କିଛିମାସର ବ୍ୟବଧାନ ପରେ ଏକାଠି ନଜର ଆସିଲେ ଦିଶା-ଟାଇଗର

ବଲିଉଡର ଆକର୍ଷଣୀୟ ଯୋଡ଼ି ଅଭିନେତ୍ରୀ ଦିଶା ପଟାନି ଓ ଅଭିନେତା ଟାଇଗର ସ୍ରଫ କିଛି ମାସର ବ୍ୟବଧାନ ପରେ ଏକାଠି ନଜର ଆସିଛନ୍ତି। ଉଭୟଙ୍କୁ ମୁମ୍ବାଇର ବାନ୍ଦ୍ରାଠାରେ ଦେଖିବାକୁ ମିଳିଛି। ଦିଶା ଏକ ଓଭର ସାଇଜ ପ୍ଲାଣ୍ଟ ଓ ଧଳା ଟି-ସାର୍ଟରେ ନଜର ଆସିଛନ୍ତି। ସେହିପରି ଟାଇଗରଙ୍କୁ କାଜୁଆଲ ଆଉଟଫିଟରେ ଦେଖିବାକୁ ମିଳିଛି। ନିକଟରେ ଦିଶା ସଲମାନଙ୍କ ଚଳଚ୍ଚିତ୍ର ରାଧେ: ତୁମର ମୋଷ୍ଟ ୱାଣ୍ଟେଡ ଭାଇ’ର ସୁଟିଂ ଶେଷ କରି ଫେରିଛନ୍ତି। ଅନ୍ୟପଟେ ଟାଇଗର ଶେଷ ଥର ପାଇଁ ’ବାଗି-୩’ରେ ନଜର ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃଖ ବଖାଣିଲେ ବରୁଣ ଧାୱନ: ଝିଅ ଲାରାଙ୍କୁ ହୋଇଛି…

ଅଭିନେତା ବରୁଣ ଧାୱନ ଇଣ୍ଡଷ୍ଟ୍ରିର ସବୁଠାରୁ ନିର୍ଭରଯୋଗ୍ୟ ଅଭିନେତା ଭାବରେ ଉଭା ହୋଇଛନ୍ତି। ଆଜିକାଲି ସେ ତାଙ୍କର ବ୍ଲକବଷ୍ଟର ଓ୍ବାର୍‌ ଡ୍ରାମା ଫିଲ୍ମ ‘ବର୍ଡର ୨’ର ସଫଳତାରେ…

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଦ୍ୱିତୀୟ ବିବାହ କଲେ ରାପର୍‌ Badshah, ଫଟୋ ସେୟାର କରି ଚମକାଇଲେ ଶାଶୁ

ମୁମ୍ୱାଇ: ପଞ୍ଜାବୀ ଗାୟକ ଏବଂ ରାପର୍‌ ବାଦଶାହଙ୍କ କିଏ ବା ଜାଣିନି? ସମଗ୍ର ଦେଶ ତାଙ୍କ ଗୀତରେ ଝୁମି ଉଠୁଛି। ତଥାପି, ତାଙ୍କ ବିଷୟରେ ଏକ ବଡ଼…

ଜଲଓ୍ବା ଦେଖାଇଲେ ପ୍ରିୟଙ୍କା ଚୋପ୍ରା: ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ…

୯୮ତମ ଓସ୍କାର ପୁରସ୍କାର ଉତ୍ସବରେ ବଲିଉଡର ଜଲଓ୍ବା ଦେଖାଇଛନ୍ତି ‘ଦେଶୀ ଗାର୍ଲ’ ପ୍ରିୟଙ୍କା ଚୋପ୍ରା। ଯଦିଓ ତାଙ୍କର କୌଣସି ଚଳଚ୍ଚିତ୍ର ପୁରସ୍କାର ଜିତି ନ ଥିଲା କିନ୍ତୁ…

ବାହା ହେବେ ଅନୁଷ୍କା ସେଟ୍ଟୀ, ଜାଣନ୍ତି କିଏ ସେହି ଲକି ବୟ…?

ହାଇଦ୍ରାବାଦ: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ଅନୁଷ୍କା ଶେଟ୍ଟୀଙ୍କ ବିବାହକୁ ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ଅନୁଷ୍କା କେବେ ଏବଂ…

ଗର୍ଭବତୀ ଅଛନ୍ତି କି ନୀନା ଗୁପ୍ତା: ନିଜେ ମୁହଁ ଖୋଲିଲେ

ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। କିଏ କିଏ କହୁଛନ୍ତି ସେ କୁଆଡ଼େ ଗର୍ଭବତୀ ଅଛନ୍ତି। ଏସବୁ ଚର୍ଚ୍ଚା ମଧ୍ୟରେ ନୀନା ମୁହଁ ଖୋଲିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri