Posted inଫୁରସତ

ବାଥଟବ୍‌ରେ ବାଘ…

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଏକ ବାଘ ବାଥଟବ୍‌ରେ ଗାଧୋଇବା ଦେଖିବାକୁ ମିଳୁଛି। ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପୋବିଟୋରା

ଗୋଟିଏ ଶିଙ୍ଗ ଥିବା ଗଣ୍ଡାମାନଙ୍କ ପାଇଁ ସ୍ବତନ୍ତ୍ର ପରିଚୟ ହାସଲ କରିଥିବା ପୋବିଟୋରା ବନ୍ୟପ୍ରାଣୀ ଅଭୟାରଣ୍ୟରେ ପର୍ଯ୍ୟଟକ ଅନ୍ୟାନ୍ୟ ବନ୍ୟପ୍ରାଣୀ ତଥା ଶତାଧିକ ପ୍ରଜାତିର ପକ୍ଷୀଙ୍କୁ...

୬୧୦ରୁ ସିଧା ୬୩ କିଲୋ

୬୧୦ କିଗ୍ରା ଓଜନରୁ ସିଧା ୬୩ କିଗ୍ରା। ଆମେ କଥା ହେଉଛୁ ସାଉଦି ଆରବର ଖାଲିଦ ମୋହସିନ ଅଲ ଶାୟରୀଙ୍କ ବିଷୟରେ। ମୋଟାପଣକୁ ନେଇ ଅଧିକାଂଶ...

ଜାତୀୟ ପରିସଂଖ୍ୟାନ ଦିବସ: ବିକାଶରେ ପରିସଂଖ୍ୟାନର ଭୂମିକା ଉଲ୍ଲେଖନୀୟ

ପ୍ରତିବର୍ଷ ଜୁନ୍‌ ୨୯ରେ ଜାତୀୟ ପରିସଂଖ୍ୟାନ ଦିବସ ପାଳନ କରାଯାଏ। ପରିସଂଖ୍ୟାନ କ୍ଷେତ୍ରରେ ପ୍ରଫେସର ପ୍ରଶାନ୍ତ ଚନ୍ଦ୍ର ମହାଲନୋବିସଙ୍କ ମହତ୍ତ୍ୱପୂର୍ଣ୍ଣ ଯୋଗଦାନକୁ ଏହି ଦିବସରେ ସ୍ମରଣ...

ସବୁ ଅଫିସ୍‌ରେ ଥାନ୍ତି ଏଭଳି କିଛି ଲୋକେ, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

କୁକୁରର ହେଲା ବାହାଘର: ଭୋଜି ଖାଇ ନାଚିଲେ ଲୋକେ

ଭୋପାଳ,୯।୧: ମଣିଷଙ୍କର ବିବାହ ହୋଇଥାଏ। ତେବେ କେତେକ ଅଞ୍ଚଳରେ ଲୋକେ ବିଭିନ୍ନ ପରମ୍ପରା ଅନ୍ତର୍ଗତ କିଛି ପ୍ରାଣୀଙ୍କ ବିବାହ ମଧ୍ୟ କରାଇଥାନ୍ତି। ମଧ୍ୟପ୍ରଦେଶର ନିଓ୍ବାଡ଼ି ଜିଲାର...

ଘର ପାଇଁ ଦୀପାବଳିରେ କିଣନ୍ତୁ ଏସବୁ ଆସବାବପତ୍ର…

ଆଲୋକର ପର୍ବ ଦୀପାବଳିରେ ଘରକୁ ନୂଆ ଜିନିଷ କିଣି ଆଣିବାକୁ କେତେକ ସୌଭାଗ୍ୟ ବର୍ଦ୍ଧକ ବୋଲି ମନେ କରିଥାନ୍ତି। ତେବେ ବାସ୍ତୁଶାସ୍ତ୍ର ଅନୁସାରେ ଘର ଓ...

ଗଲା ମନ୍ତ୍ରୀ ପଦ, ଏବେ ଘର ଘର ବୁଲି ପିଜା କରୁଛନ୍ତି ଡେଲିଭରୀ…

କାବୁଲ,୨୫।୮: ଆଫଗାନିସ୍ତାନ ତାଲିବାନ ପୁଣି କ୍ଷମତାକୁ ଫେରିଛି। ଫଳରେ ବହୁଲୋକ ଜୀବନ ଭୟରେ ଭିଟାମାଟି ଛାଡ଼ିଛନ୍ତି। ପୂର୍ବରୁ ଆଫଗାନିସ୍ତାନରେ ପୂର୍ବତନ ରାଷ୍ଟ୍ରପତି ଅଶରଫ ଘନିଙ୍କ ସମୟରେ...

ବ୍ୟକ୍ତିତ୍ୱ: ଭାରତୀୟ ନାଟ୍ୟ ଚେତନାର ପ୍ରଣମ୍ୟ ପୁରୁଷ ବିଜୟ ତେନ୍ଦୁଲକର

ଭାରତୀୟ ନାଟ୍ୟ ଚେତନାର ଜଣେ ଅଗ୍ରଣୀ ତଥା ପ୍ରଣମ୍ୟ ପୁରୁଷ ହେଉଛନ୍ତି ବିଜୟ ତେନ୍ଦୁଲକର। ତାଙ୍କର ପୂରା ନାମ ବିଜୟ ଧୋଣ୍ଡୁପନ୍ତ ତେନ୍ଦୁଲକର। ତେବେ ସେ...

Advertisement
Archives

Model This Week