ଥାଇରଏଡ୍‌ର ଘରୋଇ ଉପଚାର

ରକ୍ତରେ ଥାଇରକ୍ସିନ୍‌ର ହରମୋହନର୍‌ ମାତ୍ରା ଆବଶ୍ୟକତାଠାରୁ କମ୍‌ ବେଶି ହେଲେ ଥାଇରଏଡ୍‌ ସମସ୍ୟା ସୃଷ୍ଟି ହୋଇଥାଏ। ଶରୀରରେ ପ୍ରତିରୋଧକ ଶକ୍ତି କମିଗଲେ, ଔଷଧର ସାଇଡ ଇଫେକ୍ଟ, ଖାଦ୍ୟରେ ଆୟୋଡିନର ଅଭାବ, ଗଳା ଫୁଲିବା, ଓଜନ କମିବା, ଅତ୍ୟଧିକ ଝାଳ ବୋହିବା, ଋତୁସ୍ରାବରେ ଅନିୟମିତତା ଓ ହାଲିଆ ଲାଗିବା ଆଦି ସମସ୍ୟା ଦେଖାଯାଏ। ଏଥିପାଇଁ ଡାକ୍ତରଙ୍କ ସହ ପରାମର୍ଶ କରି ଔଷଧ ଖାଆନ୍ତୁ। ତେବେ ଏହାର କେତୋଟି ଘରୋଇ ଉପଚାର ରହିଛି, ଯାହାକୁ ଆପଣେଇପାରନ୍ତି। ତେଜପତ୍ର ମିଶ୍ରିତ ଚା’ ପିଅନ୍ତୁ। ଏହି ଚା’ ଥାଇରଏଡ୍‌ରୁ କେତେକାଂଶରେ ଉପଶମ ଦେଇଥାଏ। ନଡ଼ିଆ ତେଲ ଉଷୁମ କରି କ୍ଷୀର ସହ ଖାଲି ପେଟରେ ଖାଆନ୍ତୁ। ଅଦାରେ ଆଣ୍ଟି-ଇନ୍‌ଫ୍ଲମେଟୋରି ଗୁଣ ଥିବାରୁ ଥାଇରଏଡ୍‌ ବଢ଼ିବାରୁ ରୋକିଥାଏ। ତେଣୁ ପ୍ରତିଦିନ ଅଳ୍ପ ପରିମାଣରେ ଅଦା ଖାଇଲେ ଏଥିରୁ ଆରାମ ମିଳିଥାଏ। ଥଣ୍ଡାଜାତୀୟ ଖାଦ୍ୟ ଖାଆନ୍ତୁ ନାହିଁ କି କୋଲ୍ଡ ଡ୍ରିଙ୍କସ ପିଅନ୍ତୁ ନାହିଁ। ନିଶାଦ୍ରବ୍ୟ ସେବନଠାରୁ ଦୂରେଇ ରୁହନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri