Posted inଜାତୀୟ

ବଢ଼ୁଛି ବାଘ ଆକ୍ରମଣ: ଉତ୍ତରାଖଣ୍ଡର ୨ ଜିଲାରେ କର୍ଫ୍ୟୁ

ଡେରାଡୁନ୍‌,୧୭ା୪: ଦେଶରେ ବାଘ ସଂଖ୍ୟା ବଢ଼ୁଥିବାବେଳେ ପର୍ଯ୍ୟାପ୍ତ ବାସସ୍ଥାନ ଅଭାବ କିମ୍ବା ଖାଦ୍ୱ ଅନ୍ବେଷଣରେ ସେମାନେ ଗାଁ ଓ ସହରମୁହାଁ ହେଉଛନ୍ତି। ଫଳରେ ବାଘ ଆକ୍ରମଣ ବୃଦ୍ଧି ପାଉଛି। ଉତ୍ତରାଖଣ୍ଡରେ ବାଘ ଆକ୍ରମଣରେ ୨ ଜଣଙ୍କ ଜୀବନ ଯିବା ପରେ ଦୁଇଟି ଜିଲାରେ ଥିବା ଗ୍ରାମାଞ୍ଚଳରେ ଏକପ୍ରକାର କର୍ଫ୍ୟୁ ଲାଗୁ କରାଯାଇଛି। ଗ୍ରାମବାସୀମାନଙ୍କୁ ସନ୍ଧ୍ୟା ପରେ ଘରୁ ନ ବାହାରିବାକୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ସନ୍ଧ୍ୟା ୭ରୁ ସକାଳ ୬ ପର୍ଯ୍ୟନ୍ତ ଦୁଇ ଜିଲାର ଲୋକମାନଙ୍କୁ ବାହାରକୁ ଯିବା ବାରଣ କରାଯାଇଛି।
ଏହା ସହ ସୋମବାରଠାରୁ ଦୁଇଦିନ ଯାଏ ସ୍କୁଲ୍‌ଗୁଡ଼ିକୁ ବନ୍ଦ କରିଦିଆଯାଇଛି। ଉତ୍ତରାଖଣ୍ଡରେ ଗତ ଗୁରୁବାର ଓ ରବିବାର ବାଘ ଆକ୍ରମଣରେ ୨ ଜଣଙ୍କ ମୃତ୍ୟୁ ଘଟିଥିଲା। ଦୁଇଟି ଆକ୍ରମଣରେ ଗୋଟିଏ ବାଘ ସମ୍ପୃକ୍ତ କି ନୁହେଁ, ତାହା ଏଯାବତ୍‌ ସ୍ପଷ୍ଟ ହୋଇନାହିଁ। ଗ୍ରାମାଞ୍ଚଳରେ ଏକ ବାଘ ବୁଲୁଥିବା ନେଇ ଗତ ୧୦ ତାରିଖରେ ବନ ବିଭାଗକୁ ଖବର ମିଳିଥିଲା। ଉକ୍ତ ଅଞ୍ଚଳ ଉପରେ ନଜର ରଖାଯାଇଥିବା ବନ ଅଧିକାରୀ ସ୍ବପ୍ନିଲ ଅନିରୁଦ୍ଧ କହିଛନ୍ତି। ସଶସ୍ତ୍ର ବନ କର୍ମଚାରୀମାନଙ୍କୁ ବିଭିନ୍ନ ସ୍ଥାନରେ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ

ରିଷିଡା, ୨୨/୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ୍ଥିତ ସୁଭଦ୍ରା ଶକ୍ତି କେନ୍ଦ୍ରଠାରେ ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

କୂଅରେ ପଡ଼ି ଚାଲିଗଲା ଜୀବନ

ବୁଗୁଡା,୨୨ା୬(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ନଗୁଡୁ ଗ୍ରାମରେ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। କୂଅରେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

ଲକ୍ଷ୍ମୀପୁର ଗାଁରେ ପହଞ୍ଚିଲେ ସାଂସଦ, ବିଧାୟକ; ବର୍ଷା ସତ୍ତ୍ୱେ ଆନନ୍ଦ ବଜାରରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ, ୨୨।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ ଲକ୍ଷ୍ମୀପୁର ଗ୍ରାମଠାରେ ଆସନ୍ତା ୧୯ରୁ ଆରମ୍ଭ…

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର…

ଲଭ୍, ସେକ୍ସ ଓ ଧୋକା: ବନ୍ଧା ହେଲେ ଡାକ୍ତର

ଭୁବନେଶ୍ୱର, ୨୨।୬: ପ୍ରେମ ସମ୍ପର୍କର ଆଳରେ ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହ ପ୍ରାୟ ୩୦ ଲକ୍ଷ ଟଙ୍କା ମୂଲ୍ୟର ସୁନା ଗହଣା ଠକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri