Posted inଜାତୀୟ

ଟିକଟ କନଫର୍ମ, ନିର୍ବାଚନ ପାଇଁ ପ୍ରସ୍ତୁତି କର: ୫୦ ନେତାଙ୍କୁ ଫୋନ୍‌ କଲେ ପ୍ରିୟଙ୍କା…

ନୂଆଦିଲ୍ଲୀ,୨୧।୬: ଉତ୍ତର ପ୍ରଦେଶରେ ୨୦୨୨ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏନେଇ କଂଗ୍ରେସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। କଂଗ୍ରେସ ପକ୍ଷରୁ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା ରାଜ୍ୟର ୫୦ ଜଣ ତୁଙ୍ଗ ନେତାଙ୍କୁ ଫୋନ୍‌ କରି ସେମାନଙ୍କର ଟିକଟ କନଫର୍ମ ଥିବା କହିଛନ୍ତି। ଏହା ସହିତ ନିର୍ବାଚନ ଲାଗି ପ୍ରସ୍ତୁତି କରିବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି। ଚଳିତ ୨୦୨୧ ବର୍ଷ ଅଗଷ୍ଟ ସୁଦ୍ଧା ରାଜ୍ୟରେ ୨୦୦ ଜଣ ପ୍ରାର୍ଥୀଙ୍କ ତାଲିକା ଫାଇନାଲ୍‌ କରିବା ଳାଗି କଂଗ୍ରେସ ପକ୍ଷରୁ ଲକ୍ଷ୍ୟ ରଖାଯାଇଛି। ଏନେଇ ହାଇକମାଣ୍ଡଙ୍କ ନିର୍ଦ୍ଦେଶକ୍ରମେ ପ୍ରଦେଶ ଅଧ୍ୟକ୍ଷ ଅଜୟ କୁମାର ଲଲ୍ଲୁ ବିଭିନ୍ନ ଜୋନ୍‌ରେ ବୈଠକ କରି ପ୍ରାର୍ଥୀ ଚୟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ପ୍ରିୟଙ୍କାଙ୍କ ଫୋନ୍‌କୁ ନେଇ ରାଜ୍ୟ ରାଜନୀତିରେ ବିଧାନସଭା ନିର୍ବାଚନ ପୂର୍ବରୁ ଉଷ୍ଣତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri