ବିକ୍ରି ପାଇଁ ଡିଲ୍‌ ବେଳେ ବାଘଛାଲ ଜବତ କଲା ଏସ୍‌ଟିଏଫ୍‌ ଟିମ୍‌

କୋରାପୁଟ,୨୦ା୭(ସ୍ବ.ପ୍ର.): ଏସ୍‌ଟିଏଫ୍‌ ଦ୍ୱାରା କୋରାପୁଟ ଜିଲା ରାମଗିରି ଅଞ୍ଚଳରୁ ବୁଧବାର ଏକ କଲରାପତିଆ ବାଘଛାଲ ଜବତ ହୋଇଛି। ଏହି ବାଘଛାଲ ୬୦ ହଜାର ଟଙ୍କାରେ ବିକ୍ରି ପାଇଁ ଡିଲ ଚାଲିଥିବାବେଳେ ଏସଟିଏଫ ଟିମ୍‌ ଦ୍ୱାରା ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ବ୍ୟକ୍ତି ଜଣକ ହେଲେ ବୈପାରୀଗୁଡ଼ା ବ୍ଲକ ଅନ୍ତର୍ଗତ ଦଣ୍ଡାବାଡ଼ି ପଞ୍ଚାୟତ ଗୌଡ଼ାଗୁଡ଼ା ଗ୍ରାମର ମାଧବ ଗୌଡ଼ଙ୍କ ପୁଅ ମନୋହର (୨୨) ବୋଲି ଜଣାପଡ଼ିଛି।

ସୂଚନାନଯାୟୀ, ଏସ୍‌ଟିଏଫ୍‌ ରାମଗିରି ଜଙ୍ଗଲ ଅଧିକାରୀଙ୍କ ସହାୟତାରେ ଚଢ଼ାଉ କରି ଏକ କଳରାପତିଆ ବାଘଛାଲ ରାମଗିରି ଅଞ୍ଚଳରୁ ଜବତ କରିବା ସହ ଏଥିରେ ସାମିଲ ଥିବା ମନୋହରଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଚାପୁଡ଼ା ମାରି ନବବିବାହିତା ଫେରାର: ନନ୍ଦିନୀଙ୍କ ବିରୋଧରେ ୪୨୦ ଦଫା

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ସର୍ବସମ୍ମୁଖରେ ସ୍ବାମୀ ବଳରାମ ସାହୁଙ୍କୁ ଚାପୁଡ଼ା ମାରି ଫେରାର ହୋଇଯାଇଥିବା ନବବଧୂ ନନ୍ଦିନୀଙ୍କ ନାଁରେ ଭରତପୁର ଥାନା ପୋଲିସ ଗୁରୁବାର ଠକେଇ(ଦଫା ୪୨୦)ରେ ଏକ...

ଅଟୋକୁ ପଛରୁ ଧକ୍କାଦେଲା ଟ୍ରେଲର: ୩ ଶିଶୁ ସମେତ ୮ ଆହତ

ଛତ୍ରପୁର,୩୦ା୧୨(ଡି.ଏନ୍‌.ଏ.): ଚମାଖଣ୍ଡି ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥରେ ଏକ ଅଟୋ ରିକ୍ସାକୁ ଟ୍ରେଲର ଧକ୍କା ଦେବା ଫଳରେ ୩ ଶିଶୁଙ୍କ ସମେତ ୮...

ରୀତିନୀତିରେ ପାଳନ ହେବ ଶୀତଳ ଷଷ୍ଠୀ, ରଥଯାତ୍ରା

ସୋନପୁର,୨୩।୫(ନି.ପ୍ର.)-ସୁବର୍ଣ୍ଣପୁର ଜିଲାରେ ବର୍ତ୍ତମାନ ସୁଦ୍ଧା କରୋନା ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି। ଗ୍ରୀନ୍‌ ଜୋନ୍‌ରେ ରହିଛି ଏହି ଜିଲା। ତେବେ କରୋନା ଭୂତାଣୁ ସଂକ୍ରମଣରୁ ଜନସାଧାରଣଙ୍କୁ ଦୂରେଇ...

ଆଧୁନିକ ସୁବିଧା ସହ ଭୁବନେଶ୍ୱର-ନୟାଗଡ଼ ଟାଉନ୍‌ ମେମୁ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଆଧୁନିକ ସୁବିଧା ସହ ଭୁବନେଶ୍ୱର-ନୟାଗଡ଼ ଟାଉନ-ଭୁବନେଶ୍ୱର (୦୮୪୨୩/୦୮୪୨୪) ମେମୁ ଟ୍ରେନ୍‌ ପୁରୁଣା ସମୟରେ ଚଳାଚଳ ଆରମ୍ଭ କରିଛି। ଏଥିରେ ସିସିଟିଭି ପର୍ଯ୍ୟବେକ୍ଷଣ, ୬ ମେମୁ...

ଦୁର୍ଗାପୂଜା ପାଇଁ ୧୦ ସ୍ବତନ୍ତ୍ର ଟ୍ରେନ: ନିୟମିତ ଟ୍ରେନ୍‌ରେ କୋଚ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର, ୨୪ା୯(ବ୍ୟୁରୋ): ଦୁର୍ଗାପୂଜା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ୧୦ ସ୍ବତନ୍ତ୍ର ଟ୍ରେନ ବ୍ୟବସ୍ଥା କରାଯାଇଛି। ଯାତ୍ରୀ ସଂଖ୍ୟା ବୃଦ୍ଧି ସମ୍ଭାବନା ଥିବାରୁ ଚଳାଚଳ କରୁଥିବା...

ଫନିପାଲ ବିଦ୍ୟାଳୟର ନାମ ପରିବର୍ତ୍ତନକୁ ବିରୋଧ

ଯାଜପୁର ରୋଡ,୧୦।୮(ନି.ପ୍ର.): କ୍ରାନ୍ତି ଦିବସ ଅବସରରେ ଶୁକ୍ରବାର ସ୍ମୃତି ସଂସଦ କମିଟିର ଆବାହକ ମଦନ ମୋହନ ଜେନାଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଡ. ଫନିପାଲ ବିଦ୍ୟାଳୟ ପରିସରରେ...

ମଦ ସହ ବାଇକ ଜବତ କରି ପୋଲିସ ଜିମାଦେଲେ ଏସ୍‌ଏଚ୍‌ଜି ମହିଳା

ଦେଓଗାଁ,୨୧ା୭(ଡି.ଏନ.ଏ.)ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ କେନ୍ଦୁଘାଟ ଗ୍ରାମର ମହିଳା ଗୋଷ୍ଠୀର ସଦସ୍ୟାମାନେ ରବିବାର ଜଣେ ବେପାରୀଙ୍କଠାରୁ ମଦ ଓ ବାଇକ ଜବତ କରି ପୋଲିସ ଜିମା...

ଦଶ ମାସର ଶିଶୁଙ୍କୁ ରେଲଓ୍ବେରେ ଚାକିରି

ମାଲକାନଗିରି,୧୧ା୭ (ଡି.ଏନ୍‌.ଏ.): ପଡୋଶୀ ଛତିଶଗଡ଼ରେ ଜଣେ ଦଶମାସର ଶିଶୁଙ୍କୁ ରେଳ ବିଭାଗରେ ଚାକିରି ମିଳିଛି। ଏହା ଆଶ୍ଚର୍ଯ୍ୟ ହେଲେ ମଧ୍ୟ ସତ୍ୟ। ତେବେ ଏତେ କମ...

Advertisement
Archives

Model This Week