ଏହି ସବୁ ଜିଲାରେ ହେବ ଘଡଘଡି ସହ ବର୍ଷା ପବନ, ଜିଲାପାଳଙ୍କୁ ଚିଠି ଲେଖି ସତର୍କ କରାଇଲେ ଏସ୍‌ଆରସି

ଭୁବନେଶ୍ୱର,୨୩।୨: ରାଜ୍ୟରେ ଅଦିନିଆ ଝଡ଼ବର୍ଷା ଜାରି ରହିଛି। ଆଗାମୀ ୨ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ଆସନ୍ତାକାଲି ପର୍ଯ୍ୟନ୍ତ ୧୨ ଜିଲାକୁ ଅରେଞ୍ଜ ଏବଂ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଏବଂ ଅନୁଗୋଳ, ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଅରେଞ୍ଜ ଓ୍ବାର୍ନିଂ ଜିଲାରେ ଘଡଘଡି ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ବହିବ। ସେହିପରି ୟେଲୋ ଓ୍ବାର୍ନିଂ ଜିଲାରେ ଘଡଘଡି ବର୍ଷା ସହ ୩୦ରୁ ୪୦ କିମି ବେଗରେ ପବନ ବହିବ। ଏନେଇ ଜିଲାପାଳମାନଙ୍କୁ ଚିଠି ଲେଖି ଏସ୍‌ଆରସି ସତର୍କ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri