Posted inଜାତୀୟ

ଖରାପ ପ୍ରଦର୍ଶନ କରିଥିବା ବିଧାୟକଙ୍କ ଟିକଟ କଟିବ, ନଡ୍ଡା ଦେଲେ ସଙ୍କେତ…

ଆଗ୍ରା,୯।୮: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବେ ଉତ୍ତରପ୍ରଦେଶ ଗସ୍ତରେ ଅଛନ୍ତି। ୨୦୨୨ରେ ରାଜ୍ୟରେ ବିଧାନସଭା ନିର୍ବାଚନ ହେବ। ଏନେଇ ଭାଜପା କର୍ମୀମାନଙ୍କୁ ନଡ୍ଡା ଭଲ ପ୍ରଦର୍ଶନ ନ କଲେ ଟିକଟ କଟିବ ବୋଲି ସଙ୍କେତ ଦେଇଛନ୍ତି। ପ୍ରଦର୍ଶନରେ ସୁଧାର କର ନଚେତ ଟିକଟ କଟିବା ଲାଗି ପ୍ରସ୍ତୁତ ରୁହ ବୋଲି ସାଂଗଠିକ ବୈଠକରେ ନଡ୍ଡା ରୋକଠୋକ୍‌ କହିଛନ୍ତି। ୨୦୨୨ ବିଧାନସଭା ନିର୍ବାଚନରେ ନୂଆ କର୍ମୀଙ୍କୁ ସୁଯୋଗ ଦିଆଯିବ ବୋଲି ନଡ୍ଡା ଚେତାବନୀ ଦେଇଛନ୍ତି। ବୈଠକରେ ଉପସ୍ଥିତ ଥିବା ମୁଖ୍ୟନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦଳର ଉଚ୍ଚ ପଦାଧିକାରୀ ଏବଂ କର୍ମୀଙ୍କୁ ଶ୍ରେଷ୍ଠତମ ପ୍ରସ୍ତୁତି କରିବା ଲାଗି କହିଛନ୍ତି। ଏକଜୁଟ ହୋଇ ଲଢ଼େଇ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ବକ୍ଦିଂରେ ସ୍ବର୍ଣ୍ଣ ଜିତି ଜାତୀୟସ୍ତରକୁ ମନୋନୀତ ହେଲେ ମିକି

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ): ବ୍ରହ୍ମପୁର ମହାତ୍ମା ଗାନ୍ଧୀ ଷ୍ଟାଡିୟମରେ ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଅନୁଷ୍ଠିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ବକ୍ସିଂ ଚାମ୍ପିଅନଶିପ୍‌ରେ ଛତ୍ରପୁର ଅନସ୍ଲୋ…

ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର…

IND vs PAK: ଡେବ୍ୟୁ ମ୍ୟାଚରେ ପାକିସ୍ତାନର ଖେଳ ବିଗାଡ଼ିବେ ବୈଭବ ସୂର୍ଯ୍ୟବଂଶୀ; ଭାରତୀୟ ଦଳର ଏହି ଖେଳାଳି ଅଛନ୍ତି ଆକ୍ସନରେ!

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ଶନିବାର ଦିନଟି ଏପର୍ଯ୍ୟନ୍ତ ସବୁଠାରୁ ରୋମାଞ୍ଚକର ଦିନ ହେବ ବୋଲି ଆଶା କରାଯାଉଛି, କାରଣ ଏହି ଦିନ ଏକ ଉତ୍ତେଜନାପୂର୍ଣ୍ଣ ମୁକାବିଲା…

ରାଜନୀତିରେ ହଲଚଲ: ମମତା ବାନାର୍ଜୀଙ୍କୁ ଖୋଲା ଅଫର ଦେଲା କଂଗ୍ରେସ, କହିଲା-ବାକି ଥିବା ବିଧାୟକ, ସାଂସଦଙ୍କୁ…

ନୂଆଦିଲ୍ଲୀ, ୨।୧୦: ପଶ୍ଚିମବଙ୍ଗ ରାଜନୀତିରେ ନୂଆ ଚର୍ଚ୍ଚା। ତୃଣମୂଳ କଂଗ୍ରେସ (TMC) ମୁଖ୍ୟ ମମତା ବାନାର୍ଜୀଙ୍କୁ କଂଗ୍ରେସକୁ ଫେରିବାକୁ ଖୋଲା ନିମନ୍ତ୍ରଣ ଦେଇଛନ୍ତି କଂଗ୍ରେସ ନେତା ଅଧୀର…

କୁସ୍ତିରେ ବଡ଼ ବିପର୍ଯ୍ୟୟ ଘଟାଇଲେ ମଲ୍ଲଯୋଦ୍ଧା ସୁଜିତ, ଭାରତକୁ ମିଳିଲା ପୁଣି ସ୍ବର୍ଣ୍ଣ

ନାଗୋୟା,୨ା୧୦: ଭାରତୀୟ ମଲ୍ଲଯୋଦ୍ଧା ସୁଜିତ କାଲ୍‌କାଲ୍‌ ୨୦୨୬ ଏସୀୟ କ୍ରୀଡ଼ାରେ ବଡ଼ ବିପର୍ଯ୍ୟୟ ଘଟାଇଛନ୍ତି। ସୁଜିତ ପୁରୁଷ ୬୫ କିଲୋଗ୍ରାମ ଫ୍ରିଷ୍ଟାଇଲ କୁସ୍ତି ବର୍ଗରେ ସ୍ବର୍ଣ୍ଣ ପଦକ…

ବ୍ରିଟିଶ ରାଜ ପରିବାରର ଅତିଥି ହେବେ ସୌରଭ ଗାଙ୍ଗୁଲି; ଆରମ୍ଭ ହେଲାଣି ସଜବାଜ

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ବ୍ରିଟିଶ ରାଜ ପରିବାର ପକ୍ଷରୁ ଏକ ଚାରିଟି ମ୍ୟାଚ (ପରୋପକାରୀ ଉଦ୍ଦେଶ୍ୟରେ ଆୟୋଜିତ ମ୍ୟାଚ) ପାଇଁ…

ଦୀପାବଳି ପୂର୍ବରୁ ଚାଷୀଙ୍କୁ ଉପହାର: ଖାତାକୁ ଆସୁଛି PM କିଷାନର ୨୦୦୦ ଟଙ୍କା; ତୁରନ୍ତୁ କରନ୍ତୁ…

ନୂଆଦିଲ୍‌ଲୀ,୨।୧୦: ଦେଶର କୋଟି କୋଟି ଚାଷୀଙ୍କୁ ଦୀପାବଳି ପୂର୍ୱରୁ ସରକାର ଉପହାର ଦେଇପାରନ୍ତି। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-Kisan) ଯୋଜନାର ୨୪ତମ କିସ୍ତି…

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?