ପୁଣି ବାଘ ଛାଲ ଜବତ, ଜଣେ ଗିରଫ

କଣ୍ଟାମାଳ,୨୧।୭(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ-ମନମୁଣ୍ଡା ରାସ୍ତାର କପାଶିରା ଛକ ନିକଟରେ ବୁଧବାର ଏସ୍‌ଟିଏଫ କବଜାରେ ବାଘ ଶିକାରୀ ହର ରଣାଙ୍କୁ ଗିରଫ କରିଛି । ବାଘ ଛାଲ ବିକ୍ରି ନିମନ୍ତେ କଥା ଚାଲିଥିବା ବେଳେ ଏସ୍‌ଟିଏଫ ସ୍ବତନ୍ତ୍ର ଟିମ ବନ୍ଧୁକ ଓ ଗୁଳି ସହ ବାଘଛାଲକୁ ଜବତ କରିଛି ।
ଛାଲର ଫରେନ୍ସିକ ଯାଞ୍ଚ ପାଇଁ ଡେରାଡୁନକୁ ପଠାଯିବ ବୋଲି ସୂଚନା ମିଳିଛି । ବର୍ଷକ ମଧ୍ୟରେ ୧୫ଟି କଲରାପତରିଆ ବାଘ ଛାଲ, ୯ଟି ହାତୀ ଦାନ୍ତ, ୩ଟି ଜୀବନ୍ତ ବଜ୍ରକାପ୍ତା ଏସ୍‌ଟିଏଫ ଟିମ୍‌ ଜବତ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri