ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ଏସବୁ ଜିଲାରେ ବଜ୍ରପାତ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୭(ଅନୁରାଧା ମହାରଣା):ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନ ଏବଂ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଶୁକ୍ରବାର ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୪ ତାରିଖ ସକାଳ ୮ଟା ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଶୁକ୍ରବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଓ ବାଲେଶ୍ୱର ଜିଲାରେ ବଜ୍ରପାତ ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟା ପ୍ରତି ଝଟ୍‌କା ପବନର ବେଗ ୩୦ରୁ ୪୦ କିଲୋମିଟର ରହିପାରେ। ଏହି ସବୁ ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri