ଗାଁରେ ବାଘ: ଗାଈ ବେକକୁ ଟାଣି ନେଇ ପିଇଗଲା ରକ୍ତ

ନୂଆପଡା ଅଫିସ,୧୬।୧: ନୂଆପଡ଼ା ସଦର ବ୍ଲକ ଧରମବନ୍ଧା ଥାନା କୁଟରେଙ୍ଗା ପଡା ଗାଁରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ରବିବାର ସକାଳେ ଏଭଳି ଅଘଟଣ ଘଟିଛି। ଫଳରେ ସ୍ଥାନୀୟ ଅଞ୍ଚଳରେ ବାଘ ବୁଲୁଥିବା ନେଇ କୋକୁଆ ଭୟ ଖେଳି ଯାଇଛି।
ପ୍ରାପ୍ତ ସୂଚନା ଅନୁସାରେ ରବିବାର ସକାଳେ ୭ଟା ସମୟରେ ଧରମବନ୍ଧା ଓ ତୋର୍ରା ଗାଁ ମଧ୍ୟରେ କୁଟରେଙ୍ଗା ପଡ଼ାର ଅଗିନ ମାଝି ତାଙ୍କ ଗାଈକୁ ଜଙ୍ଗଲ ପଟେ ଚରାଇବା ପାଇଁ ନେଉଥିଲେ।ଏହି ସମୟରେ ଗାଁ ମୁଣ୍ଡକୁ ଏକ ବାଘ ହଠାତ୍‌ ଚାଲି ଆସି ଗାଈର ବେକକୁ ଧରି ଜଙ୍ଗଲ ଭିତରକୁ ଟାଣି ନେଇଥିଲା। ଗାଁ ଲୋକେ ଠେଙ୍ଗାବାଡି ଧରି ଚିତ୍କାର କରିବାରୁ ବାଘ ଜଙ୍ଗଲ ଭିତରକୁ ଚାଲି ଯାଇଥିଲା। ଗାଈର ବେକକୁ ଧରି ରକ୍ତ ଶୋଷି ଦେବାରୁ ଗାଈର ମୃତ୍ୟୁ ହୋଇଛି। ଏହିଖବର ପାଇ ବନ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ବାଘର ପାଦ ଚିହ୍ନକୁ ଠାବ କରିଛନ୍ତି ା ବନ ବିଭାଗ ତରଫରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ଲୋକଙ୍କୁ ସଚେତନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳ ନିଷ୍କାସନ ବ୍ୟବସ୍ଥାକୁ ଅଣଦେଖା: ରାସ୍ତାରେ ଯାଉଛି ନର୍ଦ୍ଦମା ଜଳ

ଖୋର୍ଦ୍ଧା ଅଫିସ, ୨୪।୮: ଜଳ ନିଷ୍କାସନ ବ୍ୟବସ୍ଥାକୁ ଅଣଦେଖା କରି ନିର୍ମାଣ କରାଗଲା ଡ୍ରେନ। ଏଣୁ ବର୍ଷା ହେଲେ ବର୍ଷାଜଳ ସହ ନର୍ଦ୍ଦମା ଜଳ ରାସ୍ତା...

ଛତ୍ରପୁରର ୧୧ ଗାଁରେ ମିନି କଣ୍ଟେନମେଣ୍ଟ: ଜାଣନ୍ତୁ କେଉଁଗୁଡ଼ିକ

ଛତ୍ରପୁର, ୨୨।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ୧୧ ଗାଁରେ ଗୋଟିଏ ଲେଖାଏ ସାହି ମିନି କଣ୍ଟେନମେଣ୍ଟ ଜୋନରେ ରହିଛି। ଏଠାରେ କରୋନା ପଜିଟିଭ୍‌ ସଂଖ୍ୟା...

ସାଆନ୍ତରାପୁର(କ) ସରପଞ୍ଚ ପଦବୀ ଉପନିର୍ବାଚନ: ୮୬% ମତଦାନ, ଆଜି ଫଳାଫଳ

ଛେଣ୍ଡିପଦା/ବଅଁରପାଳ, ୨୮।୧୧(ଡି.ଏନ.ଏ.) ଅନୁଗୋଳ ଜିଲା ବଅଁରପାଳ ବ୍ଲକ ସାଆନ୍ତରାପୁର(କ) ପଞ୍ଚାୟତର ସରପଞ୍ଚ ଉପନିର୍ବାଚନ ବୁଧବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ମତଦାନ ପାଇଁ ୧୩ଟି ବୁଥ କରାଯାଇଥିଲା।...

ପାଚିକା ଚୟନ ପ୍ରତିବାଦରେ ଗ୍ରାମବାସୀଙ୍କ ଧାରଣା

ଭୋଗରାଇ,୧୨।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କୁମ୍ଭାରମୂଳୀ ପ୍ରାଥମିକ ବିଦ୍ୟାଳୟରେ ପାଚିକା ଚୟନ ପ୍ରତିବାଦରେ ମଙ୍ଗଳବାର ଗ୍ରାମବାସୀ ଓ ଛାତ୍ରୀଛାତ୍ରମାନେ ପୂର୍ବାହ୍ନ ସ୍କୁଲ ଖୋଲିବା ପୂର୍ବରୁ...

ଅଣ୍ଡାକୁ ଶତ୍ରୁ କବଳରୁ ଜଗିଛି ମା’ କୁମ୍ଭୀର

ମହାକାଳପଡ଼ା,୧୪ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ନଦୀ ଓ ଯୋର ଆଦି ସ୍ଥାନରେ କୁମ୍ଭୀରଙ୍କ ଚଳପ୍ରଚଳ ଦେଖିବାକୁ ମିଳିଥାଏ। ବିଶେଷକରି ଉପକୂଳ ଅଞ୍ଚଳର...

ଦୁଇ ନାବାଳିକାଙ୍କ ସଲିଳ ସମାଧି

ହାଟଡିହୀ,୧୩।୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ଥାନା ମଧୁବନ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି ା ଗ୍ରାମର ଦୁଇ ନାବାଳିକାଙ୍କ ପୋଖରୀରେ...

ରାଷ୍ଟ୍ରପତିଙ୍କ ବ୍ରହ୍ମପୁର ଗସ୍ତ କାର୍ଯ୍ୟକ୍ରମରେ ପରିବର୍ତ୍ତନ

ଗୋପାଳପୁର,୨୭ା୯- ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବ୍ରହ୍ମପୁର ଗସ୍ତ କାର୍ଯ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଶନିବାର ପରିବର୍ତ୍ତେ ଶୁକ୍ରବାର ଗୋପାଳପୁରରେ ଥିବା ଆର୍ମି ଏଡି କଲେଜରେ...

ଓଡ଼ିଶା ବାସ୍କେଟବଲ୍‌ ଦଳରେ ଗଞ୍ଜାମର ୩ ଝିଅ

ବ୍ରହ୍ମପୁର ଅଫିସ୍‌,୫ା୧୨: ମହାରାଷ୍ଟ୍ରର ସତ୍‌ରାରେ ଆସନ୍ତା ୧୧ରୁ ୧୪ତାରିଖ ପର୍ଯ୍ୟନ୍ତ ୬୫ତମ ଜାତୀୟ ସ୍କୁଲ ଗେମ୍‌ସ(୧୭ବର୍ଷରୁ କମ୍‌) ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି। ଏଥିରେ ଭାଗନେବା...

Advertisement
Archives

Model This Week