ଯବାନଙ୍କ ହାତରେ ରାଖୀ ବାନ୍ଧିଲେ ବିଭିନ୍ନ ଅନୁଷ୍ଠାନର ସଦସ୍ୟ

ମାଲକାନଗିରି,୩୦ା୮(ନୃସିଂହ ଚରଣ ମହାନ୍ତି): ଭଉଣୀ ହାତରୁ ରାଖୀ ବାନ୍ଧିବା ପାଇଁ ଆଜି ଦିନରେ ଭାଇ ଚାହିଁ ରହିଥାନ୍ତି। କିନ୍ତୁ ଦେଶ ମାତୃକାକୁ ସୁରକ୍ଷା ଦେବାକୁ ଯେଉଁ ଯବାନ ଭାଇ କର୍ତ୍ତବ୍ୟରତ ସେହି ଯବାନଙ୍କ ଭଉଣୀ ଭାଇଙ୍କୁ ଅନାଇ ଲୁହ ଗଡ଼ାଉଥିବା ବେଳେ ଏଠାରେ ଯବାନମାନେ ଭଉଣୀଙ୍କୁ ବହୁତ ମନେ ପକାନ୍ତି। ଏହି ଯବାନମାନଙ୍କୁ ଆଜି ମାଲକାନଗିରିର ବିଭିନ୍ନ ଅନୁଷ୍ଠାନ ତଥା ଡ୍ରିମ୍‌ ଡ୍ୟାନ୍ସ ଏକାଡେମୀ, ଓଁ ଶାନ୍ତି, ମାଟିଲଗ୍ନା ସାହିତ୍ୟ ସଂସଦ ଭଳି ବିଭିନ୍ନ ଅନୁଷ୍ଠାନର କୁନି କୁନି ପିଲା ଓ ଭଉଣୀମାନେ ମାଲକାନଗିରି ସଦର ମହକୁମାରେ ଥିବା ବିଏସ୍‌ଏଫ୍‌ କ୍ୟାମ୍ପ ମୁଖ୍ୟ କାର୍ଯ୍ୟାଳୟର ସେକେଣ୍ଡ ବାଟାଲିଆନକୁ ଯାଇଥିଲେ। ସେଠାରେ ଯବାନମାନଙ୍କ ତରଫରୁ ଅତି ସୁନ୍ଦର ଭାବରେ ସାଜସଜ୍ଜା କରି ସମସ୍ତଙ୍କୁ ପାଛୋଟି ନେଇ ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ହୋଇଥିଲା। ଯବାନମାନଙ୍କୁ ସମସ୍ତେ ରାଖୀ ବାନ୍ଧିଥିଲେ। ଯବାନମାନେ ଆଜି ରାଖୀ ବାନ୍ଧି ଖୁସି ଜାହିର କରିଥିଲେ। ରାଖୀ ବାନ୍ଧିବାକୁ ଆସିଥିବା ସମସ୍ତ ଭଉଣୀଙ୍କୁ ଯବାନମାନେ ମିଠା ଖୁଆଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ସେପ୍ଟେମ୍ୱର ୧୭ରେ ବଦଳିବ ବୁଧଙ୍କ ଚଳନ, ୪ ରାଶିର ଭାଗ୍ୟ ଚମକିବ, ଆଲମାରୀରେ ଭର୍ତ୍ତି ହୋଇଯିବ ଟଙ୍କା!

୨୦୨୬ ମସିହା ସେପ୍ଟେମ୍ୱର ୧୭ ତାରିଖରେ ବିଶ୍ୱକର୍ମା ପୂଜା ପାଳନ କରାଯିବ। ଏହି ଦିନ ବୁଧ ଗ୍ରହ ନିଜର ଦିଗ ପରିବର୍ତ୍ତନ କରୁଛନ୍ତି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ,…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

ସାକ୍ଷୀଗୋପାଳରେ ଆଜିବି ବଞ୍ଚିଛି ଶହ ଶହ ବର୍ଷର ନଡ଼ିଆ ଲଢ଼େଇ ପରମ୍ପରା, ଗହ୍ମାପୂର୍ଣ୍ଣମୀରେ…

ସାକ୍ଷୀଗୋପାଳ, ୨୭।୮ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ଅଞ୍ଚଳରେ ନଡିଆ ଲଢେଇ ପ୍ରତିଯୋଗିତା ଏକ ନିଆରା ପରମ୍ପରା ଭାବରେ ଶହ ଶହ ବର୍ଷ…

ଶାଶୁ, ନଣଦେଇଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବିଧବା ମହିଳା

ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଜଣେ ବିଧବା ମହିଳା ନିଜ ଶାଶୁ ଓ ନଣଦେଇଙ୍କ ନାଁରେ ଯୌତୁକ ଏବଂ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଛତ୍ରପୁର ଥାନାରେ ଏକ ଲିଖିତ…

ଅଲ୍‌ ଓଡ଼ିଶା ଲିଲି କପ୍‌ ବାସ୍କେଟବଲ୍‌ ଟୁର୍ଣ୍ଣାମେଣ୍ଟ: ଏମ୍‌-୩ ପାନ୍ଥର୍ସ କଟକ ଚମ୍ପିୟାନ

କଟକ ସଦର,୨୭।୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଲିଲି ଇଣ୍ଟରନ୍ୟାଶନାଲ ସ୍କୁଲ ପରିସରରେ ‘ଅଲ ଓଡ଼ିଶା ଲିଲି କପ୍‌’ ବାସ୍କେଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri