Posted inଜାତୀୟ

ଟିକେଟ ଟଙ୍କା ଫେରାଇବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨।୧୦:ଦେଶରେ କରୋନା ମହାମାରୀ ସଂକ୍ରମଣ ଲାଗି ଲକ୍‌ଡାଉନ୍‌ ଜାରି କରାଯାଇଥିଲା। ଏହି ସମୟରେ ବିମାନ ଯାତ୍ରାକୁ ବାତିଲ କରାଯାଇଥିଲା। ତେବେ ଯାତ୍ରୀଙ୍କ ଟିକେଟ ବୁକିଂ ଟଙ୍କା ଶୀଘ୍ର ଫେରାଇବାକୁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏସମ୍ପର୍କରେ ଏୟାରଲାଇନ୍ସ୍‌ କମ୍ପାନୀଗୁଡ଼ିକୁ ସୂଚିତ କରାଯାଇଛି। ୩ ସପ୍ତାହ ମଧ୍ୟରେ ଟଙ୍କା ଫେରସ୍ତ ଲାଗି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ ପକ୍ଷରୁ ଟଙ୍କା ଫେରସ୍ତ ଲାଗି ଏହି ପ୍ରସ୍ତାବ ଉପସ୍ଥାପିତ କରାଯାଇଥିଲା। ଏହାକୁ ସୁପ୍ରିମ୍‌କୋର୍ଟ ମଞ୍ଜୁର କରିଛନ୍ତି। ସୂଚନାଯୋଗ୍ୟ,ମାର୍ଚ୍ଚ ୨୫ରୁ ମେ ୨୪ ମଧ୍ୟରେ ଯାତ୍ରୀମାନେ ଘରୋଇ ତଥା ଅନ୍ତର୍ଜାତୀୟ ଉଡ଼ାଣ ପାଇଁ ଟିକେଟ ବୁକିଂ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଭାବିଛନ୍ତି କି, ଗୋଟିଏ ମାସରେ ପୂରା ଭାରତର ବିଜୁଳି ବିଲ କେତେ ଆସୁଥିବ?

ଆଜିକାଲି ବଢ଼ୁଥିବା ମହଙ୍ଗା ମାଡ଼ରେ ଘରର ବଜେଟ ସମ୍ଭାଳିବା ବହୁତ କଷ୍ଟକର ହୋଇପଡ଼ିଛି। ଯଦି ପରିବାରରେ କେବଳ ଜଣେ ହିଁ ରୋଜଗାରକ୍ଷମ ବ୍ୟକ୍ତି ଥାଆନ୍ତି, ତେବେ ପ୍ରତି…

ଖୁସି ଖବର ଦେଲେ କିଆରା ଆଡଭାନୀ, ଦେଢ଼ ବର୍ଷ ପରେ ପୁଣି ଥରେ ଶେୟାର କଲେ ଏମିତି ଖବର

ମୁମ୍ବାଇ: ବଲିଉଡର ବିୟୁଟି ଅଭିନେତ୍ରୀ କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମଲହୋତ୍ରାଙ୍କ ଜୀବନରେ ପୁଣିଥରେ ଖୁସିର ଆଗମନ ହୋଇଛି। ଏହି ଦମ୍ପତି ନିଜ ପ୍ରଶଂସକଙ୍କ ସହ ଏକ…

ପ୍ରିୟଙ୍କା-ରାହୁଲଙ୍କ ବିରୋଧରେ FIR; ଲାଗିଲା ଗୁରୁତର ଅଭିଯୋଗ!

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଉଦ୍ଦେଶ୍ୟରେ ଆୟୋଜିତ ଏକ ଶୋଭାଯାତ୍ରା ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଆକାଶବାଣୀ ଭବନରେ…

କେବେ ଭାବି ନ ଥିଲି ଏମିତି ଦିନ ଆସିବ: ଭାବବିହ୍ବଳ ହୋଇପଡ଼ିଲେ ମୋଦି

ନୂଆଦିଲ୍ଲୀ,୭।୧୦: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର…

Chanakya Niti: ଜୀବନରେ ସଫଳତା ପାଇବାକୁ ହେଲେ ମାନନ୍ତୁ ଏହି ୩ ବଡ଼ କଥା…

ଆଚାର୍ଯ୍ୟ ଚାଣକ୍ୟଙ୍କ ‘ଚାଣକ୍ୟ ନୀତି’ରେ ମାନବ ସମାଜ, ବ୍ୟକ୍ତିଗତ ବ୍ୟବହାର, ଏବଂ ଜୀବନରେ ସଫଳତା ପାଇଁ ଅନେକ ବାସ୍ତବିକ ଉପଦେଶ ରହିଛି। ସେଥିମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଲା……

ପ୍ରଥମ T20I ଶତକ ପରେ ମନର କଥା ଖୋଲି କହିଦେଲେ ଶ୍ରେୟସ ଆୟର: କହିଲେ, ଏମିତି ଖେଳିଲେ…

ଲକ୍ଷ୍ନୌ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତୀୟ ଅଧିନାୟକ ଶ୍ରେୟସ ଅୟରଙ୍କ ଧୂଆଁଧାର ଶତକ ବଳରେ ଭାରତ ୮ ଉଇକେଟ୍‌ରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର…

RBIର ବଡ଼ ଝଟକା: ୪ ବର୍ଷ ପରେ ବୃଦ୍ଧି ପାଇଲା ରେପୋ ରେଟ, ଜାଣନ୍ତୁ କେତେ ବଢ଼ିବ EMI

ନୂଆଦିଲ୍ଲୀ,୭।୧୦: ଅକ୍ଟୋବର ୨୦୨୬ରେ ଅନୁଷ୍ଠିତ ମୁଦ୍ରା ନୀତି କମିଟି (MPC) ବୈଠକରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ରେପୋ ହାରକୁ ୨୫ ବେସିସ ପଏଣ୍ଟ (୦.୨୫%) ବୃଦ୍ଧି…

ତୁଳା ରାଶିରେ ସୂର୍ଯ୍ୟଙ୍କ ଚଳନ: ଅକ୍ଟୋବର ୧୭ରୁ ସତର୍କ ରୁହନ୍ତୁ ୩ ରାଶି! ପାଖରୁ ଚାଲିଯିବ ସବୁଟଙ୍କା

ତୁଳା ରାଶି ହେଉଛି ସୂର୍ଯ୍ୟ ଗ୍ରହଙ୍କ ନୀଚ ରାଶି। ସୂର୍ଯ୍ୟ ତୁଳାରେ ନୀଚ ହୋଇଥାନ୍ତି। ଏଭଳି ସ୍ଥିତିରେ ସୂର୍ଯ୍ୟଙ୍କର ଅନେକ ରାଶି ଉପରେ ଅଶୁଭ ପ୍ରଭାବ ପଡ଼ିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?