ରଥଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା: ପୁରୀକୁ ଜଗିବ ୨୭୫ AI କ୍ୟାମେରା

ପୁରୀ,୨୨ା୬: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପୁରୀ ସହରକୁ ୨୭୫ଟି AI କ୍ୟାମେରା ଜଗିବାର ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ୍‌ ସୂଚନା ଦେଇଛନ୍ତି। ଏଥିସହିତ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା ରହିବ। ୧୦ ହଜାର ସୁରକ୍ଷାକର୍ମୀ ମୁତୟନ ହେବେ। କୁଇକ୍‌ ରେସପନ୍ସ ଟିମ୍‌ ଓ ଡ୍ରୋନ୍‌ର ସହାୟତା ବି ନିଆଯିବ। ସମୁଦ୍ର ତଟରେ କୋଷ୍ଟ ଗାର୍ଡ ମୁତୟନ ହେବେ ବୋଲି ଖୁରାନିଆ କହିଛନ୍ତି। ୬୯ଟି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ୬୪ ଆମ୍ବୁଲାନ୍ସ,୨୬୫ ସ୍ବତନ୍ତ୍ର ବେଡ୍‌ ବ୍ୟବସ୍ଥା କରାଯାଇଛି। ଏଥିସହିତ ୩୭୮ ଅତିରିକ୍ତ ଡାକ୍ତର ଓ ପାରାମେଡିକାଲ ଷ୍ଟାଫ୍‌ ରହିବେ। ଏମ୍ସ(AIIMS)ର ବିଶେଷଜ୍ଞ ଡାକ୍ତର ସେବା ଯୋଗାଇବେ ବୋଲି ଖୁରାନିଆ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଯୁବତୀଙ୍କୁ ବିବାହ କଲେ ୨ ଭାଇ: ଏହି ଜିଲାର ପରମ୍ପରା ବିଷୟରେ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମହାଭାରତ ଯୁଗରେ ଦ୍ରୌପଦୀ ପାଞ୍ଚ ଭାଇଙ୍କୁ ବିବାହ କରିଥିଲେ ଏବଂ ସେ ପାଞ୍ଚ ଭାଇଙ୍କ ସହିତ ସମୟ ବିତାଉଥିଲେ। କିନ୍ତୁ ଆଜିର ସମୟରେ, ଯଦି କେହି...

କୋରମ ଅଭାବରୁ ଆରମ୍ଭ ହୋଇପାରୁନି ଜିଲାପରିଷଦ ବୈଠକ, ୧୯ ସଭ୍ୟ ଅନୁପସ୍ଥିତ

ନୟାଗଡ଼,୧୮ା୭(ଲୋକନାଥ ମିଶ୍ର): କୋରମ ଅଭାବରୁ ଆରମ୍ଭ ହୋଇପାରୁନି ନୟାଗଡ଼ ଦଶମ ଜିଲା ପରିଷଦ ବୈଠକ। ୨୨ ଜିଲା ପରିଷଦ ସଭ୍ୟ ମଧରୁ ୧୯ ସଭ୍ୟ ଅନୁପସ୍ଥିତ...

ଟିକା ନେଇ ଅସୁସ୍ଥ ହୋଇପଡ଼ିଲେ ୬ ଛାତ୍ରୀଛାତ୍ର, ହସ୍ପିଟାଲରେ ଭର୍ତ୍ତି

ଦାରିଙ୍ଗବାଡ଼ି,୧୮ା୭(ଅରୁଣ ସାହୁ): ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ଓ ବିଭିନ୍ନ ରୋଗରୁ ସୁରକ୍ଷା ମିଳିବା ନେଇ ସରକାର ବିଭିନ୍ନ ବିଦ୍ୟାଳୟରେ ଟିକାକରଣ ବ୍ୟବସ୍ଥା କରିଛନ୍ତି। କିନ୍ତୁ...

ଥାଇଲ୍ୟାଣ୍ଡରେ ବୌଦ୍ଧ ଭିକ୍ଷୁଙ୍କ ଯୌନ କେଳେଙ୍କାରୀ: ‘ମିସ୍‌ ଗଲ୍ଫ’ ନାମକ ମହିଳାଙ୍କ ବ୍ଲାକମେଲିଂ ରାକେଟରେ ହଇଚଇ

ବ୍ୟାଙ୍କକ,୧୮ା୭: ଥାଇଲ୍ୟାଣ୍ଡରେ ଏକ ବିଶାଳ ଯୌନ କେଳେଙ୍କାରୀ ପ୍ରକାଶ ପାଇଛି, ଯାହା ଦେଶର ବୌଦ୍ଧ ଧର୍ମୀୟ ପ୍ରତିଷ୍ଠାନକୁ ବିବାଦରେ ଟାଣି ଆଣିଛି। ଜଣେ ମହିଳା, ଯିଏ...

BCCI ଉପରେ ଖାଲି ଟଙ୍କା ବର୍ଷା: ଶାହାଙ୍କ ପୁଅ କରିଦେଲେ କମାଲ୍‌

ନୂଆଦିଲ୍ଲୀ,୧୮।୭: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ ମଧ୍ୟରେ ଗଣାଯାଏ। ଏହା ପଛରେ ଇଣ୍ଡିଆନ ପ୍ରିମିୟର ଲିଗ (IPL)ର...

ସୋନିଆ ଗାନ୍ଧୀଙ୍କ ଜ୍ୱାଇଁଙ୍କର ୩୬ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତି ବାଜ୍ୟାପ୍ତି: ରାହୁଲ କହିଲେ ମୋ ଭିଣୋଇ…

ନୂଆଦିଲ୍ଲୀ,୧୮।୭: ଜମି କାରବାରରେ ହେର୍‌ଫେର ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ଜ୍ୱାଇଁ ତଥା କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ...

ଆସୁଛି ପୁଣି ଏକ ବଡ଼ ଲଘୁଚାପ: ୨୪ ତାରିଖ ବେଳକୁ…

ଭୁବନେଶ୍ୱର,୧୮।୭: ଆସୁଛି ଆଉ ଏକ ବଡ଼ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୪ ତାରିଖ ବେଳକୁ ଲଘୁଚାପ...

କେନ୍ଦ୍ରାପଡ଼ାରେ ବନ୍ୟା ବିଭୀଷିକା ଭିତରେ କୁମ୍ଭୀର ଭୟ, ରାତିରେ ଘରୁ ବାହାରିବା ମୁସ୍କିଲ

ଭୁବନେଶ୍ୱର,୧୮ା୭: କେନ୍ଦ୍ରାପଡ଼ା ଜିଲାରେ ଚାଲିଥିବା ବନ୍ୟା ବିଭୀଷିକା ମଧ୍ୟରେ ଏବେ କୁମ୍ଭୀର ଭୟ ଲୋକଙ୍କୁ ଆତଙ୍କିତ କରିଛି। ବ୍ରାହ୍ମଣୀ ନଦୀର ପାଣି ଗାଁ ଭିତରକୁ ପଶିଯିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri