Posted inଖେଳ

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ ଜାମିନରେ ଖଲାସ ହୋଇଛନ୍ତି। ଉଡ୍ସଙ୍କ ଲାଣ୍ଡରୋଭର ଏକ ଟ୍ରକ୍‌କୁ ଧକ୍କା ଦେଇଥିଲା।

ଏନେଇ ଉଡ୍ସଙ୍କ ବ୍ରିଥାଲାଇଜର ଟେଷ୍ଟ କରାଯାଇଥିଲା। ସେ ମଦ୍ୟପାନ କରି ନ ଥିବା ଜଣାପଡ଼ିଥିଲା। ମାତ୍ର ସେ ମୂତ୍ର ପରୀକ୍ଷାକୁ ମନା କରି ଦେଇଥିଲେ। ଅନ୍ୟପକ୍ଷେ ସେ କୌଣସି ନିଶାଦ୍ରବ୍ୟ ସେବନ କରିଥିବା ଅନୁମାନ କରାଯାଉଛି। ଫ୍ଲୋରିଡା ଆଇନ ଅନୁସାରେ ଜାମିନ ପାଇବା ପୂର୍ବରୁ ଜଣକୁ ଅତିକମ୍‌ରେ ୮ବର୍ଷ ଜେଲ୍‌ରେ ରହିବାକୁ ପଡ଼ିବ। ଉଡ୍ସଙ୍କ ମ୍ୟାନେଜର ଘଟଣା ସମ୍ପର୍କରେ କୌଣସି ମନ୍ତବ୍ୟ ଦେଇ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri