କାଲିଠୁ ଆଇପିଏଲ୍‌ ମହାସମର: କେବଳ ପ୍ରସାରଣ ଟିମ୍‌ର ହେବ ୧୦ ହଜାର କରୋନା ଟେଷ୍ଟ

ନୂଆଦିଲ୍ଲୀ,୮।୪: କରୋନା ଭିତରେ ଆଇପିଏଲ୍‌ର ୧୪ତମ ସଂସ୍କରଣ ଖେଳା ହେବାକୁ ଯାଉଛି। ଆଇପିଏଲକୁ ସଫଳ କରିବା ପାଇଁ ବାୟୋ ବବୁଲକୁ ଅତ୍ୟନ୍ତ କଠିନ କରାଯାଇଛି। ଯଦି ସମଗ୍ର ଆଇପିଏଲରେ କ୍ରିକେଟରଙ୍କ ନିକଟତର କେହି ଅଛନ୍ତି, ତେବେ ଏହା ବ୍ରଡକାଷ୍ଟିଂ ଟିମ୍‌ ହେବ। ଏହାକୁ ଧ୍ୟାନରେ ରଖି ସମଗ୍ର ଟୁର୍ଣ୍ଣାମେଣ୍ଟରେ ପ୍ରସାରଣ ଦଳର ୧୦ ହଜାରରୁ ଅଧିକ ଆର୍‌ଟିପିସିଆର୍‌ ପରୀକ୍ଷା କରାଯିବ। କେବଳ ଏତିକି ନୁହେଁ, ଷ୍ଟାର ସ୍ପୋର୍ଟସର ସିଇଓ ସଂଯୋଗ ଗୁପ୍ତା ପ୍ରକାଶ କରିଛନ୍ତି ଯେ, ସମଗ୍ର ଟୁର୍ନାମେଣ୍ଟରେ ବ୍ରଡକାଷ୍ଟର ପାଇଁ ଚାରିଟି ବାୟୋ ବୁବୁଲ ଏକାଠି କାମ କରିବେ। ସାମାନ୍ୟ ଥଣ୍ଡା ହୋଇଥିଲେ ସେମାନଙ୍କୁ ସ୍ଥାନାନ୍ତର କରିବା ପାଇଁ ବ୍ୟବସ୍ଥା କରାଯାଇଛି। ସଞ୍ଜୋଗ ଗୁପ୍ତାଙ୍କ ଅନୁଯାୟୀ କ୍ରିକେଟରଙ୍କୁ ବାଦ ଦେଇ ସାତ ଶହ ପଚାଶ ବ୍ରଡକାଷ୍ଟିଂ କ୍ରୁ ସଦସ୍ୟ ଏବଂ ସମୀକ୍ଷକ ବର୍ତ୍ତମାନ ବାୟୋ ବବୁଲରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଣ୍ଣାୟକ ଟି୨୦ ମୁକାବିଲା: ଲକ୍ଷ୍ୟ ସିରିଜ ବିଜୟ

ଅହମଦାବାଦ,୨୦।୩(ପି.ଟି.): ଭାରତ ଓ ଭ୍ରମଣକାରୀ ଇଂଲଣ୍ଡ ଟି୨୦ ସିରିଜ ବିଜୟୀ ହେବା ଲକ୍ଷ୍ୟରେ ରହିଛନ୍ତି। ଉଭୟ ଦଳ ୨ଟି ଲେଖାଏ ମ୍ୟାଚ୍‌ରେ ବିଜୟୀ ହୋଇଥିବାରୁ ସିରିଜ...

ସୁପର ଓଭର ଶେଷ ବଲରେ ଛକା ମାରି ଆୟର୍ଲାଣ୍ଡକୁ ଜିତାଇଲେ ଓବ୍ରେନ

ଗ୍ରେଟର ନୋଏଡା,୧୧।୩- ସୁପର ଓଭରର ଅନ୍ତିମ ବଲରେ କେଭିନ ଓବ୍ରେନଙ୍କ ଛକା ଯୋଗୁ ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଆୟର୍ଲାଣ୍ଡ ସାନ୍ତ୍ୱନାମୂଳକ...

କେପିଏଲ ଫିକ୍ସିଂ: ଚାର୍ଜ ସିଟି ଦାଖଲ କଲା ସିସିବି

ବେଙ୍ଗାଲୁରୁ,୭।୨(ପି.ଟି.)- କର୍ନାଟକ ପ୍ରିମିୟର ଲିଗ୍‌ (କେପିଏଲ)ରେ ମ୍ୟାଚ୍‌ ଫିକ୍ସିଂ ଘଟଣାର ତଦନ୍ତ କରୁଥିବା ସେଣ୍ଟ୍ରାଲ କ୍ରାଇମ ବ୍ରାଞ୍ଚ (ସିସିବି) ଶୁକ୍ରବାର ୩ଟି ମାମଲାର ଚାର୍ଜ ଶିଟ୍‌...

ମହିଳା ଅନ୍ତର୍ଜାତୀୟ ଟି୨୦ରେ ସର୍ବନିମ୍ନ ସ୍କୋର ୬

ନୂଆଦିଲ୍ଲୀ, ୧୯ା୬ (ପି.ଟି.)-ଅନ୍ତର୍ଜାତୀୟ ମହିଳା ଟି୨୦ରେ ସର୍ବନିମ୍ନ ସ୍କୋର କରିଛି ମାଲି। କାଗାଲି ସିଟିରେ ଚାଲିଥିବା କ୍ୱିବୁକା ମହିଳା ଟୁର୍ନାମେଣ୍ଟରେ ର୍ବାଣ୍ଡା ବିପକ୍ଷ ମ୍ୟାଚରେ ଏହି...

ଅଷ୍ଟ୍ରେଲିଆ-ନ୍ୟୁଜିଲାଣ୍ଡର କ୍ରିକେଟ ମ୍ୟାଚ ଯୋଜନା

ମେଲବୋର୍ନ, ୧୩ା୫ (ପି.ଟି.)- କରୋନା ଭାଇରସ୍‌ ମହାମାରୀ ଯୋଗୁ ବର୍ତ୍ତମାନ ସ୍ଥିତିରେ ଇଣ୍ଟରନ୍ୟାଶନାଲ ଟୁର୍‌ ସମ୍ଭବନା ଦେଖା ଯାଉ ନ ଥିବାରୁ ଦୁଇ ପଡ଼ୋଶୀ ଦେଶ...

ଟେଷ୍ଟରେ ହ୍ୟାଟ୍ରିକ୍‌: ବୁମ୍‌ରା ତୃତୀୟ ଭାରତୀୟ

କିଙ୍ଗଷ୍ଟନ,୨।୯(ପି.ଟି.)- ଏଠାରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ଶନିବାର ଦ୍ୱିତୀୟ ଦିବସରେ ପ୍ରଥମ ଇନିଂସରେ ଭାରତୀୟ ଦ୍ରୁତ ବୋଲର ଯଶପ୍ରୀତ...

ଏ ବର୍ଷ ହେବନି ଟି୨୦ ବିଶ୍ୱକପ୍‌

ଦୁବାଇ, ୨୦ା୭ (ପି.ଟି.): କୋଭିଡ୍‌-୧୯ ମହାମାରୀ ଯୋଗୁ ଚଳିତ ବର୍ଷ ଅଷ୍ଟ୍ରେଲିଆରେ ହେବାକୁଥିବା ପୁରୁଷ ଟି୨୦ ବିଶ୍ୱକପ୍‌କୁ ସ୍ଥଗିତ ରଖାଯାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)...

କେଭିନ୍‌- ଅଣ୍ଡ୍ରିଆସ୍‌ କ୍ରମାଗତ ଦ୍ୱିତୀୟ ଥର ଚାମ୍ପିୟନ

ପ୍ୟାରିସ୍‌,୧୨।୧୦(ଏପି): ଜର୍ମାନୀ ଯୋଡି କେଭିନ୍‌ କ୍ରଓ୍ବିଜ୍‌ ଓ ଆଣ୍ଡ୍ରିଆସ୍‌ ମାଇସ୍‌ ଏଥର ମଧ୍ୟ ଫ୍ରେଞ୍ଚ୍‌ ଓପନ ପୁରୁଷ ଡବଲ୍ସ ଟାଇଟଲ ଜିତିଛନ୍ତି। ଶନିବାର ଅନୁଷ୍ଠିତ ପୁରୁଷ...

Advertisement

BGU

Archives

Model This Week

Why Dharitri