Posted inଫୁରସତ

ବାଘ-ଭାଲୁ ମୁହାଁମୁହିଁ, ଭିଡିଓ ଦେଖିଲେ…

ଅଧିକାଂଶ ସମୟରେ ସୋସିଆଲ ମିଡିଆରେ ପଶୁପକ୍ଷୀଙ୍କ ଭିଡିଓ ଭାଇରାଲ ହୋଇଥାଏ। ବେଳେବେଳେ ଜଙ୍ଗଲରେ ପଶୁମାନଙ୍କର ଅନନ୍ୟ ଶୈଳୀ ତଥା ମଜା, ମସ୍ତି, ରାଗ ଦେଖିବାକୁ ଲୋକମାନେ ଅଧିକ ପସନ୍ଦ କରିଥାନ୍ତି।

ଇନ୍‌ଷ୍ଟାଗ୍ରାମ୍‌ ଓ୍ବାଇଲ୍ଡ ଲାଇଫ୍‌ ଷ୍ଟୋରୀରେ ଶେୟାର ହୋଇଥିବା ଏକ ଭିଡିଓରେ ଭାଲୁ ଏବଂ ବାଘ ମୁହାଁମୁହିଁ ପରିସ୍ଥିତିକୁ ଆସିଯାଇଛନ୍ତି। କିନ୍ତୁ ଆଶ୍ଚର୍ଯ୍ୟଜନକ ଭାବେ ବାଘଟି ଭାଲୁକୁ ଦେଖି ଭୟଭୀତ ହୋଇ ଜଙ୍ଗଲକୁ ପଳାଉଛି।

ଏହି ଭିଡିଓଟି ଏକ ଜଙ୍ଗଲରେ ଶୁଟିଂ କରାଯାଇଛି। ଯେଉଁଠାରେ ଦୁଇଜଣ ଭୟଙ୍କର ବଣୁଆ ଶିକାରୀଙ୍କୁ ମୁହାଁମୁହିଁ ଦେଖିବାକୁ ମିଳିଛି। ଭାଲୁ ଏବଂ ବାଘ ମୁହାଁମୁହିଁ ହୋଇଛନ୍ତି। ଏହି ଭିଡିଓ ଦେଖିବା ପରେ ଯିଏ ବି ହେଉନା କାହିଁକି ଭାବିବ ବୋଧେ ଜବରତଦସ୍ତ ଲଢ଼େଇ ହେବ। ମାତ୍ର ସେମିତି କିଛି ହେଉନାହିଁ। ଭାଲୁ ବାଘ ଉପରେ ଆକ୍ରମଣ କରିବାକୁ ଦୌଡ଼ି ଆସୁଛି। କିନ୍ତୁ ବାଘଟି ଭୟଭୀତ ହୋଇ ଜଙ୍ଗଲକୁ ପଳାଉଛି।

ଏହା ଦେଖି ଲୋକେ ବାଘକୁ ଅଳସୁଆ ବୋଲି କହିଛନ୍ତି। ବାଘ ଏକ ଭୟଙ୍କର ଏବଂ ଦ୍ରୁତଗତିଶୀଳ ପ୍ରାଣୀ। ଥରେ ସେ ଯାହାକୁ ଟାର୍ଗେଟ କରେ ସେ ଶିକାର ନ କରି ଛାଡ଼େ ନାହିଁ। ମାତ୍ର ଏହି ଭିଡିଓରେ ଭାଲୁକୁ ଦେଖି ବାଘ ଜଙ୍ଗଲକୁ ଫେରିଯାଉଛି। ଯାହା ଲୋକଙ୍କୁ ଆଶ୍ଚଯର୍ର୍‌ୟ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପାକ୍‌ ଏଜେଣ୍ଟ ସହ ଗୌରବ, ତାଙ୍କ ସ୍ତ୍ରୀଙ୍କ ନିବିଡ଼ ସମ୍ପର୍କ: ହିମନ୍ତ

ଗୁଆହାଟୀ,୯ା୨(ପି.ଟି.): ଆସାମ କଂଗ୍ରେସ ସଭାପତି ତଥା ଏମ୍‌ପି ଗୌରବ ଗୋଗୋଇ ଏବଂ ତାଙ୍କ ସ୍ତ୍ରୀ ଏଲିଜାବେଥ କୋଲବର୍ନଙ୍କର ପାକିସ୍ତାନ ସହ ନିବିଡ଼ ସମ୍ପର୍କ ରହିଥିବା ଆସାମ ମୁଖ୍ୟମନ୍ତ୍ରୀ…

ଶତ୍ରୁ ସାଟେଲାଇଟ୍‌ ଉପରେ ନଜର ରଖିବ ଭାରତ

ପାଟନା,୯ା୨: ଭାରତର ଅଭିବୃଦ୍ଧିଶୀଳ ଘରୋଇ ମହାକାଶ କ୍ଷେତ୍ରକୁ ଏକ ବଡ଼ ସଫଳତା ମିଳିଛି। ଅହମଦାବାଦର ଆଜିସ୍ତା ଇଣ୍ଡଷ୍ଟ୍ରିଜ୍‌ ପ୍ରା.ଲିଃ ଏହାର ଏରୋସ୍ପେସ୍‌ ବିଭାଗ ଜରିଆରେ ଏକ ନୂଆ…

ସ୍ପିନ୍‌ରେ ଦମ୍‌ ଦେଖାଇଲା ଶ୍ରୀଲଙ୍କା

କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍‌ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା…

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri