Posted inଫୁରସତ

ବାଥ ଟବରେ ଗାଧୋଉଛି ବାଘ: ଭିଡିଓ ଭାଇରାଲ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଗୋଟିଏ ବାଘ ବାଥ ଟବରେ ଗାଧୋଉଥିବା ଭିଡିଓ ଭାଇରାଲ ହୋଇଛି।
ଭିଡିଓରେ ଦେଖାଯାଇଛି, ଜଙ୍ଗଲ ମଧ୍ୟରେ ଏକ ବାଥ ଟବରେ ପାଣି ଭର୍ତ୍ତି ହୋଇ ରହିଛି। ଏହି ସମୟରେ ଏକ ବାଘ ସେଠାରେ ଆସି ପହଞ୍ଚୁଛି। ପରେ ବାଘଟି ପାଣି ଭର୍ତ୍ତି ହୋଇ ରହିଥିବା ବାଥଟବରେ ପଶି ଗାଧୋଉଥିବା ଦେଖାଯାଇଛି। ଏହି ଭିଡିଓକୁ ଆଇଏଫଏସ ସୁଶାନ୍ତ ନନ୍ଦ ଟୁଇଟ କରି ଶେୟାର କରିଛନ୍ତି। ଏହି ଭିଡିଓକୁ ଅନେକ ଲୋକ ଲାଇକ୍‌ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ବି ରହିଛି ମନ୍ଦିର ପାଖରେ ମସଜିଦ୍‌: ଲୋକେ ପାଳନ୍ତି ଇଦ୍‌-ହୋଲି-ଦିଓ୍ବାଲି

ଇସଲାମାବାଦ୍‌: ପୃଥିବୀରେ ଭିନ୍ନ ଭିନ୍ନ ସମ୍ପ୍ରଦାୟର ମଣିଷ ମଣିଷ ମଧ୍ୟରେ ଭେଦଭାବ ବଢ଼ିଚାଲିଛି। ତେବେ ପାକିସ୍ତାନର ଏକ ସହର ସାମ୍ପ୍ରଦାୟିକ ସଦ୍‌ଭାବର ବାର୍ତ୍ତା ଦେଇଥାଏ। ସହରରେ...

ଯେଉଁ ଦେଶର ମହିଳା ଖରା,ବର୍ଷାରେ ବାହାରନ୍ତିନି ବାହାରକୁ

ତାଇଓ୍ବାନ୍‌: ଛୋଟବେଳେ ଶୀଘ୍ରଶୀଘ୍ର ବଡ଼ ହୋଇଯିବାକୁ ସମସ୍ତଙ୍କର ଇଚ୍ଛା ହେଉଥିବା ବେଳେ ଯୁବାବସ୍ଥାରେ ପହଞ୍ଚିବା ପରେ ପ୍ରୌଢ଼ ଏବଂ ବାର୍ଦ୍ଧକ୍ୟକୁ କେହି ପସନ୍ଦ କରି ନ...

ଦେଢ଼ କୋଟି ଟଙ୍କା ଖର୍ଚ୍ଚ କରି ‘ବିବାହିତ ପ୍ରେମିକ’ଙ୍କୁ କିଣିଲେ ପ୍ରେମିକା, କାରଣ ଜାଣିଲେ..

ଆଗରୁ କୁହାଯାଉଥିଲା ପ୍ରେମକୁ ଟଙ୍କାରେ କିଣି ହେବ ନାହିଁ। ହେଲେ ଆଜିକାଲିର ସମୟରେ କିଛି ବି ସମ୍ଭବ। ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଏକ ଅଜବ ପ୍ରେମକାହାଣୀ...

ଲହଡ଼ି ମାରୁଛି ବନ୍ୟାପାଣି, ରେଷ୍ଟୁରାଣ୍ଟରେ ଖାଦ୍ୟର ମଜା ନେଉଛନ୍ତି ଗ୍ରାହକ

କରୋନା ମହାମାରୀ ଯୋଗୁ ଥାଇଲାଣ୍ଡର ଲୋକେ ବହୁ ସମସ୍ୟାରେ ପଡ଼ିଥିଲେ। ଏବେ ପୁଣି ବନ୍ୟା। ଫଳରେ ଲୋକଙ୍କ ସମସ୍ୟା ଦ୍ୱିଗୁଣିତ ହୋଇପଡ଼ିଛି। ଏହି ସମୟରେ ଜଣେ...

ଗୀତ ହେଉଛି ବିନ୍ଦୁ ଭିତରେ ସିନ୍ଧୁର ଦର୍ଶନ

‘ପୀରତି ତୋର ଦୂରୁ ଜୁହାର, ଅଠାକାଠି ପରି ଲାଗୁଛି। କହନା ମତେ ଆଉ ସେକଥା ଗୋଡ଼ହାତ ତୋର ଧରୁଛି।’ ପୁଣି ‘ଏମିତି ରାତି ଏ ଯେ...

ପେନସନ୍‌ ପାଇଁ ମୃତଦେହକୁ ନେଇଗଲେ ପୋଷ୍ଟ ଅଫିସ୍‌…

ଡବଲିନ୍‌, ୨୩।୧ : ଆୟର୍ଲାଣ୍ଡର କାର୍ଲୋ ସହରରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ୨ ଜଣ ଲୋକ ପେନସନ୍‌ ପାଇଁ ମୃତଦେହକୁ ନେଇ ଜୀବନ୍ତ...

ଡ୍ରଗସ୍‌ଠାରୁ ବି ଅଧିକ ନିଶା ଥାଏ ପ୍ରେମରେ…

ପ୍ରେମରେ ଡ୍ରଗସ୍‌ଠାରୁ ଶହେଗୁଣା ଅଧିକ ନିଶା ଥାଏ। ଏହା ଥରେ ମୁଣ୍ଡରେ ପଶିଲେ ପ୍ରେମିକା ପ୍ରେମିକ ଦୁନିଆର ସବୁକିଛି ଭୁଲି ଯାଆନ୍ତି। ଏନେଇ କାର୍ଲିଫର୍ନିଆ ଷ୍ଟାନଫୋର୍ଡ...

ଶ୍ରମିକ ହାଟ

ଗାଁ ଅପେକ୍ଷା ସହରରେ ଭଲ ରୋଜଗାର ଆଶାରେ ବହୁ ଦୂରଦୂରାନ୍ତ ଗ୍ରାମାଞ୍ଚଳରୁ ସହରକୁ ପ୍ରତିଦିନ ଧାଇଁ ଆସନ୍ତି ଅନେକ ଲୋକ। ବିଶ୍ୱାସ ଥାଏ କିଛି ନା...

Advertisement
Archives

Model This Week