ନୂଆପଡ଼ାରେ ପୁଣି ବାଘ ଆତଙ୍କ: ଗୁହାଳେ ପଶି ବାଛୁରୀକୁ ମାରି ଖାଇଲା

ନୂଆପଡ଼ା,୨୬ା୧୧(ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଆମାନାରା ପଞ୍ଚାୟତ ପାଓ୍ବାରତୋଲା ଗାଁର ସଫୁର ସତନାମୀଙ୍କ ଗୁହାଳରୁ ବୁଧବାର ରାତିରେ ଏକ ବାଛୁରୀକୁ କଲରାପତରିଆ ବାଘ ମାରି ଯାଇଛି। ଖବର ପାଇ ନୂଆପଡ଼ା ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରି ବାଘର ଗତିବିଧି ଉପରେ ନଜର ରଖିଛି।

ସୂଚନା ଅନୁଯାୟୀ ବୁଧବାର ସଫୁର୍‌ ନିଜ ଗାଈ ବାଛୁରୀକୁ ଜଙ୍ଗଲକୁ ଚରାଇବାକୁ ନେଇ ସନ୍ଧ୍ୟାରେ ଗୁହାଳେ ବାନ୍ଧି ରଖିଥିଲା। ଅର୍ଦ୍ଧ ରାତିରେ ବାଘ ଆସି ଗୁହାଳରୁ ବାଛୁରୀକୁ ଟାଣି ନେଉଥିବା ବେଳେ ଅନ୍ୟ ଗାଈମାନେ ବହୁତ ଜୋରରେ ରଡ଼ି ପକାଇଥିଲେ। ଏହା ଶୁଣି ଗାଈ ମାଲିକ ଉଠି ପଡ଼ିଥିଲେ। ଏହା ପରେ ଗାଁ ପଡ଼ୋଶୀଙ୍କୁ ଡାକି ବାଘକୁ ଜଙ୍ଗଲକୁ ଘଡ଼ଡାଇଥିଲେ। ଏହା ପରେ ନୂଆପଡ଼ା ବନ ବିଭାଗକୁ ଖବର ଦେଇଥିଲେ। ବନ ବିଭାଗ କର୍ମଚାରୀମାନେ ଗୁରୁବାର ସକାଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରି ବାଘର ଗତିବିଧି ଉପରେ ନଜର ରଖିଛନ୍ତି । ବାରମ୍ବାର ବାଘ ଗାଁ ଭିତରକୁ ପଶି ନିରୀହ ଗୃହ ପାଳିତ ପଶୁଙ୍କୁ ଆକ୍ରମଣ କରି ମାରି ଖାଉଥିବାରୁ ଚାଷୀ ଚିନ୍ତାରେ ପଡ଼ିଯାଇଛନ୍ତି । ଏହି ଖବର ପ୍ରଚାରିତ ହେଲା ପରେ ଅଞ୍ଚଳରେ ଭୟର ଆତଙ୍କ ଖେଳିଯାଇଛି। ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରେ ହଲଚଲ: ଦ୍ୱିତୀୟ ଟେଷ୍ଟ ପାଇଁ ୩ ବଡ଼ ଅଦଳବଦଳ, ଏହି ଖେଳାଳିଙ୍କୁ…

ନୂଆଦିଲ୍ଲୀ,୨୬।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ନଭେମ୍ବର ୨୭ ତାରିଖରୁ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଆରମ୍ଭ ହେବାକୁ ଯାଉଛି। ଉଭୟ ଦଳ ମଧ୍ୟରେ ୱେଲିଂଟନରେ ଖେଳାଯାଇଥିବା ପ୍ରଥମ…

ଭିଜିଲାନ୍ସ ଜାଲରେ ସ୍ବାସ୍ଥ୍ୟକର୍ମୀ, ଡେଥ୍‌ ସାର୍ଟିଫିକେଟ ପାଇଁ ୭ ହଜାର ଲାଞ୍ଚ ନେଉଥିଲେ

ସମ୍ବଲପୁର,୨୬।୧୧: ସମ୍ବଲପୁର ଜିଲା ଠେମରା CHCର ଜଣେ ସ୍ୱାସ୍ଥ୍ୟକର୍ମୀ ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ମୃତ୍ୟୁ ପ୍ରମାଣପତ୍ର ପ୍ରସ୍ତୁତି ପାଇଁ ଫାଇଲ୍‌…

ଓଡ଼ିଶାର ଦାବି ଆଗରେ ମୁଣ୍ଡ ନୁଆଁଇଲେ ପଶ୍ଚିମବଙ୍ଗ ସରକାର, ଦୀଘା ଜଗନ୍ନାଥ ମନ୍ଦିରରୁ ହଟିଲା ‘ଧାମ’ ଶବ୍ଦ

ଭୁବନେଶ୍ୱର,୨୬ା୧୧: ଦୀଘାସ୍ଥିତ ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦକୁ ହଟାଇ ଦେଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ । ଏନେଇ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ନିର୍ବାଚନ ପୂର୍ବରୁ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ ୪୦ ହଜାର ପେନ୍‌ସନ୍‌!

ଲକ୍ଷ୍ନୌ, ୨୬।୧୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ୨୦୨୭ ପୂର୍ବରୁ ନିଜର ନିର୍ବାଚନୀ ରଣନୀତିକୁ ଆଗକୁ ବଢ଼ାଇଛି ସମାଜବାଦୀ ପାର୍ଟି (ସପା)। ସମ୍ବିଧାନ ଦିବସ ଅବସରରେ ଗୁରୁବାର ଦଳ…

୪୦ କୋଟି ପାଇବେ ବୈଭବ! ହଇଚଇ ସୃଷ୍ଟି କଲା ପୂର୍ବତନ କ୍ରିକେଟର୍‌ଙ୍କ ବୟାନ, କହିଲେ-ଇତିହାସର ସବୁଠାରୁ…

ନୂଆଦିଲ୍ଲୀ,୨୬।୧୧: ଭାରତୀୟ କ୍ରିକେଟରେ ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀ ଏବେ ନିଜର ବିସ୍ଫୋରକ ବ୍ୟାଟିଂକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏସିଆ କପ ରାଇଜିଂ ଷ୍ଟାର୍ସ ୨୦୨୬ରେ ୟୁଏଇ…

ବାଲାଜୀ ମନ୍ଦିରକୁ ୧୬୦ କୋଟିର ସୁନା ଦାନକେଲ ବ୍ୟବସାୟୀ, ଟ୍ରକ୍‌ରେ ବୋହି ଆଣିଲେ

ନୂଆଦିଲ୍ଲୀ,୨୬।୧୧: ଆନ୍ଧ୍ରପ୍ରଦେଶର ପ୍ରସିଦ୍ଧ ତିରୁମଳା ତିରୁପତି ବାଲାଜୀ ମନ୍ଦିରକୁ ଜଣେ ଭକ୍ତଙ୍କ ପକ୍ଷରୁ ଦିଆଯିବାକୁ ଯାଉଛି ଏକ ବିରାଟ ସୁନା ଦାନ । ଗୁରୁବାର ଭଗବାନ ବେଙ୍କଟେଶ୍ୱରଙ୍କୁ…

ବିନା ହିଜାବରେ ଗାଇବାରୁ ଗାୟିକା ପରାସ୍ତୁ ଅହମଦିଙ୍କୁ ୭୪ ଥର ଚାବୁକମାଡ଼

ତେହରାନ,୨୬ା୧୧: ଇରାନର ଏକ ପୋଲିସ ହାଜତରେ ମହସା ଅମିନିଙ୍କ ମୃତ୍ୟୁ ଘଟଣାକୁ ନେଇ ବାଧ୍ୟତାମୂଳକ ହିଜାବ ଆଇନ ବିରୋଧରେ ଦେଶବ୍ୟାପୀ ବିକ୍ଷୋଭ ହୋଇଥିଲା। ଏହାର ୪ ବର୍ଷ…

ଟି-୨୦ରେ ୨୦୦ ରନ କରିବି… ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଭବିଷ୍ୟବାଣୀ, ଏହି କ୍ରିକେଟର୍‌ଙ୍କ ରେକର୍ଡ ଭାଙ୍ଗିବା ଲକ୍ଷ୍ୟ

ନୂଆଦିଲ୍ଲୀ,୨୬।୧୧: ଭାରତୀୟ କ୍ରିକେଟର ଯୁବ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀ ଏବେ ନିଜର ପରବର୍ତ୍ତୀ ଲକ୍ଷ୍ୟ ସ୍ଥିର କରିଛନ୍ତି। ଟି-୨୦ କ୍ରିକେଟ୍‌ରେ ୨୦୦ ରନ୍‌ର ଐତିହାସିକ ଇନିଂସ ଖେଳିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?