ବାଘଛାଲ, ନଖ ଜବତ; ୩ ଅଟକ

ବରଗଡ଼ ଅଫିସ,୨୫ା୧୧: ବରଗଡ଼ ଭଟଲି ଛକରୁ ବୁଧବାର ଏସ୍‌ଟିଏଫ (ସ୍ପେଶାଲ ଟାସ୍କ ଫୋର୍ସ) ଏକ ଚିତାବାଘର ଛାଲ, ନଖ ଓ ଦାନ୍ତ ଜବତ କରିଛି। ଏହି ଘଟଣାରେ ୩ ଜଣଙ୍କୁ ଅଟକ ରଖାଯାଇ ଥିବାବେଳେ ଗୋଟିଏ ବାଘଛାଲ ସମେତ ୧୧ଟି ବାଘ ନଖ ଓ ୪ଟି ବାଘ ଦାନ୍ତ ଜବତ ହୋଇଛି। ତେବେ ଏହା କେଉଁସ୍ଥାନକୁ ଚାଲାଣ କରାଯାଉଥିଲା, ସେ ସମ୍ପର୍କରେ ସୂଚନା ମିଳି ନାହିଁ। ଏସ୍‌ଟିଏଫ୍‌ ସମେତ ବନ୍ୟପ୍ରାଣୀ ବିଭାଗ ଓ ପୋଲିସ ବିଭାଗର ଅଧିକାରୀମାନେ ଏହି ଚଢ଼ାଉରେ ସାମିଲ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫:ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା ହୁତୁହୁତୁ ହୋଇ…

୨ ସାହି ମଧ୍ୟରେ ମହାଭାରତ: ଥାନା ସମ୍ମୁଖରେ ମାରପିଟ ହୋଇ…

ରାୟଗଡ଼ା,୨୩।୫( ସୁଜାତା ପାଢ଼ୀ): ରାୟଗଡ଼ ସହର ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀର ଲୋକଙ୍କ ମଧ୍ୟରେ ମାରପିଟ ସହ ଅଶାନ୍ତି ଦେଖାଦେଇଛି । ଦୁଇ ସାହି ମଧ୍ୟରେ ବଚ୍‌ସା…

ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍‌ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ

ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ଭାରତର ଡାଟା ସେଣ୍ଟର ପରିକଳ୍ପନାକୁ ବିପଦ ରୌଦ୍ରତାପ: ପ୍ରଶ୍ନ ଘେରରେ…

ନୂଆଦିଲ୍ଲୀ, ୨୩ା୫:ଭାରତ ଭଳି ଏକ କ୍ରମବର୍ଦ୍ଦିଷ୍ଣ ଅର୍ଥନୈତିକ ରାଷ୍ଟ୍ରରେ ବିଭିନ୍ନ କ୍ଷେତ୍ରର ସମ୍ପ୍ରସାରଣ କରାଯାଉଥିବାବେଳେ ଡିଜିଟାଲ ବ୍ୟବସ୍ଥାର ଭିତ୍ତିଭୂମି ବୃଦ୍ଧି ଦେଶକୁ ବିଭିନ୍ନ ଦିଗରେ ରୂପାନ୍ତରିତ କରିଛି।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri