ଆସନ୍ତାକାଲି ଝଡ଼ବର୍ଷା, ୨୦ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ୍‌ ମେ’ ୫ରୁ ରାଜ୍ୟର ଅଧିକାଂଶ ଜିଲାରେ ଝଡ଼ବର୍ଷା ହେବା ସହ କିଛି ସ୍ଥାନରେ କୁଆପଥର ମାଡ଼ ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ରାଜ୍ୟର ବାଲେଶ୍ୱର,ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏସବୁ ଜିଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ଘରୁ ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri