ହିରୋପନ୍ତି ୨, ବାଗି ୪ ପାଇଁ ୨୫ଟି ଦେଶରେ ଶୁଟିଂ କରିବେ ଟାଇଗର

ମୁମ୍ବାଇ: ବଲିଉଡ୍ ନାୟକ ଟାଇଗର ଶ୍ରଫ ‘ହିରୋପନ୍ତି ୨’ ଓ ‘ବାଗି ୪’ର ଶୁଟିଂ ପାଇଁ ପ୍ରସ୍ତୁତ ହୋଇ ସାରିଲେଣି । ପୁଣି ଏକ ଧମାକାଦାର ଏଣ୍ଟ୍ରି ସହ ଦର୍ଶକଙ୍କ ମନୋରଞ୍ଚନ କରିବା ଲକ୍ଷ୍ୟରେ ଅଛନ୍ତି ଟାଇଗର । ଲକ୍‌ଡାଉନ ପରେ ପ୍ରଥମଥର ଲାଗି ଡିସେମ୍ବର ୨୦୨୦ରେ ହିରୋପନ୍ତି ୨ର ଶୁଟିଂ ଆରମ୍ଭ କରାଯିବ । ଏହି ଦୁଇଟି ଫିଲ୍ମ ପାଖାପାଖି ୨୫ଟି ଦେଶରେ କରାଯିବ ବୋଲି ଜଣାପଡିଛି । ଏହି ଫିଲ୍ମକୁ ନେଇ ଉଭୟ ନିର୍ଦ୍ଦେଶକ ଓ କଳାକାର ଏକ୍ସସାଇଟେଡ ଥିବା ବେଳେ ପୁଣିଥରେ ଦର୍ଶକଙ୍କ ଭରପୁର ମନୋରଞ୍ଜନ କରିବାକୁ ଚାହୁଁଛନ୍ତି । ପୂର୍ବରୁ ବାଗି ୨ ଓ ବାଗି ୩ର ନିର୍ଦ୍ଦେଶନା ଦେଇଥିବା ଅହମଦ ଖାଁ ଏଥର ବି ବାଗି ୪ ପାଇଁ ନିଜକୁ ପ୍ରସ୍ତୁତ କରି ନେଇଥିବା କହିଛନ୍ତି । ପୂର୍ବରୁ ହିରୋପନ୍ତି ଓ ବାଗିର ସଫଳତାକୁ ଦେଖି ଏଥର ନିର୍ମାତା ନିର୍ଦ୍ଦେଶକ ଦର୍ଶକଙ୍କୁ କେବେବି ନିରାଶ କରିବେ ନାହିଁ ବୋଲି ଧରି ନେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି…

ଆମେରିକାକୁ ପୁଣି କଡ଼ା ଚେତାବନୀ ଦେଲା ଇରାନ

ତେହରାନ,୧୬।୭: ଇରାନର ଆହଭାଜ ସହରସ୍ଥିତ ଏକ କର୍କଟ ହସ୍ପିଟାଲକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଆମେରିକାର ବିମାନ ଆକ୍ରମଣ ଯୋଗୁ କର୍ତ୍ତୃପକ୍ଷଙ୍କୁ କେମୋଥେରାପି ନେଉଥିବା ପିଲାମାନଙ୍କ ସମେତ…

ସରିଲା ରଥ ଟଣା, ଅଳ୍ପବାଟ ଗଡ଼ି ଅଟକିଲା ନନ୍ଦିଘୋଷ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସ ପରିବେଶରେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତୀଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସନ୍ଧ୍ୟା ପ୍ରାୟ ୫ଟାରେ ଶରଧାବାଲି ଅଭିମୁଖେ ପ୍ରଥମେ ଗଡ଼ିଥିଲା ତାଳଧ୍ବଜ ରଥ। ଘଣ୍ଟ, ଘଣ୍ଟା…

ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ଇତିହାସ ରଚିଲେ ବିରାଟ-ରୋହିତ, ଗାଙ୍ଗୁଲ-ଦ୍ରାବିଡଙ୍କୁ ପଛରେ ପକାଇଲେ…

ନୂଆଦିଲ୍ଲୀ,୧୬।୭: କାର୍ଡିଫରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଏକ ଉଲ୍ଲେଖନୀୟ ପ୍ରଦର୍ଶନ ସହିତ ଇତିହାସ ସୃଷ୍ଟି କରିଥିଲେ। ସେମାନଙ୍କର…

ଦିନିକିଆରେ ସଚିନଙ୍କୁ ପଛରେ ପକାଇ ଐତିହାସିକ ରେକର୍ଡ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୬।୭: ବିରାଟ କୋହଲି ଏକଦିବସୀୟ କ୍ରିକେଟରେ ଆଉ ଏକ ବଡ଼ ରେକର୍ଡ ହାସଲ କରିଛନ୍ତି। ସେ ବର୍ମିଂହାମରେ ତାଙ୍କ ଏକଦିବସୀୟ କ୍ୟାରିୟରର 300ତମ ଇନିଂସରେ ବ୍ୟାଟିଂ କରିଥିଲେ।…

Puri Rath Yatra, ଅଣନିଶ୍ବାସୀ ହୋଇ ଚାଲିଗଲା ୨ ଭକ୍ତଙ୍କ ଜୀବନ!

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଏକ ବଡ଼ ଅଘଟଣ ସାମ୍ନାକୁ ଆସିଛି। ଅଣନିଶ୍ବାସୀ ହୋଇ ୨ଜଣ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଆହତ ହୋଇଥିବା ଜଣାପଡିଛି। ମୃତାହତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri