ଶିମିଳିପାଳରେ ଦୁଇ ମହାବଳ ବାଘଙ୍କ ଲଢ଼େଇ

ବାରିପଦା,୧୮ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଦୁଇ ମହାବଳ ବାଘଙ୍କ ମଧ୍ୟରେ ଲଢ଼େଇ ହୋଇଥିବା ଜଣାପଡ଼ିଛି। ଅଞ୍ଚଳ ଦଖଲ ପାଇଁ ଦୁଇ ବାଘଙ୍କ ମଧ୍ୟରେ ଏହି ଘମାଘୋଟ୍‌ ଲଢ଼େଇ ହୋଇଥିବା ଅନୁମାନ କରାଯାଉଛି। ଟି-୩୧ ଏବଂ ଟି-୩୫ ମଧ୍ୟରେ ଏହି ଲଢ଼େଇ ହୋଇଛି।

ଲଢ଼େଇରେ ଜିତିଥିବା ବାଘର ଫଟୋ ପୋଷ୍ଟ କରିଛନ୍ତି ଅଭୟାରଣ୍ୟ କର୍ତ୍ତୃପକ୍ଷ। ଏଥିରେ ଟି-୩୫ ଜିତିଥିବା ଦେଖିବାକୁ ମିଳିଛି। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବନ୍ଧର ଗୋଟିଏ ଦିନ ପରେ ନିଖୋଜ ହୋଇଯାଇଥିଲେ ସସ୍ମିତା: ପରେ ଘଟିଲା…

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁର ପ୍ରମୋଦ ଦାସ ଓ ଲକ୍ଷ୍ମୀପ୍ରିୟା ଦାସଙ୍କ ଝିଅ…

୨୫ ଯାଏ କଳବଳ କରିବ ତାତି

ଭୁବନେଶ୍ୱର,୨୨।୪ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ଲହରୀ ଜାରି ରହିଛି। ସକାଳ ୯ଟା ବେଳକୁ ଖରା ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ତେବେ ଆସନ୍ତା ୪ଦିନ ଅର୍ଥାତ୍‌ ୨୫…

ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ

ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ…

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି।…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

ଯୁଦ୍ଧବିରତି ବୃଦ୍ଧି ଘୋଷଣା କଲେ ଟ୍ରମ୍ପ, ମୁନିର-ଶେହବାଜଙ୍କ ଅନୁରୋଧ ପରେ ନେଲେ ଏହି ନିଷ୍ପତ୍ତି

ଓ୍ବାଶିଂଟନ୍‌,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି ଘୋଷଣା କରିଛନ୍ତି। ବର୍ତ୍ତମାନର ଯୁଦ୍ଧବିରତି ଶେଷ ହେବାର କିଛି ଘଣ୍ଟା ପୂର୍ବରୁ ପାକିସ୍ତାନର ଅନୁରୋଧରେ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ…

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri