କୋଟଗଡ଼ ଅଭୟାରଣ୍ୟରେ ବାଘ ଗଣନା ଆରମ୍ଭ: ଜାଣନ୍ତୁ କିଭଳି ହୁଏ ଗଣନା

ବାଲିଗୁଡ଼ା,୧୯।୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ କୋଟଗଡ଼ ଅଭୟାରଣ୍ୟରେ ବାଘ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି। ଅକ୍ଟୋବର ୧୫ରୁ ବାଘ ଗଣନା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ କୋଟଗଡ଼ ବନାଞ୍ଚଳ ରେଞ୍ଜର ରମାକାନ୍ତ କହଁରଙ୍କ ନେତୃତ୍ୱରେ ଏହି ଗଣନା କାର୍ଯ୍ୟକ୍ରମ କୋଟଗଡ଼ ସମେତ ଲାସେରି, ସୁବର୍ଣ୍ଣଗିରି, ଶ୍ରୀରାମପୁର ସଂରକ୍ଷିତ ଜଙ୍ଗଲରେ ଥିବା ବିଭିନ୍ନ ସ୍ଥାନରେ ବନ କର୍ମଚାରୀ ପହଞ୍ଚି ବାଘ ଗଣନା କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରୁଛନ୍ତି।

ବାଘର ପାଦ ଚିହ୍ନ ଠାବ କରି ଏହାର ଫୋଟ ଉଠାଇବା ସହ ଲମ୍ବ, ପ୍ରସ୍ତ ଅନୁସାରେ ରିପୋର୍ଟ ପ୍ରସ୍ତୁତ କରାଯାଉଛି। ଏହି ଗଣନା କାର୍ଯ୍ୟକ୍ରମରେ ରେଞ୍ଜର କହଁରଙ୍କ ସମେତ ଫରେଷ୍ଟର ଦେବାଶିଷ ଚୌଧୁରୀ, ଯୋଗେଶ୍ୱର ଧାରୁଆ, ଭୀମରାଜ ଦଳାଇ, ବିନୋଦ କୁମାର ସାହୁ, ରାହୁଲ କୁମାର ଦିଗାଲ, ବିଶ୍ୱଜିତ ମିଶ୍ର, ସୌଭାଗ୍ୟ ରଞ୍ଜନ ସାମଲ, ଧର୍ମେନ୍ଦ୍ର ଦିଗାଲ, କିରଣବାଳା ସ୍ବାଇଁ, ଦୀପକ କୁମାର ଖଣ୍ଡଗିରିଙ୍କ ସମେତ ଫରେଷ୍ଟ ଗାର୍ଡ ଏଥିରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri