୨୩ ଜିଲାରେ ଝଡ଼ବର୍ଷା ସମ୍ଭାବନା: ୩୦ରୁ ୪୦ କି.ମି. ବେଗରେ ବହିବ ପବନ

ଭୁବନେଶ୍ୱର,୨୬ା୨ :ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଥିବା ଘୂର୍ଣ୍ଣିବଳୟ ୧.୫ କିଲୋମିଟର ପର୍ଯ୍ୟନ୍ତ ଉପରକୁ ବିସ୍ତାରିତ ହୋଇ ରହିଛି। ଏହା ପୂର୍ବଦିଗରେ ଗତି କରି ଧୀରେ ଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବୁଧବାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଗୁରୁବାର ୨୩ ଜିଲାରେ ଝଡ଼ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ଓ୍ବାର୍ନିଂ ଜାରି ହୋଇଥିବା ଜିଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ ଓ ଢେଙ୍କାନାଳ ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ-ସ୍ତ୍ରୀ ମଧ୍ୟରେ ଲାଗିଲା କଳି, ରାଗିକି ସ୍ବାମୀ ନେଲେ ଏମିତି ପଦକ୍ଷେପ

ଦେବଗଡ଼,୨୬ା୨(ଶଶାଙ୍କ ଶେଖର ଝାଙ୍କର):ଦେବଗଡ଼ ଜିଲା ରିଆମାଳ ଥାନା ଅଧୀନ ବରଡାତଇଲା ଗ୍ରାମରେ ସ୍ବାମୀ-ସ୍ତ୍ରୀ ଗଣ୍ଡଗୋଳର କରୁଣ ପରିଣତି ଦେଖିବାକୁ ମିଳିଛି। ଗଣ୍ଡଗୋଳ ପରେ ରାଗିଯାଇ ସ୍ତ୍ରୀ ବାପଘରକୁ…

ତ୍ରିରଙ୍ଗା ପତାକାରେ ନାହିଁ ଅଶୋକ ଚକ୍ର ଚିହ୍ନ: ଖୋଲାଖୋଲି ସମ୍ଭିଧାନ

ଝାରସୁଗୁଡ଼ା,୨୬ା୨(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ରେଳଷ୍ଟେଶନ ପରିସରରେ ଉଡୁଥିବା ତ୍ରିରଙ୍ଗା ପତାକାରେ ଅଶୋକ ଚକ୍ର ଚିହ୍ନ ନାହିଁ। ଏହାକୁ ତୁରନ୍ତ ପରିବର୍ତ୍ତନ କରିବା ଝାରସୁଗୁଡାର ଟିମ୍‌ ସେଭ୍‌ ସଦସ୍ୟମାନେ…

୧୬ ନଂ ଜାତୀୟ ରାଜପଥ ଜାମ୍‌: ଅଟକି ରହିଛି ଶହ ଶହ ଗାଡ଼ି

ଭଦ୍ରକ, ୨୬/୨(ସନାତନ ରାଉତ)- ବୁଧବାର ରାତି ୧୨ଟାରୁ ଜାମ୍‌ ରହିଛି ୧୬ ନଂ ଜାତୀୟ ରାଜପଥ l ଭୁବନେଶ୍ୱରରୁ ବାଲେଶ୍ୱର ବାରିପଦା ଅଭିମୁଖେ ଯାଉଥିବା ଶହ ଶହ…

ବଡ଼ କୀର୍ତ୍ତିମାନ ହାସଲ କଲେ ମୋଦି: ଟ୍ରମ୍ପଙ୍କୁ ପଛରେ ପକାଇ ହେଲେ ନମ୍ବର-୧

ନୂଆଦିଲ୍ଲୀ,୨୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆରେ ଏକ ନୂତନ ରେକର୍ଡ ସ୍ଥାପନ କରିଛନ୍ତି। ସେ ଇନଷ୍ଟାଗ୍ରାମରେ ୧୦୦ ନିୟୁତରୁ ଅଧିକ ଫଲୋଅର୍ସ ଥିବା ପ୍ରଥମ ବିଶ୍ୱ…

ପ୍ରେମିକ ଜେଲ୍‌ରେ, ଘରକୁ ଗଲେ ନବବଧୂ : ବନ୍ଧୁକ ଦେଖାଇ ଅପହରଣ ଘଟଣାରେ ନୂଆମୋଡ

ତରଭା,୨୬ା୨(ମାନଭଞ୍ଜନ ମିଶ୍ର): ସୁବର୍ଣ୍ଣପୁର ଜିଲା ତରଭା ପୋଲିସ ସମ୍ବଲପୁରରୁ ଉଦ୍ଧାର କରିଥିବା ନବବଧୂଙ୍କୁ ବୁଧବାର ତାଙ୍କ ମା’ଙ୍କୁ ହସ୍ତାନ୍ତର କରାଯାଇଛି l ସେ ମା’ଙ୍କ ସହିତ ଘରକୁ…

IND vs ZIM: ଭାରତ ଏକାଦଶରେ ହେବ ବଡ଼ ପରିବର୍ତ୍ତନ, ଅଭିଷେକଙ୍କ ସ୍ଥାନରେ ସାମସନଙ୍କୁ ସୁଯୋଗ …

ନୂଆଦିଲ୍ଲୀ,୨୫।୨: ଜିମ୍ବାୱେ ବିପକ୍ଷ ସୁପର-୮ ମ୍ୟାଚ ପୂର୍ବରୁ ଭାରତୀୟ ଦଳର ରଣନୀତିକୁ ନେଇ ବଡ଼ ସଙ୍କେତ ଦେଇଛନ୍ତି ବ୍ୟାଟିଂ କୋଚସିତାଂଶୁ କୋଟକ। ଖରାପ ଫର୍ମ ଦେଇ ଗତି…

IND VS ZIM: ଭାରତ ଅବସ୍ଥା ଆମ ସହ ସମାନ, ମ୍ୟାଚ୍‌ ପୂର୍ବରୁ ଏଭଳି କହି ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୫।୨: ଟି-୨୦ ବିଶ୍ୱକପ୍ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପୂର୍ବରୁ ଜିମ୍ବାୱେ ଅଲରାଉଣ୍ଡର ରୟାନ ବର୍ଲ ଏକ ବଡ଼ ବୟାନ ଦେଇଛନ୍ତି। ଭାରତୀୟ ମାଟିରେ ଭାରତ ବିରୋଧରେ ଖେଳିବା…

୯ କୋଟି କୃଷକଙ୍କୁ ମାର୍ଚ୍ଚରେ ମିଳିବ ୨୨ତମ କିସ୍ତି! ହେଲେ ଅଟକି ଯାଇପାରେ ଆପଣଙ୍କ ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୨: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ହିତାଧିକାରୀମାନେ ଗତ ତିନି ମାସ ହେବ ୨୨ତମ କିସ୍ତିକୁ ଅପେକ୍ଷା କରିଛନ୍ତି। ସରକାରଙ୍କ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri