ଥାଇରଏଡ୍‌ ସମସ୍ୟାରେ ପୀଡ଼ିତ କି? ଭୁଲରେ ବି ଖାଆନ୍ତୁ ନାହିଁ ଏହି ୫ ଜିନିଷ; ବଢ଼ିଯିବ…

ଶରୀରରେ ଥାଇରକ୍ସିନ ନାମକ ହରମୋନ୍‌ କ୍ଷରଣ ଅନିୟମିତ ହେଲେ ଲୋକମାନେ ଥାଇରଏଡ୍‌ ସମସ୍ୟାରେ ପୀଡ଼ିତ ହୁଅନ୍ତି। ଅସନ୍ତୁଳିତ ଖାଦ୍ୟପେୟ ଏବଂ ଜୀବନଶୈଳୀ କାରଣରୁ ସବୁଠାରୁ ଅଧିକ ଲୋକ ଏହି ରୋଗଗ୍ରସ୍ତ ହୁଅନ୍ତି। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମୁତାବକ ଏହି ରୋଗ ପୁରୁଷମାନଙ୍କ ତୁଳନାରେ ମହିଳାଙ୍କଠାରେ ଅଧିକ ଦେଖାଯାଏ। ଏକ ରିପୋର୍ଟ ଅନୁଯାୟୀ ଭାରତର ପ୍ରତି ୧୦ଜଣରେ ଜଣେ ବ୍ୟକ୍ତି ଏହି ରୋଗରେ ପୀଡ଼ିତ।

ଏହି ରୋଗରେ ପୀଡ଼ିତ ହେଲେ ଖାଦ୍ୟପେୟ ପ୍ରତି ଯଥେଷ୍ଟ ଧ୍ୟାନ ଦେବା ଉଚିତ। କାରଣ କିଛି ଖାଦ୍ୟ ଏହି ସମସ୍ୟାକୁ ବଢ଼ାଇ ଦେଇଥାଏ। ଏହି କ୍ରମରେ ଥାଇରଏଡ୍‌ ରୋଗୀ କେଉଁ ଜିନିଷ ସେବନ କରିବା ଅନୁଚିତ ଆସନ୍ତୁ ଜାଣିବା…

ପ୍ରୋସେସ୍ଡ ଫୁଡ୍‌: ଥାଇରଏଡ୍‌ ରୋଗୀ ପ୍ରୋସେସ୍ଡ ଫୁଡ୍‌ ସେବନ କରିବା ଅନୁଚିତ। ଏହାଦ୍ୱାରା ଖାଦ୍ୟରେ ଥିବା ସୋଡିୟମ ଅସୁବିଧାରେ ପକାଇଥାଏ।

ଲାଲ ମାଂସ: ଏଥିରେ ସାଚୁରେଟେଡ୍‌ ଫ୍ୟାଟ୍‌ ଏବଂ କୋଲେଷ୍ଟରଲ ଥାଏ। ଏହା ଥାଇରଏଡ ହର୍‌ମୋନକୁ ବୃଦ୍ଧି କରିଥାଏ। ଏଣୁ ରୋଗୀଙ୍କୁ ଲାଲ ମାଂସ ଖାଇବା ଅନୁଚିତ।

ମଦ: ମଦ ସେବନ ଥାଇରଏଡ୍‌ ଗ୍ରନ୍ଥି ଏବଂ ଏହାର ସ୍ତର ଉପରେ ଖରାପ ପ୍ରଭାବ ପକାଇଥାଏ। ଏଣୁ ହେଲ୍ଥ ଏକ୍ସପର୍ଟ ରୋଗୀଙ୍କୁ ମଦ୍ୟପାନ ନ କରିବାକୁ ପରାମର୍ଶ ଦେଇଥାନ୍ତି। ଏହାଛଡ଼ା ରୋଗୀଙ୍କୁ କଫି ଏବଂ ଚା’ ଅଧିକ ସେବନ କରିବା ଅନୁଚିତ।

ସୋୟାବିନ: ଥାଇରଏଡ ରୋଗୀଙ୍କୁ ସୋୟାବିନ୍‌ ଖାଇବା ଅନୁଚିତ।

ଫାଇବର ଥିବା ପନିପରିବା: ଥାଇରଏଡ ରୋଗୀ ପାଳଙ୍ଗ,କୋବି, ବ୍ରୋକୋଲି ଆଦି ସେବନ କରିବା ଅନୁଚିତ।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri