କଡା ସୁରକ୍ଷାରେ ମୋଦିଙ୍କ ସଭାସ୍ଥଳ: ପୋଲିସକୁ ତାଗିଦ କଲେ ମନ୍ତ୍ରୀ-ବିଧାୟକ

ଝାରସୁଗୁଡା, ୨୭।୯(ଆଶିଷ ରଞ୍ଜନ ଦାଶ):ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟକ୍ରମ ପାଇଁ ଅମଲିପାଲିସ୍ଥିତ ସଭାସ୍ଥଳ ବ୍ୟତୀତ ଝାରସୁଗୁଡା ସହର ପୋଲିସର କଡା ସୁରକ୍ଷା ମଧ୍ୟରେ ରହିଛି। ଝାରସୁଗୁଡା ସହରର ପ୍ରତ୍ୟେକ ସ୍ଥାନରେ ଟ୍ରାଫିକ ନିୟନ୍ତ୍ରଣ ସହିତ ପ୍ରତି ୧୫ରୁ ୨୦ ମିଟର ମଧ୍ୟରେ ପୋଲିସର ଛାଉଣୀ ରହିଥିବାବେଳେ ସଭାସ୍ଥଳକୁ ଆସୁଥିବା ଯୁବକ ଏବଂ ଜନସାଧାରଣ ପୋଲିସଙ୍କୁ ଅଟକାଇବାରୁ ସଭାସ୍ଥଳକୁ ତୁରନ୍ତ ଛାଡିବାକୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ବିଧାୟକ ଟଙ୍କଧର ତ୍ରିପାଠୀ ନିର୍ଦ୍ଦେଶ ଦେଇଛନ୍ତି।

 

Dharitri – Odisha’s No.1, Most Trusted Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ମହାଯୁଦ୍ଧର କାଉଣ୍ଟଡାଉନ୍‌! ଆମେରିକା ଆରମ୍ଭ କରିବାକୁ ଯାଉଛି ସବୁଠୁ ବଡ଼ ଅପରେଶନ…

ନୂଆଦିଲ୍ଲୀ/ତେହେରାନ,୧।୫: ମଧ୍ୟପ୍ରାଚ୍ୟରେ ଯେକୌଣସି ସମୟରେ ଏକ ବଡ଼ ଧରଣର ବିନାଶ ଦେଖିବାକୁ ମିଳିପାରେ । ଆମେରିକା ଇରାନ ଉପରେ ଏକ ବଡ଼ ଆକ୍ରମଣ ପାଇଁ ପ୍ରସ୍ତୁତ ହେଉଥିବା…

ଜନଗଣନା କାର୍ଯ୍ୟ ସାରି ଫେରିବା ପରେ ଚାଲିଗଲା ଶିକ୍ଷକଙ୍କ ଜୀବନ, ଅଞ୍ଚଳରେ ଶୋକର ଛାୟା

ବାସୁଦେବପୁର,୧।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ଆର ତୁଙ୍ଗ ଗ୍ରାମର ଶିକ୍ଷକ ବଳରାମ ବିନ୍ଧାଣୀଙ୍କର ଶୁକ୍ରବାର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ପ୍ରଭାବରେ ମୃତ୍ୟୁ…

ଶର୍ଟ ସର୍କିଟରୁ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ମୋହନା,୧।୫(ମନ୍ମଥ ମିଶ୍ର ): କିଛି ଦିନ ହେଲା ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ଚାଲିଥିବା ବେଳେ ଶୁକ୍ରବାର ପୁଣି ଏକ ଅଘଟଣ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା…

ମଇ ଆରମ୍ଭରୁ ଫୋନ୍‌ ଦାମ୍‌ ବଢ଼ାଇଲେ ଏହି ୩ କମ୍ପାନୀ, ଗ୍ରାହକଙ୍କ ପକେଟରେ ଚାବୁକ୍‌; ଜାଣନ୍ତୁ ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୫:ଯଦି ଆପଣ ଏକ ନୂଆ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟ ଉପରେ ଏବେ ଅଧିକ ଚାପ ପଡ଼ିପାରେ। Nothing, Realme ଏବଂ OnePlus…

କିଡନୀ ରୋଗ ନେଲା ସ୍ବାମୀଙ୍କ ଜୀବନ: ମା’ଙ୍କ କାନ୍ଧରେ ଦୁଇ ସନ୍ତାନଙ୍କ ବୋଝ

କର୍ଲାମୁଣ୍ଡା:୧।୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଧରାଖମନ ଗାଁରେ କିଡନୀ ରୋଗରେ ଆକ୍ରନ୍ତ ହୋଇ ୨୦ରୁ ଊଦ୍ଧର୍‌ବ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା…

କମର୍ସିଆଲ ଏଲ୍‌ପିଜି ପରେ ଏବେ ବଢ଼ିବ ପେଟ୍ରୋଲ-ଡିଜେଲ ଦର, ଖୁବ୍‌ଶୀଘ୍ର ହୋଇପାରେ ଘୋଷଣା!

ନୂଆଦିଲ୍ଲୀ,୧।୫: ଦେଶରେ ଖୁବଶୀଘ୍ର ପେଟ୍ରୋଲ ଏବଂ ଡିଜେଲ ଦରରେ ବୃଦ୍ଧି ଦେଖିବାକୁ ମିଳିପାରେ। ରିପୋର୍ଟ ଅନୁଯାୟୀ, ସରକାର ତୈଳ ଦର ବଢ଼ାଇବା ପାଇଁ ବିଚାର କରୁଛନ୍ତି, ଯଦିଓ…

ଜନଗଣନାରୁ ଫେରୁଥିଲେ, ଜନତା ଲେନ୍‌ରେ ସ୍କୁଟିକୁ ଧକ୍କା ଦେଲା କାର୍‌; ଛିଟିକି ପଡ଼ି ଶିକ୍ଷୟତ୍ରୀ…

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଜନଗଣନାରୁ ଫେରୁଥିଲେ। ଶିକ୍ଷୟତ୍ରୀଙ୍କ ସ୍କୁଟିକୁ କାର୍‌ ଧକ୍କା ଦେବାରୁ ସେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଦିଗପହଣ୍ଡିରେ।…

ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri