ଦିଶାଙ୍କ ସହ ବ୍ରେକ୍‌ଅପ୍‌ ପରେ ଏବେ ଶ୍ରଦ୍ଧାଙ୍କ ଆଡକୁ ଢଳିଲେଣି ଟାଇଗର

ବମ୍ବେ: ପ୍ରଥମେ ଡେଟିଂ ପରେ ପ୍ରେମ। ଆଉ ଏବେ ବାଟ ଅଲଗା। ଆମେ କଥା ହେଉଛୁ ବଲିଉଡ୍‌ର ମୋଷ୍ଟ ଏଲିଜିବୁଲ୍‌ ବ୍ୟାଚଲର ଟାଇଗର ଶ୍ରଫଙ୍କ ବିଷୟରେ। ଦୀର୍ଘଦିନର ପ୍ରେମିକା ଦିଶା ପଟାନୀଙ୍କଠାରୁ ଅଲଗା ହେବା ପରେ ସେ ଏବେ ସିଙ୍ଗଲ ବୋଲି ନିଜକୁ କହି ବୁଲୁଛନ୍ତି। ସାଥୀଟିଏ ଖୋଜୁଥିବା ତାଙ୍କ ହୃଦୟ ଅନ୍ୟ ଜଣେ ଅଭିନେତ୍ରୀଙ୍କ ଉପରେ ଆସିସାରିଛି। ସେ ହେଲେ ଚୁଲ୍‌ବୁଲି ଶ୍ରଦ୍ଧା କପୁର।

ଟାଇଗର କରନ୍‌ଙ୍କ ଶୋ’ କଫି ଉଇଥ୍‌ କରନ୍‌’ରେ କିଛି ବ୍ୟକ୍ତିଗତ କଥା କହି ଚର୍ଚ୍ଚାରେ। ଶୋ’ରେ ଅଭିନେତା ନିଜର ଲଭ୍‌ ଲାଇଫ ଉପରେ ଅନେକ କଥା ଉପରୁ ପରଦା ଉଠାଇଛନ୍ତି। ଏବେ ସେ ଏକାକୀ। ସାଥୀଟିଏ ଖୋଜୁଛନ୍ତି। ଅଭିନେତ୍ରୀ ଶ୍ରଦ୍ଧାଙ୍କୁ ସେ ପସନ୍ଦ କରନ୍ତି ବୋଲି ମଧ୍ୟ କହିଥିବା ନଜର ଆସିବେ। ଏସବୁ କଥାରୁ ଟାଇଗର ଏବଂ ଦିଶାଙ୍କ ବାଟ ଅଲଗା ହୋଇଥିବା ସ୍ପଷ୍ଟ ହୋଇଛି। ଏବେ ସେ ଜୀବନରେ ଆଗକୁ ବଢ଼ିବାକୁ ମଧ୍ୟ ଚାହୁଁଛନ୍ତି। ସାଥୀ ହିସାବରେ ଦେଖିଲେ ତାଙ୍କୁ ଶ୍ରଦ୍ଧାଙ୍କ ସହ ଦେଖିବାକୁ ମିଳିପାରେ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri