୧୭ ଜିଲାରେ ଘଡଘଡି ସହ ବର୍ଷା

ଭୁବନେଶ୍ବର,୩।୬: ରାଜ୍ୟର ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁର ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ପ୍ରକାଶ କରାଯାଇଛି।

ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଢେଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲାରେ ବଜ୍ରପାତ ଆଶଙ୍କା ରହିଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ଜୁନ ୪ ଏବଂ ୫ ତାରିଖ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, କୋରାପୁଟ ଓ ମାଲକାନଗିରି ଜିଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହାପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାପନ୍ତରିଆ ଭିତ୍ତିଭୂମି, ପର୍ଯ୍ୟଟକ ନିରାଶ, ଜରାଜୀର୍ଣ୍ଣ ଅବସ୍ଥାରେ…

ଯାଜପୁର,୨୦ା୧୨(ହର୍ଷବର୍ଦ୍ଧନ ବେହେରା): ଏବେ ପିକ୍‌ନିକ୍‌ ଋତୁ। ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ଲାଭ କରିଥିବା ଯାଜପୁର ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ପର୍ଯ୍ୟଟକମାନେ ବୁଲିବାକୁ ଆସୁଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି...

କାର୍‌ରେ ଗଞ୍ଜେଇ ଚାଲାଣ କରୁଥିଲେ ଦମ୍ପତି, ମାଡିବସିଲା ପୋଲିସ, ତା’ପରେ…

ମୋହନା,୨୦।୧୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ନଳାଘାଟ ଗାଁ ନିକଟରେ କାର୍‌ ସହ ୨୬ କିଲୋ ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ...

ବଡ଼ ଧରଣର ଟ୍ରେନ ଦୁର୍ଘଟଣା: ରାଜଧାନୀ ଏକ୍ସପ୍ରେସ ଧକ୍କାରେ ୮ ହାତୀ ମୃତ, ୫ କୋଚ୍..

ନୂଆଦିଲ୍ଲୀ, ୨୦।୧୨:  ଆସାମରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଟ୍ରେନ୍ ନମ୍ବର ୨୦୫୦୭ DN ସାଇରଙ୍ଗ-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ହାତୀ ପଲକୁ ଧକ୍କା...

ପ୍ରତିଦିନ ଓଡ଼ିଶାରୁ ଖଣି ଲୁଟୁଛନ୍ତି

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଡ଼ିଶାର ବିକାଶ ଲାଗି ପ୍ରସ୍ତୁତ କରୁଥିବା ଯୋଜନା ମଧ୍ୟରୁ ମୁଖ୍ୟତଃ ଖଣି ରାଜସ୍ବ ଉପରେ ସର୍ବାଧିକ ନିର୍ଭର କରିଥାଆନ୍ତି।...

ବିଜେଡି ନେତାଙ୍କ ଭୋଜି: ନେତୃତ୍ୱକୁ ବିରୋଧ ଚର୍ଚ୍ଚା…..

ଭୁବନେଶ୍ୱର,୨୦।୧୨(ସୁନିତ୍‌ ମିଶ୍ର):ବିଜେଡିର କେତେଜଣ ପୂର୍ବତନ ବିଧାୟକ ଏବଂ ଗତ ନିର୍ବାଚନରେ ପରାଜିତ ନେତା ଭୁବନେଶ୍ୱର ଉପକଣ୍ଠରେ ଏକାଠି ହୋଇ ଏକ ଭୋଜିର ଆୟୋଜନ କରିଥିଲେ। ଏହି...

ସରକାରଙ୍କ ବଡ଼ ଘୋଷଣା: ପ୍ରତି ବ୍ଲକରେ ଖୋଲିବ…

ଭୁବନେଶ୍ୱର,୨୦ା୧୨ (ସୁଚିସ୍ମିତା ସାହୁ):ଓଡ଼ିଶାରେ ଉଚ୍ଚଶିକ୍ଷାର ବିକାଶକୁ ନେଇ ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ୨୦୩୬ ଓ ୨୦୪୭ରେ ୪ଟି ପ୍ରମୁଖ ମାନଦଣ୍ଡକୁ ସ୍ଥାନିତ କରାଯାଇଛି। ଉଚ୍ଚଶିକ୍ଷା କ୍ଷେତ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri