ବାଘ ଛାଲ ଜବତ, ଜଣେ ଗିରଫ

ବାଉଁଶୁଣୀ/କଣ୍ଟାମାଳ,୨୧।୧୧(ଡି.ଏନ୍‌.ଏ.): କିଛି ଦିନର ବ୍ୟବଧାନ ପରେ ପୁଣି ବୌଦ୍ଧ ଜିଲା କଣ୍ଟାମାଳ ରେଞ୍ଜ ଘଣ୍ଟାପଡ଼ା ଅଞ୍ଚଳରୁ ଆଉ ଏକ ବାଘ ଛାଲ ଜବତ କରିଛି ସ୍ବତନ୍ତ୍ର ଟାସ୍କ ଫୋର୍ସ ଓ ବନ ବିଭାଗ l
ସୂଚନାଯୋଗ୍ୟ, କଣ୍ଟାମାଳ ରେଞ୍ଜ ଘଣ୍ଟାପଡ଼ା ସେକ୍ସନ ଅଞ୍ଚଳରୁ ଏସ୍‌ଟିଏଫ ଓ ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ବାଘ ଛାଲକୁ ଜବତ କରିବା ସହିତ ଜଣକୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ହେଲେ ବାଲିଗୁଡ଼ା ଥାନା ଖମନଖୁଲ(ପରୁଘାଟ) ଗ୍ରାମର ସଚିତନ ନାୟକ। ବୌଦ୍ଧ-କନ୍ଧମାଳ ସୀମାନ୍ତ ଘଣ୍ଟାପଡ଼ାରେ ବାଘଛାଲ ବିକ୍ରି ପାଇଁ ଡିଲ୍‌ ଚାଲିଥିବା ବେଳେ ଏସ୍‌ଟିଏଫ୍‌ ଟିମ୍‌ କାବୁ କରିଥିଲେ। ଅଧିକ ସୂଚନା ପାଇଁ ଅଭିଯୁକ୍ତଙ୍କୁ କଣ୍ଟାମାଳ ରେଞ୍ଜରେ ଅଟକ ରଖି ପଚରାଉଚରା ଜାରି ରଖିଛି ଏସଟିଏଫ୍‌ ଓ ବନ ବିଭାଗ ।


Enter your email to get our daily news in your inbox.

All Right Reserved By Dharitri.Com

ରୋଚକ ମୋଡ଼ ନେଉଛି ମାହାଙ୍ଗା ଡବଲ ମର୍ଡର ଘଟଣା, ଥାନାଧିକାରୀଙ୍କ ପାଇଁ ବଢୁଛି ଅଡୁଆ

ନିଶ୍ଚିନ୍ତକୋଇଲି,୮ା୧୨(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଡବଲ ମର୍ଡର ଘଟଣା ଦିନକୁ ଦିନ ରୋଚକ ମୋଡ଼ ନେଉଛି। ଏହି ଘଟଣାରେ ଜେଏମ୍‌ଏଫ୍‌ସି କୋର୍ଟ ମାହାଙ୍ଗା ପୋଲିସକୁ ଅପଟୁଡେଟ୍‌...

ନବନିର୍ମାଣ କୃଷକ ସଙ୍ଗଠନର ସମାବେଶ

ନୟାଗଡ଼ ଅଫିସ,୧୦ା୧୦: ନବନିର୍ମାଣ କୃଷକ ସଙ୍ଗଠନର ନୟାଗଡ଼ ଜିଲାସ୍ତରୀୟ ସମାବେଶ ବୁଧବାର ସହରସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲା ସଂଯୋଜକ ମହେଶ୍ୱର ଜେନାଙ୍କ...

ନୂଆ ପରିଚୟ ପାଇଲେ ଶ୍ରାବଣୀ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କଲେ ବିଦେଶୀ ଦମ୍ପତି

କଣାସ,୨୪ା୯(ସ୍ବ.ପ୍ର.)- ସମାଜରେ କାହାର ଭାଗ୍ୟ ଯେ କେତେବେଳେ ବଦଳିଯିବ ତାହା କେହି ମଧ୍ୟ କହିପାରିବେ ନାହିଁ। ଅଭାବ, ଅନଟନରେ ପଡ଼ିଥିବା ଜଣେ ନିରାଶ୍ରୟ ଶିଶୁଙ୍କ ଭାଗ୍ୟ...

ଆଶ୍ରୟ ନେବାକୁ ହୀନସ୍ତା ହେଉଛନ୍ତି ଖଲାସୀ

ପାରାଦୀପ,୧୬ା୧୦(ସ୍ବ.ପ୍ର.): ପାରାଦୀପ ବନ୍ଦର ଭିତ୍ତିକ ଶିଳ୍ପ ନଗରୀରେ କିଛି ଦିନ ହେଲା ଭିନ୍ନ ଦୃଶ୍ୟ ଦେଖିବାକୁ ମିଳୁଛି। ବନ୍ଦର ଓ ଶିଳ୍ପସଂସ୍ଥାରେ ପଣ୍ୟ ପରିବହନ କରୁଥିବା...

ଶୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ୫-ଟି ସଚିବ

ପୁରୀ ଅଫିସ,୧୪।୫: ପୁରୀ ଗସ୍ତରେ ୫-ଟି ସଚିବ ଭି.କେ ପାଣ୍ଡିଆନ। ଶନିବାର ସକାଳେ ପୁରୀରେ ପହଞ୍ଚିବା ପରେ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ଏହ ପରେ ବ୍ୟାଟେରୀ...

ଚାକିରି, ବ୍ୟାଙ୍କ ଲୋନ୍‌ କରାଇବା ନାଁରେ ଠକେଇ

ନବରଙ୍ଗପୁର,୩୦ା୫(ବି.ପ୍ର.): ଚାକିରି ଓ ବ୍ୟାଙ୍କ ଲୋନ କରାଇଦେବା ନାଁରେ ଜଣେ ଯୁବକ ଶତାଧିକ ଲୋକଙ୍କଠାରୁ ଟଙ୍କା ଠକି ନେଇଥିବା ନବରଙ୍ଗପୁର ଥାନାରେ ଅଭିଯୋଗ ହୋଇଛି। ରବିବାର ନବରଙ୍ଗପୁର...

ଗୋରୁ ବୋଝେଇ ଡାଲା ଅଟୋ ଜବତ

ଆରଡି,୨୧।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡି ଫାଣ୍ଡି ଅନ୍ତର୍ଗତ ଓଳଗ ନିକଟରେ ଏକ ଗୋରୁ ବୋଝେଇ ଡାଲା ଅଟୋକୁ ରବିବାର ପୋଲିସ ଜବତ...

ତାପମାତ୍ରା ୪.୬, ଥରୁଛି ଅନୁଗୋଳ

ବନ୍ତଳା,୩୦।୧୨(ଡି.ଏନ.ଏ.) – ଅନୁଗୋଳ ଜିଲାରେ ଶୀତ ଲହରି ଜାରି ରହିଛି। ଶନିବାର ଜିଲାର ତାପମାତ୍ରା ରେକର୍ଡ ସ୍ତର ୩.୪କୁ ଖସି ଆସିଥିବା ବେଳେ ରବିବାର ତାହା...

Advertisement
Archives

Model This Week