Posted inଜାତୀୟ

ଘର ବାହାରେ ବସିପଡ଼ିଲା ବାଘ, ଆଉ ତା’ ପରେ…

ଲକ୍ଷ୍ନୌ,୨୩।୧: ଉତ୍ତରପ୍ରଦେଶର ପିଲିଭିତ୍‌ରେ ଏକ ବାଘ ଆସି ଘର ବାହାରେ ବସିଯିବାରୁ ପରିବାର ଲୋକେ ଭୟରେ ଥରି ଉଠିଛନ୍ତି। ପରେ ବନବିିଭାଗକୁ ଖବର ଦେବାର କମର୍ଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଘର ଚାରିପଟ ଜାଲ ଘେରାଇଛନ୍ତି। ବାଘଟି ଦୀର୍ଘ ୨ ମାସ ହେଲାଣି ବନ କର୍ମଚାରୀଙ୍କୁ ଛକୁଥିଲା। ତେବେ ଶୁକ୍ରବାର ବାଘଟି ଆସି କଳିନଗର ତହସିଲ ଅନ୍ତର୍ଗତ କେଶପୁର ଗାଁରେ ଶାନ୍ତି ସ୍ବରୁପ ନାମକ ଜଣେ ବ୍ୟକ୍ତିଙ୍କ ଘର। ଯାହାକି ଚାରିପଟୁ ଖୋଲା। ଘରମାଲିକ ଶାନ୍ତିସ୍ବରୂପ କୁହନ୍ତି, ମୋ’ ଘର ବାହାରେ ବାଘ ଥିବାରୁ ମୁଁ ବନବିଭାଗକୁ ଖବର ଦେଇଥିଲି। ବିଭାଗୀୟ କର୍ମଚାରୀମାନେ ପହଞ୍ଚି ଘର ଚାରିପଟେ ଜାଲ ଘେରାଇଛନ୍ତି। ଫଳରେ ଆମେ ସୁରକ୍ଷିତ ଅଛୁ ମାତ୍ର ଭୟଭୀତ ଅବସ୍ଥାରେ ରହୁଛୁ। ବନରକ୍ଷକ ଅଜମେର ସିଂହକୁହନ୍ତି, ଏହି ଘର ଚାରିପଟ ଖୋଲା। ତେଣୁ ବାହାରେ ବାଘ ବୁଲୁଛି। ଏହି କାରଣରୁ ଜାଲ ଦିଆଯାଇଛି। ଏହା ଦ୍ୱାରା ବାଘ ଘର ଭିତରକୁ ପ୍ରବେଶ କରିପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

GEN-Z ,ଆଲ୍ଫାଙ୍କ ମନ ଜିତିବାକୁ ମୋଦି ସରକାରଙ୍କ ମାଷ୍ଟରପ୍ଲାନ୍‌: କଲେ ଏମିତି କାମ, ଦେଶରେ ଚହଳ

ନୂଆଦିଲ୍ଲୀ,୨୦।୮: ଜନ୍ତର-ମନ୍ତରରେ ନିକଟରେ ହୋଇଥିବା ପ୍ରତିବାଦ ପରେ ଜେନ ଜି ଓ ଜେନ ଆଲ୍ଫା ପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଏକ…

ଚିନି ଦର ବଢ଼ିବା ପରେ ସରକାର ନେଲେ ବଡ଼ ପଦକ୍ଷେପ, ସେପ୍ଟେମ୍ବର ୧ରୁ …

ନୂଆଦିଲ୍ଲୀ,୨୦।୮: ଭାରତ ବିଶ୍ୱରେ ଚିନିର ସବୁଠାରୁ ବଡ଼ ଉପଭୋକ୍ତା। ଅଗଷ୍ଟରୁ ନଭେମ୍ବର ମଧ୍ୟରେ ଗଣେଶ ଚତୁର୍ଥୀ, ଦଶହରା ଏବଂ ଦୀପାବଳି ଭଳି ପର୍ବପର୍ବାଣୀ ଯୋଗୁ ଚିନିର ଚାହିଦା…

୩ ରାଶି ହୋଇଯାଆନ୍ତୁ ସତର୍କ, ମାଡିଆସୁଛି ସଙ୍କଟ! ରକ୍ଷାବନ୍ଧନରେ ଘଟୁଛି ଏଭଳି ଯାହା କେବେ…

ରକ୍ଷାବନ୍ଧନ ଦିନ ଅର୍ଥାତ୍‌ ୨୮ ଅଗଷ୍ଟରେ ଆଂଶିକ ଚନ୍ଦ୍ରଗ୍ରହଣ ହେବ। ଜ୍ୟୋତିଷଙ୍କ ମତାନୁସାରେ, ଏହି ଗ୍ରହଣର ପ୍ରଭାବ କିଛି ରାଶିର ବ୍ୟକ୍ତିଙ୍କ ଉପରେ ପଡ଼ିପାରେ। ବିଶେଷକରି ମେଷ,…

ଭାଙ୍ଗିଗଲା ବିବାହ ସ୍ବପ୍ନ: ପ୍ରେମିକଙ୍କ ଆଗରେ ଏମିତି କାମ କଲେ ପ୍ରେମିକା

ରାଉରକେଲା,୨୦।୮(ସଙ୍ଗୀତା ଜେନା):ବିବାହ କରିବାକୁ ମନା କରିବାରୁ ଝିରପାଣି ଥାନା ଅନ୍ତର୍ଗତ ଝିରପାଣି ଭଟା ବସ୍ତିରେ ଗତ ୧୪ ତାରିଖ ସକାଳେ ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କ ସମ୍ମୁଖରେ…

ଭାଜପା ବିଧାୟକଙ୍କୁ ମନ୍ଦିରରେ ପୂରାଇ ଦେଲେନି…ଆସିଲା ସାଂଘାତିକ ଅଭିଯୋଗ

ଲକ୍ଷ୍ନୌ,୨୦।୮: ଲକ୍ଷ୍ନୌରେ ଜଣେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଜାତିଭିତ୍ତିକ ଭେଦଭାବ ସହିତ ଜଡିତ ଏକ ଘଟଣା ସାମ୍ନାକୁ ଆସିଛି। ମାଲିହାବାଦର ଭାଜପା ବିଧାୟକ ଜୟ…

ଲୋକ ସଭା ଆସନକୁ ନେଇ ବଡ଼ ଗେମ୍‌ ଖେଳିବ କଂଗ୍ରେସ! ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ଏକ ପ୍ରସ୍ତାବ ପାସ କରୁଛି

ନୂଆଦିଲ୍ଲୀ,୨୦।୮: କଂଗ୍ରେସ ବୁଧବାର ଦାବି କରିଥିଲା ଯେ ଆଗାମୀ ୨୫ ବର୍ଷ ପାଇଁ ୫୪୩ ଲୋକ ସଭା ଆସନର ବର୍ତ୍ତମାନର ସଂଖ୍ୟା ବଜାୟ ରଖାଯାଉ। ଦଳ ଏହା…

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

ହେଲିକପ୍ଟର ଦୁର୍ଘଟଣା: ଗୁଇନ୍ଦା ସଂସ୍ଥା ମୁଖ୍ୟଙ୍କ ସମେତ ୭ ମୃତ, ମୃତକଙ୍କ ମଧ୍ୟରେ ୫ ଆମେରିକୀୟ ନାଗରିକ

ନାଇରୋବି,୨୦।୮: କେନ୍ଦ୍ରୀୟ କେନିଆରେ ବୁଧବାର ଏକ ସଫାରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା, ଯାହା ଫଳରେ ଏଥିରେ ଥିବା ସମସ୍ତ ସାତ ଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri