ରିଲିଜ୍‌ ପୂର୍ବରୁ ଦରଘାରେ ଷ୍ଟାର୍‌କାଷ୍ଟ

ବଲିଉଡ୍‌ ଷ୍ଟାର୍‌ ଟାଇଗର ଶ୍ରଫ ତାଙ୍କ ଅପକମିଙ୍ଗ୍‌ ଫିଲ୍ମ ‘ହେରୋପନ୍ଥି- ୨’ପାଇଁ ଖୁବ୍‌ ଚର୍ଚ୍ଚାରେ। ଅହମ୍ମଦ ଖାନଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମଟି ୨୯ରେ ରିଲିଜ୍‌ ହେବାକୁ ଯାଉଥିବା ବେଳେ ଏହାର ପ୍ରମୋଶନ ପାଇଁ ସମସ୍ତେ ଲାଗି ପଡିଛନ୍ତି। ବର୍ତ୍ତମାନ ଫିଲ୍ମର ଗୀତଗୁଡ଼ିକ ମଧ୍ୟ ରିଲିଜ୍‌ ହୋଇସାରିଛି । ତେବେ ଫିଲ୍ମର ଷ୍ଟାର୍‌କାଷ୍ଟ ଆଶୀର୍ବାଦ ପାଇବା ପାଇଁ ମୁମ୍ବାଇର ଏକ ଦରଘାରେ ପହଞ୍ଚିଥିବା ଦେଖିବାକୁ ମିଳିଛି। ପରେ ସେ ମୁମ୍ବାଇ ସ୍ଥିତ ବାବୁଲନାତ ମନ୍ଦରକୁ ଯାଇଥିଲେ। ଟାଇଗର ଗୋଲାପୀର କୁର୍ତ୍ତା ପିନ୍ଧିଥିବା ବେଳେ ତାରା ଏକ ଧଳା ଏବଂ ସୁନେଲି ରଙ୍ଗର ସାଲୱାର ଶୁଟ୍‌ ପିନ୍ଧିଥିବାର ନଜର ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ ପାଇଁ କ୍ଷମା ମାଗିଲେ ଏହି ପ୍ରସିଦ୍ଧ ଗାୟକ

ଲୋକପ୍ରିୟ ଟେଲିଭିଜନ୍‌ ଶୋ’ ବିଗ ବସ୍‌ ଘରେ ପ୍ରତିଯୋଗୀ ଥିବା ବଲିଉଡ ଗାୟକ କୁମାର ସାନୁଙ୍କ ପୁଅ ଜାନ କୁମାର ମରାଠୀ ଭାଷା ଉପରେ ମନ୍ତବ୍ୟ...

ପ୍ରେମିକାଙ୍କ ବାହାଘରକୁ କାହିଁକି ଯାଇ ନ ଥିଲେ ଶାହିଦ କପୁର

ବଲିଉଡ ଅଭିନେତା ଶାହିଦ କପୁର ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସର୍ବଦା ଚର୍ଚ୍ଚାରେ ରହିଆସିଛନ୍ତି। କରୀନା କପୁର ହେଉ କିମ୍ବା ପ୍ରିୟଙ୍କା ଚୋପ୍ରା ହୁଅନ୍ତୁ, ଶାହିଦ...

ଚର୍ଚ୍ଚାରେ ଶମିତା

ବଲିଉଡ୍‌ରେ ଭାଗ୍ୟ ଏବଂ ପରିଶ୍ରମ ଏକାସାଙ୍ଗରେ କାମ କରିଥାଏ। ସୁପରହିଟ୍‌ ଫିଲ୍ମରୁ କ୍ୟାରିୟର ଆରମ୍ଭ କରିଥିଲେ ମଧ୍ୟ ଭାଗ୍ୟ ବେଳେ ବେଳେ ସାଥ୍‌ ଦେଇ ନ...

ଦୁଃଖ ସମୟରେ ମୋ ସ୍ତ୍ରୀ ଏକ ‘ସ୍ତମ୍ଭ’ ଭାବରେ ଠିଆ ହୋଇଛନ୍ତି: କପିଲ

ମୁମ୍ବାଇ: କମେଡି କିଙ୍ଗ୍‌ କପିଲ ଶର୍ମା ‘ଦ କପିଲ ଶର୍ମା ଶୋ’ରେ ଲୋକଙ୍କୁ ହସାଇ ହସାଇ ବେଦମ କରିଦିଅନ୍ତି। ଏହି ଶୋ’କୁ ବଲିଉଡ୍‌ ସେଲିବ୍ରିଟିଙ୍କଠାରୁ ଆରମ୍ଭ...

ମାତ୍ର ୧୨ ଦିନରେ ଭାଙ୍ଗିଗଲା ପାମେଲାଙ୍କ ବୈବାହିକ ଜୀବନ

ଓ୍ବାଶିଂଟନ,୨।୨: ଜଣାଶୁଣା ଅଭିନେତ୍ରୀ ତଥା ମଡେଲ ପାମେଲା ଆଣ୍ଡରସନଙ୍କ ବୈବାହିକ ଜୀବନ ମାତ୍ର ୧୨ ଦିନ ପରେ ଭାଙ୍ଗି ଯାଇଛି। ମୋଗୁଲ ଜନ ପିଟର୍ସଙ୍କ ସହ...

୭୫ହଜାର ଅସହାୟଙ୍କୁ ଖାଦ୍ୟ ଦେଲେ ପ୍ରଣୀତା

ମୁମ୍ବାଇ: କରୋନା ଭାଇରସ୍‌ ସଂକ୍ରମଣ ପାଇଁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ସବୁଆଡେ ବନ୍ଦ ଥିବାରୁ ଗରିବ, ଅସହାୟମାନଙ୍କ ପାଖରେ କାମ ଧନ୍ଦା ନ...

ଇନଷ୍ଟାଗ୍ରାମରେ କାଜଲଙ୍କର ୧ କୋଟି ଫଲୋୟର୍ସ

ମୁମ୍ବାଇ: ସୋସିଆଲ ମିଡିଆରେ ବଲିଉଡ୍‌ ସେଲିବ୍ରିଟିଙ୍କର ରହିଛନ୍ତି କୋଟି କୋଟି ପ୍ରଶଂସକ। ତେବେ ନିକଟରେ ଅଭିନେତ୍ରୀ କାଜଲଙ୍କର ଇନଷ୍ଟାଗ୍ରାମ ଫଲୋୟର୍ସଙ୍କ ସଂଖ୍ୟା ୧ କୋଟି ଅତିକ୍ରମ...

ଭିନ୍ନ ଢଙ୍ଗରେ ଭଉଣୀ ଅନୁଷ୍କାଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ଭାଇ

ମୁମ୍ବାଇ: ବଲିଉଡ୍‌ ନାୟିକା ତଥା ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ଧର୍ମପତ୍ନୀ ଅନୁଷ୍କା ଶର୍ମା ୩୨ ବର୍ଷରେ ପଦାର୍ପଣ କରିଛନ୍ତି। କରୋନା ଭାଇରସ...

Advertisement
Archives

Model This Week