Posted inଫୁରସତ

ବାଘଠୁ ବଞ୍ଚିବା ପାଇଁ ଏମିତି କଲା ମାଙ୍କଡ଼, ନିଜ ଜାଲରେ ଫସିଲା…

ବାଘର ନାଁ ଶୁଣିଲେ ସମସ୍ତଙ୍କ ଦେହ ଥରିବାକୁ ଲାଗିଥାଏ। ସେ ମଣିଷ ହୁଅନ୍ତୁ ଅବା ପଶୁ। ବାଘ ତା ନିଜର ଆହାର ପାଇଁ ଯେକୌଣସି ପ୍ରାଣୀଙ୍କୁ ବି ଶିକାର କରିପାରେ। ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଏକ ବାଘ ଗଛରେ ବସିଥିବା ମାଙ୍କଡ଼ ଉପରେ ଆକ୍ରମଣ କରିବାକୁ ଯାଇ ନିଜେ ନିଜ ଜାଲରେ ଫସୁଛି। ସେତେବେଳେ ଏପରି କିଛି ଘଟିଥଲା ଯେ ବାଘଟି ଫିସଯିବା ସହ ଶିକାର ମଧ୍ୟ ତାଙ୍କ ହାତରୁ ଖସିଯାଇଥିଲା। ଭିଡିଓରେ ଏକ ମାଙ୍କଡ ଗଛ ଉପରେ ଆରାମରେ ବସିଥିବା ବେଳେ ବାଘ ପଛରୁ ମାଙ୍କଡ ଆଡକୁ ଯାଇ ଆକ୍ରମଣ କରିବାକୁ ଚେଷ୍ଟା କରୁଛି। ମାଙ୍କଡ ନିଜ ଜୀବନ ବଞ୍ଚାଇବା ପାଇଁ ପଳାଇ ଯାଇଥିବା ବେଳେ ବାଘ ତଳେ ପଡ଼ିଯାଉଛି। ଅନେକଥର ଦେଖିଥିବେ ଯେ, ଦୁର୍ବଳମାନେ ମଧ୍ୟ ବୁଦ୍ଧିମାନର କାମ କରନ୍ତି। ଯାହାକୁ କେହି କଳ୍ପନା ମଧ୍ୟ କରିପାରିବେ ନାହିଁ। ଏହି ଭିଡିଓକୁ ଆଇଏଏସ୍‌ ଅଧିକାରୀ ଅବନୀଶ ଶରଣ ଶେୟାର କରିଛନ୍ତି। ସେ କ୍ୟାପଶନରେ ଲେଖିଛନ୍ତି, ପରିସ୍ଥିତିର ଶିକାର । ଭିଡିଓଟି ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri