କୋକସରା,୧୫।୧: କିଛିଦିନ ତଳେ ଆମପାଣି ଘାଟିରେ କଲରାପତରିଆ ବାଘ ବୁଲୁୁଥିବା କିଛି ଯୁବକ ଦେଖିବାକୁ ପାଇଥିଲେ। ଏହି ଖବର ପ୍ରଚାରିତ ହେବା ପରେ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ହେଲେ ଘଟଣା ସମ୍ପର୍କରେ କିଛି ସ୍ପଷ୍ଟ କରି ନ ଥିଲା ବନ ବିଭାଗ। ଗୁରୁବାର ରାତିରେ ଆମପାଣି ଥାନା ପରିସରରେ ୨ଟି ବାଘ ଛୁଆ ବୁଲୁଥିବା ସିସି ଟିଭିରେ ଦେଖିବାକୁ ମିଳିଛି। ଦୁଇ ଛୁଆ ବାଘଙ୍କ ସହିତ ତାଙ୍କ ମା’ ଥିବା ଅନୁମାନ କରାଯାଉଛି। ଏ ନେଇ ଅଞ୍ଚଳରେ ଭୟର ବାତାବରଣ ଖେଳି ଯାଇଛି। ଖବର ପାଇ ବନ ବିଭାଗର ଏକ ଟିମ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ସମ୍ପର୍କରେ ଆମପାଣି ଥାନା ଅଧିକାରୀଣୀ ପୁଷ୍ପାଞ୍ଜଳି ନିଙ୍ଗିଙ୍କୁ ପଚାରିବାରୁ ଘଟଣାକୁ ସ୍ବୀକାର କରିଛନ୍ତି। ତେବେ ସିସି ଟିଭି ଫୁଟେଜରୁ କିଛି ସ୍ପଷ୍ଟ ସୂଚନା ମିଳୁ ନ ଥିବାରୁ ପାଦ ଚିହ୍ନକୁ ଭିତ୍ତି କରି ତଦନ୍ତ ଚାଳିଛି ବୋଲି ଆମପାଣି ବନପାଳ ଜଗନ୍ନାଥ ନାଗ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଶିକ୍ଷାରେ ସଂରକ୍ଷଣ ଦେବାକୁ କିଏ ମନା କରିଛି: ଭାଜପା

ଭୁବନେଶ୍ୱର,୨୫ା୧(ବ୍ୟୁରୋ): ସବୁ ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ଓବିସିଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା ରହିଥିବାବେଳେ ଓଡ଼ିଶାରେ ତାହା ଦିଆଯାଉନାହିଁ। ଡାକ୍ତରୀ ଶିକ୍ଷାରେ ପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ...

‘ପ୍ରସ୍ତୁତ ହୋଇନି ଲିଙ୍ଗରାଜ ମନ୍ଦିର ବାଇ-ଲ’ ଡ୍ରାଫ୍ଟ’

ଭୁବନେଶ୍ୱର,୧୬।୨(ବ୍ୟୁରୋ): ଏକାମ୍ର କ୍ଷେତ୍ରର ଲିଙ୍ଗରାଜ ମନ୍ଦିର ଉପରୁ ବାଇ-ଲ’ ପ୍ରତ୍ୟାହାର ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ଏହି ପ୍ରସଙ୍ଗରେ ବିଜେଡି ଓ କଂଗ୍ରେସ ବାରମ୍ବାର...

ଦୋଳ ମହୋତ୍ସବ: ବିମାନରେ ବୁଲିଲେ ରାଧାକୃଷ୍ଣଙ୍କ ଯୁଗଳ ମୂର୍ତ୍ତି

ବଲାଙ୍ଗୀର ଅଫିସ, ୮।୩: ବଲାଙ୍ଗୀର ପୌରାଞ୍ଚଳ ଯାଦବ ସମାଜ ପକ୍ଷରୁ ୨୭ତମ ଦୋଳ ମହୋତ୍ସବ ଅନୁଷ୍ଠିତ ହୋଇଛି। ମହୋତ୍ସବ ପାଳନ ଅବସରରେ ସ୍ଥାନୀୟ ଯାଦବ ଭବନଠାରୁ...

ଗୁପ୍ତେଶ୍ୱର ପୀଠର ହେବ ରୂପାନ୍ତର: ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/କୋରାପୁଟ,୧୨ା୭(ଅସମାପିକା ସାହୁ/ଅମିତାଭ ବେହେରା): କୋରାପୁଟ ଜିଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏଥିରେ...

ମୁଣ୍ଡଳିରେ ଫସିଥିବା ଦନ୍ତାର ପତ୍ତା ମିଳୁନି

କଟକ ଅଫିସ/ବାରଙ୍ଗ(ଡି.ଏନ୍‌.ଏ.),୨୪।୯: ମହାନଦୀର ମୁଣ୍ଡଳି ବ୍ରିଜ ନିକଟରେ ଫସି ରହିଥିବା ହାତୀର ପତ୍ତା ମିଳୁନାହିଁ। ତେବେ ଶୁକ୍ରବାର ବିଳମ୍ବିତ ରାତିରେ ହାତୀଟି ମହାନଦୀ ତଳଆଡକୁ ଭାସିଯାଇଥିବା...

ଯୁକ୍ତ୨ ଦ୍ୱିତୀୟ କଟ୍‌ ଅଫ୍‌ ମାର୍କ ପ୍ରକାଶ

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଯୁକ୍ତ୨ ନାମଲେଖା ପାଇଁ ଦ୍ୱିତୀୟ କଟ୍‌ ଅଫ୍‌ ମାର୍କ ତାଲିକା ସୋମବାର ପ୍ରକାଶ ପାଇଛି। କଳାରେ ବିଜେବି, ବିଜ୍ଞାନରେ ରେଭେନ୍‌ଶା, ବାଣିଜ୍ୟରେ ବ୍ୟାସନଗର...

୨.୮୦ କୋଟିର ବ୍ରାଉନ୍‌ସୁଗାର ଜବତ: ୨ ଗିରଫ

ସଜନାଗଡ଼/ଜଳେଶ୍ୱର,୧୯।୩(ଡି.ଏନ.ଏ./ସ୍ବ.ପ୍ର.)-ବାରମ୍ବାର ଧରପଗଡ ସତ୍ତ୍ୱେ ବାଲେଶ୍ୱର ଜିଲାରେ ବ୍ରାଉନ ସୁଗାର ଚୋରା କାରବାର ଥମିବାର ନାଁ ଧରୁ ନାହିଁ । ଭୁବନେଶ୍ୱରରୁ ଆସିଥିବା ସ୍ବତନ୍ତ୍ର ଟାସ୍କ ଫୋର୍ସ...

ମାଲବାହୀ ଗାଡ଼ିରେ ଯାଉଛନ୍ତି ଶ୍ରମିକ

ଯାଜପୁରରୋଡ, ୧୫।୪(ଡି.ଏନ.ଏ.): ଦିନକୁ ଦିନ କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ବ୍ୟାସନଗର ଜନଗହଳିପୂର୍ଣ୍ଣ ହୋଇଚାଲିଛି। ଆବଶ୍ୟକତାଠାରୁ ଏଠାରେ ଅଧିକ ଲୋକ ବସବାସ କରୁଥିବାବେଳେ ଏହି ଲୋକଙ୍କ ବିଭିନ୍ନ...

Advertisement
Archives

Model This Week