ବିରଳ ବଜ୍ରକାପ୍ତା ଜବତ

ପାରଳାଖେମୁଣ୍ଡି,୨୭।୧୧(ଡି.ଏନ୍‌.ଏ) : ଗଜପତି ଜିଲା ଆଦବା ଥାନା ଗୁରୁଜୁଳି ପଞ୍ଚାୟତର ଚିଢାଙ୍ଗପଙ୍ଖା ଗ୍ରାମରୁ ଏକ ବିରଳ ବଜ୍ରକାପ୍ତା ଜବତ କରାଯାଇଛି। ମୋହନା ବନବିଭାଗ ଏବଂ ଅଡବା ପୋଲିସ ଶୁକ୍ରବାର ବିଳମ୍ବିତ ରାତିରେ କୌଣସି ବିଶେଷ ସୂତ୍ରରୁ ଖବର ପାଇ ଚିଢାଙ୍ଗପଙ୍ଖା ଗ୍ରାମରେ ଚଢ଼ାଉ କରିଥିଲେ। ଏକ କାଠ କୋରଡ ଭିତରେ ବଜ୍ରକାପ୍ତା ଟିକୁ ରଖାଯାଇଥିଲା। ତେବେ ସେହି ଉଦ୍ଧାର ବଜ୍ରକାପ୍ତାର ଲମ୍ବ ୪ ଫୁଟ୨ ଇଞ୍ଚ ହୋଇଥିବା ବେଳେ ବୟସ ପ୍ରାୟ ଚାରି ବର୍ଷ ହେବ ବୋଲି ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବଜ୍ରକାପ୍ତା ରଖିଥିବା ଅଭିଯୋଗରେ ଚିଢାଙ୍ଗପଙ୍ଖା ଗ୍ରାମର ଦାଦା ପୁତୁରା ଜାଗା ମାଝୀ ଏବଂ ଏସବ ମାଝୀଙ୍କୁ ଅଟକ ରଖି ତଦନ୍ତ କରାଯାଉଛି। ପାରଳାଖେମୁଣ୍ଡି ଏସିଏଫ୍‌ କେ ଭାସ୍କର ରାଓ ଘଟଣାର ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧାରେ ମହିଳା କୋର୍ଟ ଉଦ୍‌ଘାଟିତ

ଖୋର୍ଦ୍ଧା ଅଫିସ,୨୪।୧୧: ଓଡ଼ିଶାର ପ୍ରଥମ ମହିଳା କୋର୍ଟ ଖୋର୍ଦ୍ଧା ଅଦାଲତ ପରିସରରେ ଶନିବାର ଉଦ୍‌ଘାଟିତ ହୋଇଯାଇଛି। ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ସିନିୟର ଡିଭିଜନ ସିଭିଲ ଜଜ୍‌...

ଗଛରେ ପିଟିହେଲା ଚିପ୍‌ସ ବୋଝେଇ ଟ୍ରକ୍‌

କାମାକ୍ଷାନଗର, ୨୭ା୧୦(ଡି.ଏନ.ଏ.)- ଢେଙ୍କାନାଳ ଜିଲା କଙ୍କଡାହାଡ ଥାନା ତଣ୍ଡିମୁଣ୍ଡା ନିକଟରେ ରବିବାର ସକାଳେ ଏକ ଚିପ୍‌ସ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରକ୍‌ଟି କଙ୍କଡାହାଡ ଆଡୁ...

ରୋଷଘର ଚଟାଣରେ ଲାଗିଲାନି ନୂଆ ପଥର

ପୁରୀ ଅଫିସ,୧୨।୭:ଶ୍ରୀମନ୍ଦିର ମରାମତି ଓ ରୋଷଘର ନୂଆ ଚଟାଣ କାର୍ଯ୍ୟ ଶେଷ ହୋଇପାରିନାହିଁ। ନିର୍ଦ୍ଧାରିତ କାମ ସରି ନ ଥିବାବେଳେ ମଙ୍ଗଳବାର ନୀଳାଦ୍ରି ବିଜେ ହେବାକୁ...

ଦିବ୍ୟାଙ୍ଗକୁଁ ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

ବରପାଲି, ୧୯।୭ (ଡି.ଏନ୍‌.ଏ): ବରପାଲିର ଗୁଟେ ସ୍ବେଚ୍ଛାସେବୀ ଅନୁଷ୍ଠାନ ହେଲ୍ପିଂ ହାର୍ଟର ଅନୁରୋଧ୍‌ରେ ଜିଲା ପରଶାସନ ଦୁଇ ଦିବ୍ୟାଙ୍ଗକୁଁ ସାହାଯ୍‌ର ହାତ୍‌ ବଢ଼େଇଛେ। ବ୍ଲକ ଅଧୀନ...

ପୂର୍ବ ଶତ୍ରୁତାରୁ ଛୁରାମାଡ, ଅଭିଯୁକ୍ତ ଗିରଫ

କୋଦଳା,୧୪ା୯(ଡି.ଏନ.ଏ.): କୋଦଳା ଥାନା ଫାସି ପଞ୍ଚାୟତର ମେଦିନୀପୁର ଗ୍ରାମରେ ପୂର୍ବ ଶତ୍ରୁତାରୁ ଜଣେ ବ୍ୟକ୍ତିଙ୍କୁ ଛୁରାମାଡ଼ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ନଂ. ୨୩୫/୧୯ରେ ମାମଲା...

ପିତୃପକ୍ଷ ଆରମ୍ଭ: ଶ୍ରୀକ୍ଷେତ୍ରକୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟୁଛି

ପୁରୀ ଅଫିସ,୧୪ା୯: ଶନିବାରଠାରୁ ଆରମ୍ଭ ହୋଇଛି ପିତୃପକ୍ଷ। ଏହା ୧୫ ଦିନ ଅର୍ଥାତ୍‌ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଚାଲିବ । ଏହି ୧୫ ଦିନରେ ପିତୃପୁରୁଷଙ୍କ...

ଗଞ୍ଜାମରେ ଦୋକାନୀମାନଙ୍କ ପାଇଁ ନୂଆ ନିୟମ: ରଖିବେ ଗ୍ରାହକଙ୍କ ତଥ୍ୟ; ସାମାଜିକ ଦୂରତା-ମାସ୍କ ବ୍ୟବହାର ନିଶ୍ଚିତ, ନହେଲେ ହେବ ସିଜ୍‌

ଛତ୍ରପୁର, ୧୩।୫(ଡି.ଏନ୍‌.ଏ.)- ରାଜ୍ୟର କରୋନା ଆକ୍ରାନ୍ତ ଜିଲାଗୁଡ଼ିକ ମଧ୍ୟରୁ ଗଞ୍ଜାମରେ ସର୍ବାଧିକ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏବେ ଏହି ସଂଖ୍ୟା ୨୧୦ ରହିଛି। ତେବେ ଜିଲାରେ...

ବ୍ରାହ୍ମଣୀ-ଗୋବରୀ ନଦୀ ସଂଯୋଗୀକରଣ କାମ ଅଧାରୁ ବନ୍ଦ

ପଟ୍ଟମୁଣ୍ଡାଇ,୧୨ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ପ୍ରବାହିତ ୧୬ କି.ମି.ବ୍ୟାପୀ ଗୋବରୀ ନଦୀ କ୍ରମଶଃ ପୋତି ହୋଇପଡୁଛି। ଫଳରେ ଏହି ନଦୀ ଉପରେ ନିର୍ଭର କରୁଥିବା...

Advertisement
Archives

Model This Week