Posted inଖେଳ

କେବଳ ଅନ୍‌ଲାଇନ୍‌ରେ ଟିକେଟ ବିକ୍ରି

ଭୁବନେଶ୍ୱର, ୨୮ା୧୨ (ସ୍ପୋଟର୍‌ସ ବ୍ୟୁରୋ): ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ପୂର୍ବରୁ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଉଦ୍‌ଘାଟନୀ ସମାରୋହ ପାଇଁ ବୁଧବାରଠାରୁ ଟିକେଟ ବିକ୍ରି ଆରମ୍ଭ ହେବ। କେବଳ ଅନ୍‌ଲାଇନରେ ଏହି ଟିକେଟ ଉପଲବ୍ଧ ଥିବା ବେଳେ ବୁଧବାର ଅପରାହ୍ନ ୧୨ଟାରୁ ଟିକେଟ ବିକ୍ରି ଆରମ୍ଭ ହେବ। ଅନ୍‌ଲାଇନ୍‌ ପ୍ଲାଟ୍‌ଫର୍ମ ପେଟିଏମ୍‌ ଇନ୍‌ସାଇଡରରେ ଏହି ଇଭେଣ୍ଟର ଟିକେଟ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ୟୁରୋପିଆନ୍‌ ଓପନ୍‌ ଚାମ୍ପିୟନ ମୁରେଙ୍କ ମାନ୍ୟତା ବୃଦ୍ଧି

ପ୍ୟାରିସ୍‌, ୨୨।୧୦(ଏଏଫ୍‌ପି)- ବିଶ୍ୱର ପୂର୍ବତନ ଏକ ନମ୍ବର ଖେଳାଳି ଆଣ୍ଡି ମୁରେ ୟୁରୋପିଆନ୍‌ ଓପନ୍‌ ଟାଇଟଲ୍‌ ଜିତିଛନ୍ତି। ଫାଇନାଲରେ ମୁରେ ୩-୬, ୬-୪, ୬-୪ ସେଟ୍‌ରେ...

କୋହଲିଙ୍କୁ ନୁହେଁ, ରୋହିତଙ୍କୁ ଅଧିନାୟକ ଦାୟିତ୍ୱ ଦିଆଯାଉ: ଡବ୍ଲୁଟିସି ଫାଇନାଲ ହାରିବା ପରେ…

ନୂଆଦିଲ୍ଲୀ,୨୭।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲୁଟିସି) ଫାଇନାଲରେ ଭାରତର ପରାଜୟ ପରେ ବିରାଟ କୋହଲିଙ୍କ ଅଧିନାୟକତ୍ୱକୁ ନେଇ ପୁଣି ଥରେ ପ୍ରଶବାଚୀ ସୃଷ୍ଟି ହୋଇଛି। ଅନେକ ପୂର୍ବତନ...

କରୋନାଭାଇରସ୍‌ ଆତଙ୍କ: ଚାଇନିଜ୍‌ ଗ୍ରାଁ ପ୍ରି ଘୁଞ୍ଚିଲା

ପ୍ୟାରିସ୍‌,୧୩।୨(ଏଏଫ୍‌ପି)- କରୋନାଭାଇରସ୍‌ର ଆତଙ୍କ ଏବେ କ୍ରୀଡ଼ାକୁ ମଧ୍ୟ ପ୍ରଭାବିତ କରିଛି। ଏପ୍ରିଲ ୧୯ ତାରିଖରୁ ଆରମ୍ଭ ହେବାକୁ ଥିବା ଚାଇନିଜ ଗ୍ରାଁ ପ୍ରିକୁ ଏଥିପାଇଁ ଘୁଞ୍ଚାଇ...

ଧୋନୀଙ୍କ ୫ ବର୍ଷର ଝିଅକୁ ମିଳିଲା ବଳାତ୍କାର ଧମକ

ଭାରତରେ କ୍ରିକେଟ ଏକ ଲୋକପ୍ରିୟ ଖେଳ। ବର୍ତ୍ତମାନ ୟୁଏଇରେ ଆଇପିଏଲ୍‌ର ୧୩ତମ ସଂସ୍କରଣ ଖେଳ ଚାଲିଛି। ଚଳିତ ସିଜିନ୍‌ରେ ଚେନ୍ନାଇ ସୁପର କିଙ୍ଗସ୍‌ ନୈରାଶ୍ୟଜନକ ଖେଳ...

ମୋତେ ଦରକାର ନାହିଁ, ମୋ କୋଚ୍‌ଙ୍କୁ ସମ୍ମାନ ଦିଅ: ଅମିତ୍‌ ପଙ୍ଘାଲ

ନୂଅଦିଲ୍ଲୀ,୨୨।୯(ପି.ଟି.): ମୋତେ କୌଣସି ବ୍ୟକ୍ତିଗତ ସମ୍ମାନ କିମ୍ବା ପୁରସ୍କାର ଦରକାର ନାହିଁ। କିନ୍ତୁ ମୋ କୋଚ୍‌ ଅନିଲ ଧାଙ୍କରଙ୍କୁ ଦ୍ରୋଣାଚାର୍ଯ୍ୟ ପୁରସ୍କାରରେ ସମ୍ମାନିତ କରାଯାଉ ବୋଲି...

ଆଡିଲେଡ୍‌ ଟେଷ୍ଟରେ ବିରାଟବାହିନୀର ଶୋଚନୀୟ ପରାଜୟ

ଆଡିଲେଡ୍‌,୧୯।୧୨: ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଦିବାରାତ୍ର ଟେଷ୍ଟରେ ଶୋଚନୀୟ ପରାଜୟ ହାସଲ କରିଛି ଭାରତୀୟ ଦଳ। ଶନିବାର ମ୍ୟାଚ୍‌ର ତୃତୀୟ ଦିନରେ ମାତ୍ର ୯୦ ମିନିଟ୍‌...

ହକି ଖେଳାଳିଙ୍କ ପାଇଁ ବେସିକ୍‌ କୋଚିଂ

ନୂଆଦିଲ୍ଲୀ, ୧୦ା୫- କରୋନା ଭାଇରସ୍‌ ସଂକ୍ରମଣ ପ୍ରଭାବରୁ ଲକଡାଉନ କଟକଣା ଥିବାରୁ ଖେଳ ସମ୍ଭବ ହେଉନାହିଁ। ତେଣୁ ସିନିୟର ସମ୍ଭାବ୍ୟ କୋର୍‌ ଖେଳାଳିଙ୍କ ପାଇଁ ହକି...

ମା’ ଚାକରାଣୀ, ବାପା ମାଳି; ପୁଅ ସବୁଠୁ ଧନୀ ଫୁଟବଲ ଖେଳାଳି

ଯେତେବେଳେ ବି ଫୁଟବଲ ଖେଳାଳିଙ୍କ କଥା ଆସେ ସର୍ବପ୍ରଥମେ ୩ଟି ନାମ ସାମ୍ନାକୁ ଆସିଥାଏ। ତାହା ହେଲା କ୍ରିଷ୍ଟିଆନୋ ରୋନାଲ୍‌ଡୋ, ମେସି ଏବଂ ନେମାର ଜୁନିୟର।...

Advertisement
Archives

Model This Week