ବୁଲେଟ୍‌ ଟ୍ରେନ୍‌ ପରି ମାଡ଼ି ଚାଲିଛି ଟାଇଗର-୩, ବର୍ତ୍ତମାନ ସୁଦ୍ଧା ଆୟ କଲାଣି ଏତିକି କୋଟି…

ମୁମ୍ବାଇ: ସଲମାନ ଖାନ୍‌ଙ୍କ ଅଭିନୀତ ଟାଇଗର-୩ ବକ୍ସ ଅଫିସରେ ବୁଲେଟ୍‌ ଟ୍ରେନ୍‌ ବେଗରେ ଆଗକୁ ମାଡ଼ିଚାଲିଛି। ଆର୍‌ଏଡବ୍ଲ୍ୟୁ ଏଜେଣ୍ଟ ଅବିନାଶ ସିଂ ରାଠୋର ଓରଫ୍‌ ଟାଇଗର ଭାବରେ ପରଦାକୁ ଫେରିଥିବା ସଲମାନ ପୁଣି ଥରେ ତାଙ୍କ ପ୍ରଶଂସକଙ୍କ ହୃଦୟ ଜିତିବାରେ ସଫଳ ହୋଇଛନ୍ତି।

ସଲମାନ ଏବଂ କ୍ୟାଟ୍ରିନାଙ୍କ ଏହି ଫିଲ୍ମ ଭାରତରେ ଯେତେ ବ୍ୟବସାୟ କରୁଛି, ଏହି ଫିଲ୍ମ ବିଦେଶରେ ଦୁଇଗୁଣ ଅଧିକ ରୋଜଗାର କରୁଛି। ବୁଧବାର ଦିନିକିଆ କ୍ରିକେଟ ବିଶ୍ୱକପ୍‌ ୨୦୨୩ ଇଣ୍ଡିଆ ବନାମ ନ୍ୟୁଜିଲାଣ୍ଡର ସେମିଫାଇନାଲ ଯୋଗୁ ଏହି ଫିଲ୍ମର ରୋଜଗାର ନିଶ୍ଚିତ ଭାବେ ପ୍ରଭାବିତ ହୋଇଥିଲା। କିନ୍ତୁ ଏହା ସତ୍ତ୍ୱେ ଏହି ଫିଲ୍ମ ସାରା ବିଶ୍ୱରେ ୩୦୦ କୋଟି ଟଙ୍କା ରୋଜଗାରର ନିକଟତର ହୋଇଛି।

ମନୀଷ ଶର୍ମାଙ୍କ ନିର୍ଦ୍ଦେଶିତ ଟାଇଗର-୩ ପୁଣି ଥରେ ସଲମାନଙ୍କ କ୍ୟାରିୟରକୁ ଫେରାଇ ଆଣିବାରେ ସଫଳ ହୋଇଛି। ଶାହାରୁଖ ଖାନଙ୍କ ଯବାନ ଏବଂ ପଠାନଙ୍କ ପରେ ବର୍ତ୍ତମାନ ସଲମାନଙ୍କ ଏହି ଫିଲ୍ମ ଦିନକୁ ଦିନ ଭଲ ରୋଜଗାର କରୁଛି। ବର୍ତ୍ତମାନ ସୁଦ୍ଧା ଏହା ଟାଇଗର-୩ ୨୪୦ କୋଟି ଟଙ୍କା ବ୍ୟବସାୟ କରିସାରିଛି।

ଏକ ରିପୋର୍ଟ ଅନୁଯାୟୀ, ଟାଇଗର-୩ ଚାରି ଦିନ ମଧ୍ୟରେ ସାରା ବିଶ୍ୱରେ ପ୍ରାୟ ୨୭୦.୫୫କୋଟି ଟଙ୍କା ଆୟ କରିଛି। ଏହି ଫିଲ୍ମ ବୁଧବାର ସାରା ବିଶ୍ୱରେ ପ୍ରାୟ ୩୦ କୋଟି ଟଙ୍କା ରୋଜଗାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯେତେ ଲଢିବା କଥା ଲଢନ୍ତୁ ଇରାନ, ଇସ୍ରାଏଲ, ଆମେରିକା: ଏଥିରୁ ରକ୍ଷା ପାଇବାର ରାସ୍ତା ପାଇଗଲା ଭାରତ

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ଦେଶରେ ଗ୍ୟାସ ଅଭାବ ମଧ୍ୟରେ, ନୂଆଦିଲ୍ଲୀ ନିରନ୍ତର ପଦକ୍ଷେପ ନେଉଛି। ଆର୍ଥିକ ସଙ୍କଟର ଆଶଙ୍କା ମଧ୍ୟରେ ନରେନ୍ଦ୍ର ମୋଦି…

ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…

ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

ଆଉ ଅଭାବ ହେବନି ଗ୍ୟାସ! ଗୋଟିଏ ଘଣ୍ଟା ମଧ୍ୟରେ ଏଲପିଜି ନେଇ ଭାରତରେ ପହଞ୍ଚିବ ‘ଶିବାଲିକ’, ଜାଣନ୍ତୁ ଶିବାଲିକ କ’ଣ….

ନୂଆଦିଲ୍ଲୀ,୧୬।୩: ଉପସାଗରୀୟ ଅଞ୍ଚଳରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯୋଗୁ ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ମାର୍ଗଗୁଡ଼ିକ ଚାପରେ ପଡ଼ିଛି। ହର୍ମୁଜ ପ୍ରଣାଳୀ…

କୂଅରେ ପଡିଛି ଯୁବକଙ୍କ ମୃତଦେହ: କୁକୁର ଧରି ପହଞ୍ଚିଲେ ସାଇଣ୍ଟିଫିକ୍‌ ଟିମ୍‌

ଗଞ୍ଜାମ,୧୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ନିକଟସ୍ଥ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।  ରବିବାର କୂଅରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri