ଏହିସବୁ ଜିଲାରେ ବଜ୍ରପାତ ସହ କୁଆପଥର ବର୍ଷା ଆଶଙ୍କା

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟର ୮ଟି ଜିଲାରେ ବଜ୍ରପାତ ସହ କୁଆପଥର ବର୍ଷା ହେବା ନେଇ ଶନିବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସନ୍ଧ୍ୟା ୬ରୁ କୋରାପୁଟ, କେନ୍ଦୁଝର, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ମୟୂରଭଞ୍ଜ, ରାୟଗଡ଼ା, ଗଜପତି ଜିଲାରେ କୁଆପଥର ବର୍ଷାର ସମ୍ଭାବନା ରହିଛି। ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ନିରାପଦ ସ୍ଥାନରେ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ଲୋକଙ୍କୁ ସତର୍କ କରାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

ଶିକ୍ଷା ବିଭାଗରେ ଚହଳ! ନାବାଳିକାଙ୍କୁ ଗର୍ଭବତୀ କଲେ ଶିକ୍ଷକ, ଗର୍ଭପାତ ପାଇଁ ଯାଉଥିବାବେଳେ ବାଟରେ…

କିଶ୍ତୱାଡ,୨୧।୮: ଜମ୍ମୁ-କଶ୍ମୀରର କିଶ୍ତୱାଡରେ ୧୪ ବର୍ଷୀୟା ଜଣେ ନାବାଳିକାଙ୍କ ସହ ବଳାତ୍କାର ଅଭିଯୋଗକୁ ନେଇ ହଇଚଇ ସୃଷ୍ଟି ହୋଇଛି। ଅଭିଯୋଗ ଅନୁସାରେ, ବଳାତ୍କାର ଯୋଗୁ ନାବାଳିକା ଗର୍ଭବତୀ…

‘ଏବେ ଆପଣ ମୁଖ୍ୟମନ୍ତ୍ରୀ, ଫିଲ୍ମ ଭଳି ଡାଏଲଗ କୁହନ୍ତୁ ନାହିଁ’: ବିଧାନସଭାରେ CM ବିଜୟଙ୍କୁ ଏମିତି କହିଦେଲେ ଉଦୟନିଧି ଷ୍ଟାଲିନ

ଚେନ୍ନାଇ,୨୧।୮: ତାମିଲନାଡୁରେ ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନ ଶୁକ୍ରବାର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି। ପୂର୍ବତନ DMK ସରକାର ସମୟର କଥିତ…

ନାବାଳକଙ୍କ ନାରକୀୟ କାଣ୍ଡ: ସାମାନ୍ୟ ବଚସାରୁ ବାପ-ପୁଅଙ୍କୁ ମାରିଲେ ଗୁଳି

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ସାମାନ୍ୟ ବଚସାକୁ କେନ୍ଦ୍ର କରି ଜ୍ଯଯଯ ହତ୍ୟାକାଣ୍ଡ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଗୌଡସୁଗୁଡା ଗ୍ରାମରେ ଶୁକ୍ରବାର ସକାଳୁ ଛୁରା ମାଡରେ…

କିନ୍ନର ବେଶ ଯାଇ ପ୍ରଥମେ ପାଣି ଛିଞ୍ଚିଲେ, ଏୟାର ହୋଷ୍ଟେସଙ୍କୁ ଏକା ଦେଖି ଯାହା କଲେ…

ମୁମ୍ବାଇ,୨୧।୮: ମୁମ୍ବାଇର ପୱାଇ ଅଞ୍ଚଳରେ ବଳାତ୍କାର ମାମଲା ସାମ୍ନାକୁ ଆସିଛି। ଟ୍ରାନ୍ସଜେଣ୍ଡର ବେଶ ଧାରଣ କରି ଜଣେ ଏୟାର ହୋଷ୍ଟେସଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଆଶୀର୍ବାଦ…

ଥାନା ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ, ସାଥିରେ ଅଛନ୍ତି ପ୍ରିୟଙ୍କା

ନୂଆଦିଲ୍ଲୀ,୨୧ା୮: ପେଲେଟ୍ ଗନ୍‌ ବ୍ୟବହାରକୁ ନେଇ ପୁଣିଥରେ ସ୍ୱର ଉଠାଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଶୁକ୍ରବାର ସେ ଦିଲ୍ଲୀର ସଂସଦ ମାର୍ଗ ଥାନାରେ ପହଞ୍ଚିବା ସହ…

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି…

ପ୍ରଶାନ୍ତ କିଶୋରଙ୍କ ବଡ଼ ପ୍ରସ୍ତୁତି: ନୀତୀଶ କୁମାରଙ୍କ ପୂର୍ବରୁ ନିଜେ କରିବେ ଏମିତି କାମ, ଦେଶରେ ଚହଳ

ପାଟନା,୨୧।୮: ଜନ ସୁରାଜ ପାର୍ଟିର ପ୍ରତିଷ୍ଠାତା ତଥା ବିଧାୟକ ପ୍ରଶାନ୍ତ କିଶୋର ଏବେ ବିହାରରେ ନିଜ ରାଜନୈତିକ ପ୍ରଭାବ ଆହୁରି ମଜବୁତ କରିବାକୁ ବଡ଼ ପ୍ରସ୍ତୁତି କରୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri