୧୦୦ କୋଟି ଟାର୍ଗେଟ୍‌ ନେଇ ଆସୁଛି ‘ଟାଇଗର-୩’

ମୁମ୍ବାଇ: ସଲମାନ ଖାନଙ୍କ ଫିଲ୍ମ ପ୍ରଶଂସକଙ୍କ ମଧ୍ୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥାଏ। ସେ ଆକ୍ସନ ହେଉ କିମ୍ବା ରୋମାଣ୍ଟିକ। ତାଙ୍କୁ ପ୍ରତ୍ୟେକ ଚରିତ୍ରରେ ଦର୍ଶକେ ପସନ୍ଦ କରିଥାନ୍ତି। ଚଳିତ ବର୍ଷ ମୁକ୍ତିଲାଭ କରିଥିବା ‘କିସି କା ଭାଇ କିସି କି ଜାନ’ରେ କିଛି ବିଶେଷ କରିପାରି ନ ଥିଲେ କିନ୍ତୁ ଏହା ଟାଇଗର ଫର୍ମ ଆକାରରେ ପ୍ରଶଂସକଙ୍କ ପାଇଁ ଏକ ବଡ଼ ମନୋରଞ୍ଜନ ପ୍ୟାକେଜ ଆଣିବାକୁ ଯାଉଛି। ଫିଲ୍ମ ରିଲିଜ ପୂର୍ବରୁ ମଧ୍ୟ ଆଶ୍ଚର୍ଯ୍ୟଜନକ ପ୍ରତିକ୍ରିୟା ମିଳୁଛି।

‘ପଠାନ’ ଏବଂ ‘ଜଓ୍ବାନ’ ଭଳି ବ୍ଲକବଷ୍ଟର ଫିଲ୍ମ ପରେ ଲୋକଙ୍କ ନଜର ଏବେ ‘ଟାଇଗର-୩’ ଉପରେ ରହିଛି। ସଲମାନ ପୁଣି ଥରେ ଏକ ଦମ୍‌ଦାର ଭୂମିକାରେ ନଜର ଆସିବେ। କ୍ୟାଟ୍ରିନା କୈଫ୍‌ଙ୍କ ସହ ତାଙ୍କର ସିଜଲିଂ କେମିଷ୍ଟ୍ରିର ଝଲକ ପାଇବାକୁ ଦର୍ଶକେ ପାଗଳ। ଟ୍ରେଲର ଦେଖିବା ପରେ ଏହା ସ୍ପଷ୍ଟ ହୋଇଛି ଯେ, ଏଥର ଫିଲ୍ମରେ ପୂର୍ବ ଅପେକ୍ଷା ଦୁଇଗୁଣ ଆକ୍ସନ ଦୃଶ୍ୟ ରହିବ ଏବଂ ‘ଟାଇଗର ଏବଂ ଜୋୟାଙ୍କ ପରବର୍ତ୍ତୀ କାହାଣୀ ଦେଖିବାକୁ ମିଳିବ। ଓପନିଂ ଡେ’ରୁ ୧୦୦ କୋଟି ଟଙ୍କାର ବ୍ୟବସାୟ କରିବ ବୋଲି ଆଶା ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଛୁଇଁବ ବାତ୍ୟାର ବାହ୍ୟ ବଳୟ: ୧୪ ମିଟର ଉଚ୍ଚକୁ ଉଠିବ ସମୁଦ୍ର ଢେଉ, ୭୦ କି.ମି. ବେଗରେ…

ଭୁବନେଶ୍ୱର, ୧୭ା୧୧ (ବନ୍ଦନା ସେଠୀ) – ବଙ୍ଗୋପସାଗରରେ ଅତି ମନ୍ଥର ଗତିରେ ଘଣ୍ଟା ପ୍ରତି ୩ କି.ମି. ବେଗରେ ଆଗକୁ ବଢ଼ୁଛି ବାତ୍ୟା ‘ଅକ୍ୱାନ’। ବୁଧବାର ଏହା…

୨୫ ବର୍ଷ ପରେ କରିନା-ହ୍ରିତିକଙ୍କ କମବ୍ୟାକ୍! କରଣ ଜୋହରଙ୍କ ଭିଡ଼ିଓ ପରେ…

ମୁମ୍ବାଇ: ବଲିଉଡରେ ବିଶିଷ୍ଟ ନିର୍ଦ୍ଦେଶକ କରଣ ଜୋହର ଏପରି ଅନେକ ଯୋଡ଼ିକୁ ପରଦାକୁ ଆଣିଛନ୍ତି, ଯେଉଁମାନେ ଆଜି ମଧ୍ୟ ଦର୍ଶକଙ୍କର ଅତି ପ୍ରିୟ। ଏହିପରି ଏକ ଯୋଡ଼ି…

ହାଇଆଲର୍ଟରେ ଗଞ୍ଜାମ ପ୍ରଶାସନ: ୩ ଦିନ ପାଇଁ ସମସ୍ତ ସମୁଦ୍ର ବେଳାଭୂମି ମନା, ୧୧୩୯ ଆଶ୍ରୟସ୍ଥଳୀ ପ୍ରସ୍ତୁତ, ସୁରକ୍ଷିତ ସ୍ଥାନକୁ…

ଛତ୍ରପୁର, ୧୭।୧୧ (ଦିଲୀପ ସାମଲ): ବାତ୍ୟା ‘ଅକ୍ୱାନ’ ଓ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଓ ସତର୍କତାମୂଳକ…

MS Dhoni: କାହିଁକି ଧୋନୀଙ୍କୁ କିଣିପାରି ନ ଥିଲେ ମୁମ୍ବାଇ ଓ ଆରସିବି? କେତେ ଥିଲା ମାହିଙ୍କ ପ୍ରଥମ ଆଇପିଏଲ୍ ଦରମା?ଜାଣନ୍ତୁ …

ନୂଆଦିଲ୍ଲୀ,୧୭।୧୧: ଭାରତୀୟ କ୍ରିକେଟ୍‌ର ସବୁଠାରୁ ସଫଳ ଏବଂ ମହାନ ଅଧିନାୟକମାନଙ୍କ ମଧ୍ୟରୁ ଅନ୍ୟତମ ମହେନ୍ଦ୍ର ସିଂହ ଧୋନୀ ଆଇପିଏଲ୍ (IPL) ରୁ ମଧ୍ୟ ନିଜର ଅବସର ଘୋଷଣା…

ସନ୍ୟାସକୁ ନେଇ ଭାବୁକ ହେଲେ ଧୋନୀ, ସୋସିଆଲ ମିଡିଆରେ ଭିଡିଓ ଛାଡି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୭।୧୧: ଚେନ୍ନାଇ ସୁପର କିଙ୍ଗ୍ସ, ମହାନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସନ୍ନ୍ୟାସର ଘୋଷଣା କରିସାରିଥିଲା। ଯାହାପରେ ସମସ୍ତେ ଧୋନୀଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ଅପେକ୍ଷା କରି…

ପ୍ରଶଂସକଙ୍କୁ ବଡ଼ ଝଟ୍‌କା: IPLରୁ ଅବସର ଘୋଷଣା କଲେ ଧୋନୀ, ମିଳିଲା ନୂଆ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୧୧: ଏମଏସ ଧୋନୀ IPLରୁ ଅବସର ଘୋଷଣା କରିଛନ୍ତି। ସେ ଏବେ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ମେଣ୍ଟର ହୋଇଛନ୍ତି। ଧୋନୀ IPLରୁ ଅବସର ନେବା ସହ…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ପଞ୍ଚୁ, ହଠାତ୍‌ ଖସିଗଲା ଗୋଡ଼: ଆଉ ତା’ପରେ…

ଭଞ୍ଜନଗର, ୧୭।୧୧ (ବାବୁଲା ପ୍ରଧାନ): ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଜଣେ ୭୦ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଃଖଦ ଘଟଣା ଘଟିଛି ଗଞ୍ଜାମ ଜିଲା…

ସରକାରୀ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବଢିଲା ମହଙ୍ଗା ଭତ୍ତା, ଜାଣନ୍ତୁ କେତେ…

ଭୁବନେଶ୍ୱର, ୧୭।୧୧: ରାଜ୍ୟ ସରକାର ନେଲେ ବଡ଼ ନିଷ୍ପତ୍ତି । ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି ହୋଇଛି। ସମୁଦାୟ ମହଙ୍ଗା ଭତ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?