ଆମ୍ଭଖୋଲା ନିକଟ ଜଙ୍ଗଲରେ ବାଘ ଆତଙ୍କ: ମିଳିଲା ରକ୍ତର ଚିହ୍ନ, ଗାଈର ଦୁଇଟି ଗୋଡ

ଗୁଣୁପୁର ୨୩।୧୨: ରାୟଗଡ଼ା ଜିଲା ଗୁଣୁପୁରରେ ବାଘ ଆତଙ୍କ  ଦେଖିବାକୁ ମିଳିଛି। ଯାହାକୁ ନେଇ ସ୍ଥାନୀୟ ଲୋକ ଭୟଭୀତ ହୋଇଛନ୍ତି। ଗତ ୩ ତିନି ଦିନ ହେବ ବାଘ ସୀମିତ ଅଞ୍ଚଳରେ ବିଚରଣ କରୁଥିବା ଜଣାପଡ଼ିଛି ।
ଶନିବାର ବନ ବିଭାଗ କର୍ମଚାରୀ ପଦ୍ମପୁରର ଆମ୍ଭଖୋଲା ଗାଁ ନିକଟ ଜଙ୍ଗଲରେ ଗୋଟିଏ ପାଖରେ ରକ୍ତର ଚିହ୍ନ ଓ ହାଡ଼ ଏଥିସହ ଅନ୍ୟ ପାଖରେ  ଗାଈର ଦୁଇଟି ଗୋଡ ପଡିଥିବା ଦେଖିବାକୁ ପାଇଥିଲେ।
ବାଘର ଗତିବିଧି ଜାଣିବା ପାଇଁ ତାର ପାଦ ଚିହ୍ନକୁ ଖୋଜିବାରେ ଲାଗିଛନ୍ତି । ଏକ ମାସ ହେବ ବାଘ ପାଇଁ ବନ ବିଭାଗ ନାକେଦମ ହେଲେଣି । ତଥାପି ବାଘର ଗତିବିଧି ଜାଣି ପାରୁନାହାଁନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ବଜେଟ୍‌ ପରବର୍ତ୍ତୀ ରୂପରେଖ ଉପସ୍ଥାପନ କଲେ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ

କେନ୍ଦୁଝର,୮ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା ସରକାରଙ୍କ ୨୦୨୬-୨୭ ଆର୍ଥିକ ବର୍ଷର ରାଜ୍ୟ ବଜେଟ୍‌ ସମ୍ପର୍କରେ ସୂଚନା ପ୍ରଦାନ କରିବା ନିମନ୍ତେ କେନ୍ଦୁଝରଠାରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ…

ତପ୍ତପାଣି ଘାଟିରେ ଓଲଟିଲା ଅଟୋ, ୭ ଗୁରୁତର ଆହତ 

ଦିଗପହଣ୍ଡି,୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ରବିବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ ଟାରେ ଏକ ଯାତ୍ରୀବାହୀ ଅଟୋ ଦୁର୍ଘଟଣା । ଅଟୋ ଓଲଟି…

ମ୍ୟାଚ ପୂର୍ବରୁ ବଡ଼ ନିଷ୍ପତ୍ତି, T20 ବିଶ୍ୱକପ୍ ଫାଇନାଲରେ ଖେଳିବେନି ଏହି ୪ ଖେଳାଳି

ନୂଆଦିଲ୍ଲୀ,୮।୩: ଟି-୨୦ ବିଶ୍ୱକପର ଫାଇନାଲରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମୁହାଁମୁହିଁ ହେବାକୁ ଯାଉଛନ୍ତି । ଭାରତର ପ୍ଲେଇଂ ଇଲେଭେନରେ କିଏ କିଏ ରହିବେ, ତାହା ଏବେ ବଡ଼…

ଵାଲଡ଼ା ନାଗେଶ୍ୱରୀ ପାହାଡ଼ରେ ଲୋକ ଅଧିକାର ଯାତ୍ରା ଦଳର ବୈଠକ, ଖଣି ଖନନ କରିବାକୁ ଦିଆଯିବନି…

ନନ୍ଦପୁର,୮।୩(ତୁଷାର କାନ୍ତ ମହାନ୍ତି): ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଜନ୍ମ ପୀଠରୁ ପ୍ରାକୃତିକ ସମ୍ପଦର ସୁରକ୍ଷା ନିମନ୍ତେ ବାହାରିଥିବା ଲୋକ ଅଧିକାର ଯାତ୍ରା ଦଳ କୋରାପୁଟ ଜିଲା ନନ୍ଦପୁର…

ଦ୍ରୁତ ଗତିରେ ଗାଡ଼ି ଚଳାଇବା ହେଲା କାଳ

ବଲାଙ୍ଗୀର,୮।୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଦର ବ୍ଲକ ଡୁଡୁକାଶିରା ରୋଡ଼ ଏକ ବୁଲାଣିଆ ରାସ୍ତାରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବକ…

ମାଇକେଲ କ୍ଲାର୍କଙ୍କ ବଡ଼ ଭବିଷ୍ୟବାଣୀ, ଟି-୨୦ ବିଶ୍ୱକପ୍ ଫାଇନାଲରେ ଏହି ଖେଳାଳି ହେବେ ପ୍ଲେୟର ଅଫ….

ନୂଆଦିଲ୍ଲୀ,୮।୩:  ପୂର୍ବତନ ଅଷ୍ଟ୍ରେଲିୟ ଅଧିନାୟକ ମାଇକେଲ କ୍ଲାର୍କ ୨୦୨୬ ଟି- ୨୦ ବିଶ୍ୱକପ୍ ପାଇଁ ଏକ ଭବିଷ୍ୟବାଣୀ କରିଛନ୍ତି । କ୍ଲାର୍କ ସେହି ଖେଳାଳିଙ୍କ ବିଷୟରେ କହିଥିଲେ ଯିଏ…

ଅନ୍ତର୍ଜାତୀୟ ମହିଳା ଦିବସରେ ଯାତାୟାତ ପାଇଁ ସଂଘର୍ଷ କରୁଛନ୍ତି ମହିଳା

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): ଆଜି ବିଶ୍ୱ ପାଳୁଛି ମହିଳା ଦିବସ। ଏହି କ୍ରମରେ ଦାରିଙ୍ଗବାଡ଼ିଠାରେ ଏହି ଦିନରେ ଏକାଧିକ ସ୍ଥାନରେ ଏହି ଦିବସ ବଡ଼ ଧୂମ୍‌ଧାମରେ ପାଳନ କରାଯାଉଛି।…

କଇଁଚିରେ ଶାଶୁଙ୍କ ନାକ କାଟି ଦେଲେ ଜ୍ବାଇଁ, କଟା ନାକ ଧରି ଫେରାର….

ଜୟପୁର,୮।୩: ରାଜସ୍ଥାନର ଜାଲୋର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାରିବାରିକ ବିବାଦକୁ ନେଇ ଜଣେ ବ୍ୟକ୍ତି ତାଙ୍କ ଶାଶୁଙ୍କୁ ଆକ୍ରମଣ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri