୨୫ ତାରିଖ ଯାଏ ଝଡ଼ବର୍ଷା, ଆସନ୍ତା ୪ରୁ ୫ଦିନ ମଧ୍ୟରେ…

ଭୁବନେଶ୍ୱର,୨୪ା୩: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେଉଥିବାବେଳେ ଅଧିକାଂଶ ଅଞ୍ଚଳରେ କୋହଲା ପାଗ ଲାଗି ରହିଛି। ମାତ୍ର ଆସନ୍ତା ୪ରୁ ୫ଦିନ ମଧ୍ୟରେ ଦିନ ତାପମାତ୍ରା ୪ରୁ ୬ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି। ରାତି ତାପମାତ୍ରା ମଧ୍ୟ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ।

ଅନ୍ୟପଟେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ସୋମବାର ଉତ୍ତର ଉପକୂଳ ଓ ଦକ୍ଷିଣ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝରଗଡ଼, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ସୋନପୁର, କନ୍ଧମାଳ, ବଲାଙ୍ଗୀର, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ନୂଆପଡ଼ା ଆଦି ଜିଲାରେ ବର୍ଷା ହୋଇପାରେ।

ତେବେ ଭଦ୍ରକ, ବାଲେଶ୍ୱର, ଯାଜପୁର, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ, କେନ୍ଦୁଝରଗଡ଼, ଅନୁଗୋଳ, ଢ଼େଙ୍କାନାଳ ଆଦି ଜିଲାରେ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ୨୫ ତାରିଖରେ ମଧ୍ୟ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବର୍ଷା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri